ଶକ୍ତି ମନ୍ତ୍ରୀଙ୍କ ସଭାରେ କଟିଗଲା କରେଣ୍ଟ
ବିଦ୍ୟୁତ କାଟ ନେଇ ଚର୍ଚ୍ଚା ଜୋର ଧରିବା ପରେ ରାଜ୍ୟରେ ପାୱାର କଟ୍ ନହେଁ, ପାୱାର ଟ୍ରିପ୍ ହେଉଛି ବୋଲି କହିଥିଲେ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ। ହେଲେ ଆଜି ଶକ୍ତି ମନ୍ତ୍ରୀ ବାଲେଶ୍ୱରର ବାହାନଗାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା…
ବିଦ୍ୟୁତ କାଟ ନେଇ ଚର୍ଚ୍ଚା ଜୋର ଧରିବା ପରେ ରାଜ୍ୟରେ ପାୱାର କଟ୍ ନହେଁ, ପାୱାର ଟ୍ରିପ୍ ହେଉଛି ବୋଲି କହିଥିଲେ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ। ହେଲେ ଆଜି ଶକ୍ତି ମନ୍ତ୍ରୀ ବାଲେଶ୍ୱରର ବାହାନଗାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା…
ଭୁବନେଶ୍ବର: ରାଜ୍ୟରେ ବିଦ୍ୟୁତ୍ କାଟ ବିରୋଧରେ ଶକ୍ତିମନ୍ତ୍ରୀଙ୍କ ଘର ଆଗରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଅଘୋଷିତ ବିଦ୍ୟୁତ କାଟକୁ ବିରୋଧ କରି ହାତରେ ବିଞ୍ଚଣା ଓ ଲଣ୍ଠନ ଧରି ବିକ୍ଷୋଭ କରୁଛି ଛାତ୍ର କଂଗ୍ରେସ । ଅସହ୍ୟ…
କଟକ: ବଲିଉଡ ତଥା ଓଲିଉଡ କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଜଣେ ଓଡ଼ିଆ ଗାୟିକା ମହିଳା ଥାନାରେ ଏତଲା ଦେଇଥିବା ଜଣାଯାଇଛି। ପୀଡ଼ତା ପ୍ରଲୋଭନ ଦେଖାଇ ବିବାହ ପ୍ରତିଶ୍ରୁତି, ପ୍ରତାରଣା, ନିର୍ଯାତନା ଓ ଶୋଷଣ କରିବା ନେଇ ଅଭିଯୋଗ କରିଛନ୍ତି କଣ୍ଠଶିଳ୍ପୀ।…
ଭୁବନେଶ୍ୱର: ବିଜୁଳି କାଟ ସମସ୍ୟା ନେଇ ଆଜି ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ବିଜୁଳି କାଟ ସମସ୍ୟାକୁ ଦୂର କରିବା ପାଇଁ ତତକାଳ ପଦକ୍ଷେପ ନେବା ପାଇଁ ଶକ୍ତି ବିଭାଗ ଓ ବିଦ୍ୟୁତ ବିତରଣ କମ୍ପାନୀଙ୍କୁ ନିର୍ଦ୍ଦେଶକ ଦେଇଛନ୍ତି…
ଦେବଗଡ଼: ମଦ୍ୟପ ପୁଅର ଉନ୍ମତ୍ତ କାଣ୍ଡ। ପୁଅର ଠେଙ୍ଗା ମାଡ଼ରେ ବାପାର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ଦେବଗଡ଼ ଜିଲ୍ଲା ଲଇମୁରା ଥାନା ଅନ୍ତର୍ଗତ ଭାଲୁଗୁହା ଗ୍ରାମରେ। ମୃତକ ହେଲେ ଗୁରୁ ଚରଣ କିସାନ(୫୦)। ଅଭିଯୁକ୍ତ ପୁଅକୁ ଥାନାରେ ଅଟକ…
କଟକ: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ସଦର ବ୍ଳକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁଙ୍କ ଘର ସମେତ ମୋଟ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ଉ ଚାଲିଛି। କଟକର ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ଓ୍ବାରେଣ୍ଟ…
ବାଲେଶ୍ୱର / ସୋର: ବାହାନଗା ଟ୍ରେନ ଟ୍ରାଜେଡିକୁ ଆଜି ୧୧ ଦିନ । ମଣିଷପଣିଆର ନିଆରା ଉଦାହରଣ ଦେଖାଇଛନ୍ତି ବାହାନଗା ଗ୍ରାମବାସୀ। ରେଳ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ଏକାଦଶାହ ପାଳୁଛନ୍ତି ବାହାନଗାବାସୀ । ଆଜି ବିଶ୍ୱଶାନ୍ତି ଯଜ୍ଞ ସହ ଅଷ୍ଟପ୍ରହରୀ କରାଯିବ…
ବାଲେଶ୍ୱର: ବାହାନଗା ଟ୍ରେନ ଟ୍ରାଜେଡି ଘଟଣାରେ CBIର ତନାଘନା । ଦୁର୍ଘଟଣାର ୧୦ ଦିନ ପରେ ଗତକାଲି ଆସିଷ୍ଟାଣ୍ଟ ଷ୍ଟେସନ୍ ମାଷ୍ଟରଙ୍କ ସମେତ ରେଳ ବିଭାଗର ୫ ଜଣଙ୍କୁ ଉଠାଇ ନେଇଛି CBI । ସମସ୍ତଙ୍କୁ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା…
ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାର ଆଜି ୧୦ମ ଦିନ । ଅର୍ଥାତ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କର ୧୦ ଦିନ ବିତିଗଲାଣି । ତଥାପି ଅନେକ ଶବ ଚିହ୍ନଟ ହୋଇନି । ଭୁବନେଶ୍ୱର ଏମ୍ସରେ କଣ୍ଟେନରେ ରହିଛି ଶବ । ୮୧ଟି ଶବକୁ…
ଭୁବନେଶ୍ୱର : ରଙ୍ଗ୍ରୁଟ୍(ବିପରୀତ ଦିଗ)ରେ ଗାଡ଼ି ଚଳାଇବା ସଂଖ୍ୟା ଦିନକୁ ଦିନ ବୃଦ୍ଧି ହେଉଛି। ଦୁର୍ଘଟଣା ବଢ଼଼ିବା ସହ ଧନଜୀବନ ଚାଲିଯାଉଛି। ବେପରୁଆ ହେଉ କିମ୍ବା ଅଧିକ ବୁଲାଣି ପଡ଼ୁଥିବାରୁ ଗାଡ଼ି ଚାଳକ ରଙ୍ଗ୍ରୁଟ୍ରେ ପଶିଯାଉଛନ୍ତି। ଏଥିସହିତ ରଙ୍ଗ୍ରୁଟ୍ ଚାଳକଙ୍କୁ ଜଗିବା…