State

ଅଜଣା ଯୁବତୀଙ୍କ ସହ ଚାଟିଂ କରି ୨୦ ଲକ୍ଷ ଟଙ୍କା ଲୁଟର ଶିକାର

କଟକ: ଅଜଣା ଯୁବତୀଙ୍କ ସହ ଚାଟିଂ କରି ସର୍ବସ୍ବାନ୍ତ ହେଲେ ବୃଦ୍ଧ। ସାଇବର ଠକେଇର ଶିକାର ହେଲେ କଟକର ଜଣେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ। ଏନେଇ କଟକ ସାଇବର ଥାନାରେ ଅଭିଯୋଗ କରିଛନ୍ତି ବୃଦ୍ଧ। ବୃଦ୍ଧଙ୍କ ଠାରୁ ୨୦ ଲକ୍ଷ ୬୨…

ମାତୃହନ୍ତା ପୁଅକୁ ପିଟିପିଟି ମାରିଦେଲେ ବାପା ଓ ଭାଇ

ଜଳେଶ୍ୱର: ବାଲେଶ୍ବର ଜିଲ୍ଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କବାଟଘାଟି ଗାଁରେ ଗତ ୧୪ ତାରିଖ ରାତିରେ ଡବଲ ମର୍ଡର ଘଟଣାକୁ ୭୨ ଘଣ୍ଟା ବିତିଛି କି ନାହିଁ ପୁଣି ରାଇବଣିଆ ପଞ୍ଚାୟତ ରୁପାଦିଘୀ ଗାଁରେ ଆଜି ଆଉ ଏକ ହତ୍ୟାକାଣ୍ଡ…

ଶିକାରୀଙ୍କ ଗୁଳିରେ ଫରେଷ୍ଟରଙ୍କ ମୃତ୍ୟୁ ଘଟଣାରେ ୧୦ ଜଣ ଅଟକ

କରଞ୍ଜିଆ: ଶିମିଳିପାଳ ଅଭୟାରଣ୍ୟରେ ଶିକାରୀଙ୍କ ଗୁଳିରେ ଫରେଷ୍ଟରଙ୍କ ମୃତ୍ୟୁ ପରେ ଆକ୍ସନ ମୋଡରେ ପୋଲିସ । ଅଭିଯୁକ୍ତ ଶିକାରୀକୁ ଧରିବାକୁ ପୋଲିସ ପକ୍ଷରୁ ଶିମିଳିପାଳ ଅଞ୍ଚଳର ବିଭିନ୍ନ ଗାଁରେ ରେଡ ଚାଲିଛି । ଏ ପର୍ଯ୍ୟନ୍ତ ୧୦ ଜଣକୁ ଅଟକ ରଖିଛି…

ରଥଯାତ୍ରାରେ ଚାଲିବ ୨୫୦ ସ୍ବତନ୍ତ୍ର ବସ

ପୁରୀ : ଚଳିତବର୍ଷ ରଥଯାତ୍ରାରେ ଯାତ୍ରୀ ପରିବହନକୁ ସୁଗମ ତଥା ଭକ୍ତଙ୍କ ଯାତାୟାତର ସୁବିଧା ପାଇଁ ପରିବହନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ବି ତାଳବଣିଆରେ ପାର୍କିଂ ବ୍ୟବସ୍ଥା କରାଯାଇଛି। ଭୁବନେଶ୍ବର, କୋଣାର୍କ ପାର୍ଶ୍ବରୁ…

କୁଜଙ୍ଗରେ ଡବଲ ମର୍ଡର, ଯୁବକର କଟୁରି ଚୋଟରେ ଦୁଇ ମହିଳାଙ୍କ ମୃତ୍ୟୁ

ପାରାଦ୍ବୀପ: ଜଗତସିଂହପୁର ଜିଲ୍ଲା କୁଜଙ୍ଗରେ ଡବଲ ମର୍ଡର। ଯୁବକର କଟୁରି ଚୋଟରେ ଦୁଇ ମହିଳାଙ୍କ ମୃତ୍ୟୁ ହୋଇଛି। ବଳରାମପୁର ନ୍ୟାସନାଲ ସ୍କୁଲ ନିକଟରେ ଦୁଇ ମହିଳାଙ୍କୁ ହତ୍ୟା କରିଛି ଦୁର୍ବୃତ୍ତ । ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ପ୍ରାପ୍ତଖବର ଅନୁଯାୟୀ…

ଓଡ଼ିଶାକୁ ମିଳିବ ୪୦୦ ମେଗାଓ୍ଵାଟ ବିଜୁଳି

ଆସନ୍ତା ୧୦ ଦିନ ଯାଏ ଓଡ଼ିଶାକୁ ମିଳିବ ୪୦୦ ମେଗାଓ୍ଵାଟ ବିଜୁଳି । କେନ୍ଦ୍ରର ଅଣଆବଣ୍ଟିତ କୋଟାରୁ ଓଡ଼ିଶାକୁ ୧୦ଦିନ ଯାଏ ଦୈନିକ ୪୦୦ ମୋଗାଓ୍ଵାଟ ବିଦ୍ୟୁତ ମିଳିବ । ରାଜ୍ୟ ଶକ୍ତି ବିଭାଗର ଚିଠି ପରେ କେନ୍ଦ୍ର ପକ୍ଷରୁ ଏହି…

ଘର ଭିତରୁ ମହିଳାଙ୍କ ମୃତଦେହ ଉଦ୍ଧାର

ରେଢାଖୋଲ: ମହିଳାଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ । ସମ୍ବଲପୁର ଜିଲ୍ଲା ରେଢାଖୋଲ ଥାନା ରଥତଇଲା ଗାଁ ନିକଟରେ ହତ୍ୟାକାଣ୍ଡ ଘଟିଛି। ଏକ ଘର ଭିତରୁ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତ ମହିଳା ହେଲେ ୩୬ ବର୍ଷିୟା ସାଲିମ୍‌…

ମଣିପୁର ହକି ଦଳର ସଂଘର୍ଷର କାହାଣୀ: ହିଂସା ଓ ଅଭାବକୁ ହରାଇଲା ହକି

ରାଉରକେଲା : ସେପଟେ ଭୟାନକ ରୂପ ଧାରଣ କରିଛି ମଣିପୁର ହିଂସା। ହେଲେ, ଏପଟେ ରାଉରକେଲାରେ ଚାଲିଥିବା ୧୩ତମ କନିଷ୍ଠ ଜାତୀୟ ବାଳକ ହକି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି ମଣିପୁରର ଖେଳାଳି। ଏତିକି ନୁହେଁ, ମାସକ ପୂର୍ବେ ମଣିପୁର ଦଳ ନିଜର…

ବାହାନଗା ଟ୍ରେନ ଦୁର୍ଘଟଣା: ଏସ୍‌ସିବିରେ ଗଲା ଆଉ ଜଣଙ୍କ ଜୀବନ, ମୃତକଙ୍କ ସଂଖା ୨୯୧କୁ ବୃଦ୍ଧି

କଟକ: ବାହାନଗା ରେଳ ଦୁର୍ଘଟଣାରେ ଆଉ ଜଣେ ଆହତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । କରମଣ୍ଡଳ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨୯୧କୁ ପହଞ୍ଚିଛି । କଟକ ଏସସିବି ମେଡ଼ିକାଲରେ ଆହତ ହୋଇ ଚିକିତ୍ସିତ ହେଉଥିବା ଆଉ ଜଣେ ଆହତଙ୍କ ମୃତ୍ୟୁ ହୋଇଛି ।…

ରେଲୱେ ବ୍ରିଜ ନିକଟରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ଟିଟିଲାଗଡ଼ : ସଇଁନ୍ତଲା ଥାନା କମରଲଗା ଗାଁ ଲାଂଥ ନଦୀ ରେଲୱେ ବ୍ରିଜ ନିକଟରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଟ୍ରେନରୁ ଖସି ମୃତ୍ୟୁ ହୋଇ ଥିବା ଆଶଙ୍କା କରାଯାଉଛି । ଏହା ହତ୍ୟା ନା…