State

ହାଇୱା ପଛରେ ପିଟି ହୋଇ ନାବାଳିକା ଓ ଶିଶୁ ସମେତ ୩ ମୃତ

ସମ୍ବଲପୁର: ସମ୍ପର୍କୀୟଙ୍କ ମୃତ୍ୟୁ ଖବର ପାଇ ଝାରସୁଗୁଡ଼ାରୁ ସମ୍ବଲପୁର ଦେଇ କଳାହାଣ୍ଡି ଅଭିମୁଖେ ଘରକୁ ଫେରୁଥିବା ସମୟରେ ୧୦ ଜଣ ଯାତ୍ରୀ ଦୁର୍ଘଟଣାର ଶିକାର ହୋଇଛନ୍ତି। ହାଇୱା ପଛରେ ପିଟି ଅଟୋ(ଓଡି ୩୧ଜି ୧୮୮୨)ଟି ସଂପୂର୍ଣ୍ଣ ରୂପେ ଚୁରମାର ହୋଇଯାଇଛି। ଏହି…

୨୭୫ରୁ ୧୦୮ ଜଣଙ୍କର ମୃତଦେହ ଚିହ୍ନଟ କରାଯାଇ ସାରିଛି: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ବାହାନଗା ଷ୍ଟେସନ ନିକଟରେ ଗତ ୨ ତାରିଖ ଦିନ ଘଟିଥିବା ଭୟଙ୍କର ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରୁ ୧୦୮ ଜଣଙ୍କର ମୃତଦେହ ଚିହ୍ନଟ କରାଯାଇ ସାରିଛି। ବାଲେଶ୍ୱର ଜିଲ୍ଲାପାଳ ଦେଇଥିବା ତଥ୍ୟ ଅନୁସାରେ ବାହାନଗା ଟ୍ରେନ ଟ୍ରାଜେଡିରେ ୨୭୫…

ଭକ୍ତଙ୍କୁ ଗଜବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ : ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିର ସ୍ନାନବେଦୀରେ ରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ସ୍ନାନଯାତ୍ରା। ରତ୍ନବେଦୀରୁ ସ୍ନାନବେଦୀକୁ ଆସି ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଘଣ୍ଟଘଣ୍ଟା, ମୃଦଙ୍ଗ, ହୁଳହୁଳି, ଶଙ୍କଧ୍ୱନି ଓ…

କେନ୍ଦ୍ର-ରାଜ୍ୟ ସରକାରଙ୍କ ସମନ୍ବୟ ଯୋଗୁଁ ଲୋକଙ୍କ ଜୀବନ ବଞ୍ଚାଯାଇ ପାରିଛି: ମନସୁଖ ମାଣ୍ଡଭିୟ

କଟକ/ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ବାହାନଗା ନିକଟରେ ଗତ ୨ ତାରିଖ ସନ୍ଧ୍ୟା ସମୟରେ ଟ୍ରେନ ଦୁର୍ଘଟଣାରେ ଆହତମାନଙ୍କୁ ଆଜି ଅପରାହ୍ନରେ ତିନି କେନ୍ଦ୍ରମନ୍ତ୍ରୀ ଭେଟିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ, ଶିକ୍ଷା, ଦକ୍ଷତା, ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳ…

ଏମ୍ସରେ ଡାକ୍ତର ଟିମ୍ ସହିତ ଆଲୋଚନା କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟ ଭୁବନେଶ୍ୱର ଏମ୍ସରେ ପହଞ୍ଚିବା ପରେ ଡାକ୍ତରମାନଙ୍କର ଏକ ବୈଠକ ନେଇଛନ୍ତି। ଏହାପରେ ସେ କହିଛନ୍ତି, ଦିଲ୍ଲୀର ୩ଟି ମେଡିକାଲରୁ ବିଶେଷଜ୍ଞ ଡାକ୍ତର ଟିମ୍ ଆସୁଛନ୍ତି। ସେମାନେ ଦିଲୀର ଏମ୍ସ, ରାମ ମନୋହର ଲୋହିଆ,…

ବାହାନଗା ଟ୍ରେନ ଦୁର୍ଘଟଣା: ଉଠାଗଲା ୨୧ଟି ବଗି, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ମରାମତି କାର୍ଯ୍ୟ

ବାଲେଶ୍ୱର: ବାହାନଗାରେ ଦୁର୍ଘଟଣାଗ୍ରସ୍ତ ରେଲେଓ୍ଵ ଲାଇନରେ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ପୁନରୁଦ୍ଧାର କାମ । ଲାଇନଚ୍ୟୁତ ହୋଇଥିବା ୨୧ଟି ବଗିକୁ ହଟାଇ ଦିଆଯାଇଛି । ଟ୍ରାକ୍‌ ଏବଂ ଓଭରହେଡ୍‌ ଲାଇନ୍‌ ମରାମତି କାର୍ଯ୍ୟ ଚାଲିଛି। ଏହି ରୁଟରେ ରେଳ ଚଳାଚଳକୁ ପୁଣି…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ପୁରୀରୁ ଭୁବନେଶ୍ୱର, କଟକ ଓ କୋଲକାତାକୁ ମାଗଣା ବସ୍‌ ସେବା

ଭୁବନେଶ୍ୱର: କୋଲକାତାକୁ ମାଗଣା ବସ୍‌ ସେବା । ଦୁର୍ଘଟଣା ପରେ କୋଲକାତାକୁ ଟ୍ରେନ୍‌ ଚଳାଚଳ ବନ୍ଦ ରହିଛି । ଏହାକୁ ଦୃଷ୍ଟିରେ ରଖି ପୁରୀ, ଭୁବନେଶ୍ୱର ଓ କଟକରୁ କୋଲକାତାକୁ ମାଗଣା ବସ୍‌ ସେବା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କ…

ଶ୍ରୀମନ୍ଦିରରେ ବଡ଼ ଅଘଟଣ: ସ୍ନାନ ମଣ୍ଡପରେ ରକ୍ତଛିଟା

ପୁରୀ : ଆଜି ଦେବସ୍ନାନ ପୂର୍ଣ୍ଣିମାରେ ପୁରୀ ଶ୍ରୀମନ୍ଦିରରେ ବଡ଼ ଅଘଟଣ ଘଟିଛି। ସ୍ନାନ ମଣ୍ଡପ ଚକଡ଼ାରେ ରକ୍ତ ଛିଟା ପଡ଼ିଥିବା ଜଣେ ଜେଟିପି ଦେଖିଥିଲେ। କୌଣସି ସେବାୟତଙ୍କ ଠାରୁ ଏହି ରକ୍ତ ଛିଟା ଲାଗିଥିବା ଆଶଙ୍କା କରାଯାଉଛି। ତେବେ ରକ୍ତ…

ଭୁଲରେ ଗଣି ଦେଇଥିଲେ , ୨୮୮ ନୁହେଁ ଫାଇନାଲ ମୃତ୍ୟୁ ସଂଖ୍ୟା ୨୭୫

୨୮୮ ନୁହେଁ ଫାଇନାଲ ମୃତ୍ୟୁ ସଂଖ୍ୟା ୨୭୫ । କେତେକ ଡେଡ଼ ବଡ଼ି ଡବଲ କାଉଣ୍ଟିଙ୍ଗ ହୋଇ ଯାଇଥିଲା ବର୍ତ୍ତମାନ ସବୁ କୁ ଫାଇନାଲ ଫିଗର ଜିଲ୍ଲାପାଳ ଙ୍କ ଲିଖିତ ତଥ୍ୟ ଅନୁଯାୟୀ ୨୭୫ ଜଣଙ୍କ ମୃତ୍ୟୁ ହୋଇଛି । ସେ…

ଶ୍ରୀମନ୍ଦିର ଭିତରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ପୁରୀ: ପୁରୀର ବିଶ୍ବପ୍ରସିଦ୍ଧ ଜଗନ୍ନାଥ ମନ୍ଦିର ଭିତରେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବାର ଖବର ମିଳିଛି। ଅସୁସ୍ଥତା ଅନୁଭବ କରିବାରୁ ପ୍ରଥମେ ତାଙ୍କୁ ସିଂହଦ୍ଵାର ପ୍ରାଥମିକ ଚିକିତ୍ସା କେନ୍ଦ୍ର ଓ ପରେ ସଦର ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ…