State

ଲାଇନ୍ କାଟିବାକୁ ଧମକ ଦିଆଯାଉଛି, ଜୋର୍ ଜବରଦସ୍ତ ବିଦ୍ୟୁତ୍ ବିଲ ସଂଗ୍ରହ କରାଯାଉଛି: ପିସିସି ସଭାପତି

ଭୁବନେଶ୍ବର: ପ୍ରବଳ ଖରା ଯୋଗୁଁ ଗରମ ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ ‌ହେଉଛି। ସହରାଞ୍ଚଳରେ ସ୍ଥିତି ଏକ ପ୍ରକାର ଠିକ୍‌ ଥିବା ବେଳେ ଗ୍ରାମାଞ୍ଚଳରେ ଏହାର ଓଲଟା। ବିଜୁଳି ସମସ୍ୟା ନେଇ କଂଗ୍ରେସ ରାଜରାସ୍ତାକୁ…

ଖେଳିବା ସମୟରେ ପୋଖରୀ‌କୁ ଚାଲିଗଲା, ପାଣିରେ ବୁଡ଼ିଲା ଦେଢ଼ବର୍ଷର ଶିଶୁପୁତ୍ର

ଜଳେଶ୍ୱର: ଜଣେ ଶିଶୁପୁତ୍ରଙ୍କ ପୋଖରୀରେ ବୁଡ଼ି ମୃତ୍ୟୁ ହୋଇଛି। ଏପରି ଏକ ହୃଦୟବିଦାରକ ଘଟଣା ଘଟିଛି ବ‌ାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଅଧୀନ ସୁଗୋ ପଞ୍ଚାୟତ ଧାନସିମୁଳିଆ ଗ୍ରାମରେ। ସୂଚନା ଅନୁସାରେ ଗତକାଲି ଅପରାହ୍ନରେ ଗ୍ରାମର ସତ୍ୟରଞ୍ଜନ ଦାସଙ୍କ ଦେଢ଼ବର୍ଷର ପୁଅ…

ଡ୍ରେଜିଙ୍ଗ ଜାହାଜ ମରାମତି ବେଳେ ପାଣିରେ ପଡ଼ି ବୁଡ଼ି ଗଲେ ଟେକ୍ନିସିଆନ

ପାରାଦୀପ : ପାରାଦୀପ ବନ୍ଦରରେ ଡ୍ରେଜିଙ୍ଗ ଜାହାଜ ମରାମତି ବେଳେ ଘଟିଛି ଅଘଟଣ। ପାଣିରେ ପଡ଼ି ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ୱାଇ.ଏସ୍ ଅଶୋକ (୩୦)। ତାଙ୍କ ଘର ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ। ମଙ୍ଗଳବାର (ଗତକାଲି) ସନ୍ଧ୍ୟାରେ ଏହି ଘଟଣା ଘଟିଛି।…

ବାତ୍ୟା ‘ବିପର୍ଯ୍ୟୟ’ ପାଇଁ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ବର : କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ। ଗୁଜରାଟକୁ ହେବାକୁ ଥିବା ବାତ୍ୟା ‘ବିପର୍ଯ୍ୟୟ’ ପାଇଁ କାର୍ଯ୍ୟକ୍ରମ ସ୍ଥଗିତ ରଖାଯାଇଛି। ତେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ କାର୍ଯ୍ୟକ୍ରମ ଅପରିବର୍ତ୍ତନ ରହିଛି। ଏନେଇ ସୂଚନା…

ଖଗେଶ୍ୱର ପାତ୍ରଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ହନିଟ୍ରାପ୍‌ ଅଭିଯୋଗ ମାମଲା। ଅନ୍ୟତମ ଅଭିଯୁକ୍ତ ଖଗେଶ୍ୱର ପାତ୍ରଙ୍କ ଜାମିନ ଆବେଦନ ଖାରଜ ହୋଇଛି। ୧୫ ଦିନିଆ ଜାମିନ ଆବେଦନ ଖାରଜ କଲେ ସିବିଆଇ କୋର୍ଟ। ମା’ ଦେହ ଅସୁସ୍ଥ ଦର୍ଶାଇ ମଧ୍ୟବର୍ତ୍ତୀକାଳୀନ…

୩୦ବର୍ଷରେ ୩୭ହଜାର କୋଟି ଖର୍ଚ୍ଚ : ତଥାପି ସୁଧୁରୁନି ବିଦ୍ୟୁତ ଭିତ୍ତିଭୂମି

ଭୁବନେଶ୍ବର : କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ତଥାପି ସୁଧୁରି ପାରୁନି ବିଦ୍ୟୁତ ଭିତ୍ତିଭୂମି। ଗ୍ରାହକଙ୍କ ପାଖରେ ପହଞ୍ଚି ପାରୁନି ନିରନ୍ତର ବିଜୁଳି ସେବା। ବିଧାନସଭା ଷ୍ଟାଣ୍ଡିଂ କମିଟି ରିପୋର୍ଟ ଅନୁସାରେ, ବିଦ୍ୟୁତ ଭିତ୍ତିଭୂମି ସଜାଡ଼ିବା ପାଇଁ ରାଜ୍ୟରେ ଗତ…

ମହାପ୍ରଭୁଙ୍କ ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର/ପୁରୀ: ମହାପ୍ରଭୁ ଓଡ଼ିଆ ଜାତିର ଶ୍ରେଷ୍ଠ ପରିଚୟ। ମହାପ୍ରଭୁଙ୍କ ରଥଯାତ୍ରାକୁ ସାରା ବିଶ୍ୱ ଚାହିଁ ରହି ଥାଏ। ମହାପ୍ରଭୁଙ୍କ ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ରଥଯାତ୍ରା ତୃତୀୟ ତଥା ଶେଷ…

ପାଚିକା-ସହାୟିକାଙ୍କୁ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି କରୁଥିବା ରାଜ୍ୟର କ୍ଷମତାସୀନ ବିଜେଡି ସରକାର ଆଜି ରାଜ୍ୟର ପ୍ରାଥମିକ ସ୍କୁଲଗୁଡ଼ିକରେ ମଧ୍ୟାହ୍ନଭୋଜନ ଦାୟିତ୍ୱରେ ନିୟୋଜିତ ପାଚିକା ଓ ସହାୟିକାଙ୍କୁ ଶାଢ଼ୀ ଭତ୍ତା ବାଣ୍ଟିଛନ୍ତି । ପ୍ରତ୍ୟେକ ପାଚିକା ଓ ସହାୟିକାଙ୍କୁ ଶାଢ଼ୀ ଭତ୍ତା…

ପୂର୍ବବର୍ଷ ଭଳି ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ଶେଷ ହେବ: ପୁଲିସ ମହାନିର୍ଦ୍ଦେଶକ

ପୁରୀ: ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଖେଇ ଆସୁଛି। ଆଉ ୬ ଦିନ ପରେ ଅର୍ଥାତ ଆସନ୍ତା ୨୦ ତାରିଖରେ ମହାପ୍ରଭୁଙ୍କ ଘୋଷଯାତ୍ରା ଅନୁଷ୍ଠିତ ହେବ। ଏଥି ପାଇଁ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି…

ବାହାନଗା ଟ୍ରେନ ଟ୍ରାଜେଡି: ତଦନ୍ତର ସପ୍ତାହକ ପରେ ସନ୍ଦିଗ୍ଧଙ୍କ ବିରୋଧରେ ଠୋସ ପ୍ରମାଣ ମିଳିଛି

ବାହାନଗା ଟ୍ରେନ ଟ୍ରାଜେଡିର କାରଣ ଖୋଜୁଛି ସିବିଆଇ। ତଦନ୍ତର ସପ୍ତାହକ ପରେ ସନ୍ଦିଗ୍‌ଧଙ୍କ ବିରୋଧରେ ଠୋସ ପ୍ରମାଣ ପାଇଥିବା କୁହାଯାଇଛି। ଷ୍ଟେସନର ଆସିଷ୍ଟାଣ୍ଡ ମ୍ୟାନେଜର ଓ ସିଗ୍‌ନାଲ ଇନ୍‌ଚାର୍ଜଙ୍କୁ ମାରାଥନ ଜେରା କରି ବହୁ ତଥ୍ୟ ସିବିଆଇ ହାସଲ କରିଥିବା ଜଣାପଡ଼ିଛି।…