ବାହାନଗା ଟ୍ରେନ୍ ଦୁର୍ଘଟଣା: ଭଦ୍ରକ ମେଡ଼ିକାଲରେ ଆହତଙ୍କୁ ଭେଟିଲେ ଦୁଇ କେନ୍ଦ୍ରମନ୍ତ୍ରୀ
ଭଦ୍ରକ: ବାଲେଶ୍ବର ଜିଲ୍ଲା ବାହାନଗା ରେଳ ଷ୍ଟେସନ ନିକଟରେ ଗତ ୨ ତାରିଖ ଦିନ ଏକ୍ସପ୍ରେସ୍ ଟ୍ରେନ୍ରେ ଦୁର୍ଘଟଣାର ଶିକାର ହୋଇ ଚିକିତ୍ସିତ ହେଉଥିବା ଯାତ୍ରୀମାନଙ୍କୁ ରବିବାର ଭଦ୍ରକ ମେଡ଼ିକାଲକୁ ଆସି ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ଵିନୀ ବୈଷ୍ଣବ…
