State

ଏମ୍‌ସରେ ଡିଏନ୍‌ଏ ଟେଷ୍ଟିଂ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଏମ୍ସ ହସ୍ପିଟାଲରେ ଆରମ୍ଭ ହୋଇଛି ଡିଏନଏ ଟେଷ୍ଟିଂ ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ବିଏମ୍‌ସି କମିଶନର। ସେ କହିଛନ୍ତି, ମୃତଦେହ ଚିହ୍ନଟ ପାଇଁ ଡିଏନଏ ନମୁନା ଦେଇଛନ୍ତି ୧୦ରୁ ଅଧିକ ପରିବାର। ରିପୋର୍ଟ ଆସିବା ପରେ ସେମାନଙ୍କୁ ମୃତଦେହ…

ସରିନି ମୃତଦେହ ଚିହ୍ନଟ ପ୍ରକ୍ରିୟା : ଏବେ ବି ଫଟୋ ଓ ପରିଚୟ ପତ୍ର ଦେଖାଇ ଖୋଜୁଛନ୍ତି ସମ୍ପର୍କୀୟ

ଭୁବନେଶ୍ୱର : ବାହାନଗା ରେଳ ଦୁର୍ଘଟଣାରେ ଏଯାଏ ୧୭୭ ମୃତଦେହ ଚିହ୍ନଟ ହୋଇଛି । ଆବଶ୍ୟକ ପ୍ରକ୍ରିୟା ପରେ ମୃତଦେହକୁ ହସ୍ତାନ୍ତର କରାଯାଉଛି । ମୃତଦେହକୁ ମାଗଣାରେ ଗାଡ଼ିରେ ଗନ୍ତବ୍ୟସ୍ଥଳକୁ ପଠାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା ହୋଇଛି ।…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ବେହେରା

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ସୁନ୍ଦରଗଡ଼ ଜିଲ୍ଲା ହେମଗିରି RWDର ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ବେହେରାଙ୍କ ଘରେ ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଓ ଭଦ୍ରକର ୭ଟି ସ୍ଥାନରେ ଏକକାଳୀନ ଚାଲିଛି…

ବାହାନଗା ରେଳ ଦୁର୍ଘଟଣାରେ ଏଯାଏ ୧୭୦ଟି ମୃତଦେହ ଚିହ୍ନଟ

ବାହାନଗା ରେଳ ଦୁର୍ଘଟଣାରେ ଏଯାଏ ୧୭୦ଟି ମୃତଦେହ ଚିହ୍ନଟ ହୋଇଛି । ଆବଶ୍ୟକ ପ୍ରକ୍ରିୟା ପରେ ମୃତଦେହକୁ ହସ୍ତାନ୍ତର କରାଯାଉଛି । ମୃତଦେହକୁ ମାଗଣାରେ ଗାଡ଼ିରେ ଗନ୍ତବ୍ୟସ୍ଥଳକୁ ପଠାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା ହୋଇଛି ବୋଲି କହିଛନ୍ତି ମୁଖ୍ୟ…

ମୃତଦେହ ରଖିବା ପାଇଁ ପାରାଦୀପରୁ ପହଞ୍ଚିଲା ୫ କଣ୍ଟେନର

ବାଲେଶ୍ୱର ଜିଲ୍ଲା ବାହାନଗା ରେଳ ଦୁର୍ଘଟଣାରେ ମୃତକଙ୍କ ଶବ ସଂରକ୍ଷଣ ନେଇ ବଢ଼ିଲା ଚିନ୍ତା। ଏମ୍‌ସରେ ସ୍ଥାନ ଅଭାବ ଦେଖାଦେଇଥିବାରୁ ମୃତଦେହ ସଂରକ୍ଷଣ ପାଇଁ କଣ୍ଟେନର ମଗାଇଛି ଭୁବନେଶ୍ୱର ଏମ୍‌ସ। ଭୁବନେଶ୍ୱର ଏମ୍‌ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ୱାସ ଏନେଇ ଆଜି…

ଆସନ୍ତାକାଲି କଟକ ଆସିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସନ୍ତାକାଲି କଟକ ଆସିବେ। ସେ ଭୁବନେଶ୍ୱର ବି ଆସିବାର କାର୍ଯ୍ୟକ୍ରମ ରହିଛି। ମମତା ଆଜି ନିଜେ ଏହି ସୂଚନା ଦେଇଛନ୍ତି। ବାହାନଗା ଟ୍ରେନ ଦୁର୍ଘଟଣା ପରେ ଏହା ହେବ ମମତାଙ୍କର ଦ୍ୱିତୀୟ ଓଡ଼ିଶା ଗସ୍ତ। ମମତା…

ଏସସିବି ମେଡିକାଲରେ ଚିକିତ୍ସାଧୀନ ଯାତ୍ରୀଙ୍କୁ ଭେଟିଲେ ରାଜ୍ୟପାଳ

କଟକ: କରମଣ୍ଡଳ ଟ୍ରେନ ଦୁର୍ଘଟଣାରେ ଆହତ ହୋଇ କଟକ ଏସସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଆହତଙ୍କୁ ଏସସିବି ମେଡିକାଲରେ ଭେଟିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍। ଆହତଙ୍କୁ ଭେଟି ରାଜ୍ୟପାଳ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି…

ବାହାନଗା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତକୁ ସ୍ୱାଗତ କଲା ବିଜେଡି

ବାହାନଗା: ବାଲେଶ୍ବରଠାରୁ ୨୨ କିମି ଦୂର ବାହାନଗା ବଜାର ଷ୍ଟେସନ୍‌ରେ ହୋଇଥିବା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତ ପାଇଁ ସୁପାରିସ୍ କରିଛି ରେଳବାଇ ବୋର୍ଡ। ନିଜେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏହା ଘୋଷଣା କରିବା ପରେ ଦୁର୍ଘଟଣା ପଛରେ ଷଡ଼୍‌ଯନ୍ତ୍ର ଥିବା…

ସରିଲା ମରାମତି, ବାହାନଗା ବଜାର ଷ୍ଟେସନ୍‌ ଦେଇ ଗଡ଼ିଲା ଟ୍ରେନ୍‌

୫୧ ଘଣ୍ଟାର ନନଷ୍ଟପ୍‌ ପୁନରୁଦ୍ଧାର କାମ । ଶେଷରେ ଦୁର୍ଘଟଣାଗ୍ରସ୍ତ ବାହାନଗା ବଜାର ଷ୍ଟେସନ୍‌ ଦେଇ ଗଡ଼ିଲା ଟ୍ରେନ୍‌ । ଗତକାଲି ରାତିରେ ପୁରୀକ୍ଷାମୂଳକ ଭାବରେ ମାଲଗାଡ଼ି ଗଡ଼ିଥିଲା । ଆଜି ଏକ୍ସପ୍ରେସ ଓ ପାସେଞ୍ଜର ଟ୍ରେନ୍‌ ଚଳାଚଳ କରିଛି ।…

ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣା: ଦୁଇ ଲୋକୋ ପାଇଲଟ୍‌ଙ୍କ ବୟାନ ରେକର୍ଡ

ବାଲେଶ୍ୱର ଜିଲ୍ଲା ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣା ପ୍ରତ୍ୟକ୍ଷଦର୍ଶୀ ତଥା କରମଣ୍ଡଳ ଏକ୍ସପ୍ରେସର ୨ ଆହତ ଲୋକୋ ପାଇଲଟ୍ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅଛନ୍ତି। ଉଭୟଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଏନେଇ ଆଜି ଦ.ପୂ ରେଲୱେ CPRO…