State

ଟ୍ଵିନସିଟିକୁ ସିଭିୟର ହିଟୱେଭ୍ ଚେତାବନୀ, ୧୫ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ତାତିରେ ଜଳୁଛି ଓଡ଼ିଶା । ୩ ଦିନ ଅସହ୍ୟ ତାତି ଓ ଗୁଳୁଗୁଳିରୁ ନିସ୍ତାର ନାହିଁ । ରାଜ୍ୟରେ ୧୮ ଯାଏ ଭୀଷଣ ଗ୍ରୀଷ୍ମପ୍ରବାହ । ଟ୍ଵିନସିଟିକୁ ସିଭିଅର ହିଟ୍‌ େଓ୍ଵଭ୍‌ ଚେତାବନୀ । କଟକ ଓ ଭୁବନେଶ୍ୱରକୁ ସିଭିୟର ହିଟ୍‌…

ନୟାଗଡ଼ର ପୂର୍ବତନ ସିଏସଓଙ୍କ ଅଚଳାଚଳ ସମ୍ପତ୍ତି, ଭୁବନେଶ୍ୱରରେ ୫ କୋଠା

କଟକ: ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗରେ ଆଜି ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ (ଏବେ ନିଲମ୍ବିତ ହୋଇ ରହିଛନ୍ତି) ବ୍ରଜେନ୍ଦ୍ର କୁମାର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ ତାଙ୍କର ସଂପତ୍ତି ଦେଖି ଭିଜିଲାନ୍ସ…

ଆମ୍ବୁଲାନ୍ସ ଧକ୍କାରେ ସ୍ୱାମୀ ମୃତ: ସ୍ତ୍ରୀ ଓ ଝିଅ ଗୁରୁତର

ବଲାଙ୍ଗୀର: ବଲାଙ୍ଗୀର-ପାଟଣାଗଡ଼ ରାସ୍ତାର ମାୟାବର୍ହା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଆମ୍ବୁଲାନ୍ସ ଧକ୍କାରେ ସ୍ୱାମୀଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଓ ଝିଅ ଗୁରୁତର ଅବସ୍ଥାରେ ପାଟଣାଗଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ବଲାଙ୍ଗୀର-ପାଟଣାଗଡ଼ ରାସ୍ତାର ପାଟଣାଗଡ଼…

କଳିଙ୍ଗ ଷ୍ଟାଡିୟମରେ ଭାରତ ଓ ଲେବାନନ୍ ମ୍ୟାଚ ଚାଲିଥିବା ବେଳେ ବିଜୁଳି ବିଭ୍ରାଟ

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ମ୍ୟାଚ ଚାଲିଥିବା ବେଳେ ଦେଖାଦେଇଛି ବିଦ୍ୟୁତ ବିଭ୍ରାଟ। ଭାରତ ଓ ଲେବାନନ୍ ମଧ୍ୟରେ ଇଣ୍ଟର କଣ୍ଟିନେଣ୍ଟାଲ ଫୁଟବଲ ମ୍ୟାଚ ଚାଲିଥିବା ବେଳେ ଅନ୍ଧାର ହୋଇଯାଇଥିଲା ଡ୍ରେସିଂ ରୁମ୍। ଖେଳର ହାଫ୍ ଟାଇମରେ ଖେଳାଳି ମାନେ ଡ୍ରେସିଂ ରୁମ୍…

ଗାଡ଼ି ଚୋର ରାକେଟ୍‌କୁ ଧରିଲା ମଙ୍ଗଳାବାଗ୍‌ ପୋଲିସ, ୩ଲକ୍ଷରୁ ଉର୍ଦ୍ଧ୍ଵ ସାମଗ୍ରୀ ଜବତ

କଟକ: ଗାଡି ଚୋର ରାକେଟକୁ ଧରିଲା ମଙ୍ଗଳାବାଗ ଥାନା ପୋଲିସ । ୬ଟି ବାଇକ ସହ ନଗଦ ୨୦ ହଜାର ଟଙ୍କା ଜବତ ହୋଇଛି। ଦୁଇ ଚକିଆ ଯାନ ଯନ୍ତ୍ରାଂଶ ଜବତ ହୋଇଥିବା ବେଳେ ତିନି ଅଭିଯୁକ୍ତ ଗିରଫ ହୋଇଛନ୍ତି। ମୁଖ୍ୟ…

ଆଜି ଶ୍ରୀଜୀଉମାନଙ୍କ ଘଣା ଲାଗି ନୀତି

ପୁରୀ: ଆଜି ଅନବସରର ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ଘଣା ଲାଗି ନୀତି ଅନୁଷ୍ଠିତ ହେବ । ସୁନା କୂଅରୁ ତିନି ଗରା ଜଳ ସୁଦ୍ଧ ସୁଆରଙ୍କ ଘରେ ବିଜେ ହେବା ପରେ ଦିବ୍ୟ ପ୍ରଲେପ ଖଳି ପ୍ରସ୍ତୁତ କରାଯାଇଛି। ଆଜି…

ନିଶାସେବନ ବର୍ଜନର ବାର୍ତ୍ତା ନେଇ ଝାରସୁଗୁଡ଼ାରୁ ଭୁଟାନ ପର୍ଯ୍ୟନ୍ତ ପଦଯାତ୍ରା

ସୋର: ପ୍ରତିଦିନ ଶାରୀରିକ ବ୍ୟାୟାମ ଓ ନିଶା ସେବନ ବର୍ଜନ କରି ସୁସ୍ଥ ଓ ନିରାମୟ ଜୀବନଯାପନର ବାର୍ତ୍ତା ନେଇ ଜଣେ ୬୬ ବର୍ଷୀୟ ବୃଦ୍ଧ ୩ ହଜାର କିମି ପଦଯାତ୍ରାର ଲକ୍ଷ୍ୟ ନେଇ ଝାରସୁଗୁଡ଼ାରୁ ଭୁଟାନ ଅଭିମୁଖେ ବାହାରିଛନ୍ତି। ସେ…

୧୮ ତାରିଖରୁ ପୁରୀର ସବୁ ମଦଦୋକାନ ବନ୍ଦ

ପୁରୀ : ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ରଥଯାତ୍ରା ସମୟରେ ପୁରୀରେ ସମସ୍ତ ମଦ ଦୋକାନକୁ ସିଲ୍‌ କରାଯିବ। ରଥଯାତ୍ରାର ଗୋଟିଏ ଦିନ ପୂର୍ବରୁ ଅର୍ଥାତ ଆସନ୍ତା ୧୮ ତାରିଖ ରାତିରୁ ସମସ୍ତ ମଦ ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ ରହିଛି।…

ରହସ୍ୟରେ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜର ସିନିଅର ରେସିଡେଣ୍ଟ ଡାକ୍ତରଙ୍କ ମୃତ୍ୟୁ

ବ୍ରହ୍ମପୁର: ରହସ୍ୟରେ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜର ସିନିଅର ରେସିଡେଣ୍ଟ ଡାକ୍ତରଙ୍କ ମୃତ୍ୟୁ । ସିନିୟର ରେସିଡେଣ୍ଟ ହଷ୍ଟେଲରୁ ଡାକ୍ତର ଶୁଭାନୀ ପଟ୍ଟନାୟକଙ୍କ ମୃତଦେହ ଉଦ୍ଧାର । ଡାକ୍ତର ଶୁଭାନୀ ଚର୍ମରୋଗ ବିଭାଗରେ ପିଜି କରୁଥିଲେ । ତାଙ୍କ ନିଜ ଗାଁ…

ଲୋକ ଲଗାଇ ସ୍ତ୍ରୀକୁ ମାଡ଼ ମାରିବା ସହ ଦୁଷ୍କର୍ମ କରିବାକୁ କହିଥିଲା ସ୍ବାମୀ

କେନ୍ଦ୍ରାପଡ଼ା : ବାରମ୍ବାର ପତ୍ନୀଙ୍କ ଉପରେ ଅକଥନୀୟ ଅତ୍ୟାଚାର କରୁଥିବା ନୃଶଂସ ସ୍ୱାମୀ ମାନବିକତାର ସବୁ ସୀମା ଟପି ଯାଇଛି। ପତି-ପତ୍ନୀର ପବିତ୍ର ବନ୍ଧନକୁ ଭୁଲି ଲୋକ ଲଗାଇ ସ୍ତ୍ରୀକୁ ନିସ୍ତୁକ ମାଡ଼ ମାରିବା ସହ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିବାର…