ଶବ ଖୋଜି ଖୋଜି ଧର୍ଯ୍ୟହରା ପରିବାର
ପୁଅକୁ ଖୋଜି ଖୋଜି ଚେତା ହରାଉଛନ୍ତି ବାପା । ମୁହଁରେ ପାଣି ଛାଟି ଛାଟି ଚେତା ଫେରାଇବାକୁ ଚେଷ୍ଟା ଚଲାଇଛନ୍ତି ଉପସ୍ଥିତ ଲୋକେ । ଯେତେବେଳେ ବି ଟିକେ ଚେତା ଫେରୁଛି ସେତେବେଳେ ପୁଅକୁ ଖୋଜୁଛନ୍ତି । କହୁଛନ୍ତି ମୋ ପୁଅକୁ…
ପୁଅକୁ ଖୋଜି ଖୋଜି ଚେତା ହରାଉଛନ୍ତି ବାପା । ମୁହଁରେ ପାଣି ଛାଟି ଛାଟି ଚେତା ଫେରାଇବାକୁ ଚେଷ୍ଟା ଚଲାଇଛନ୍ତି ଉପସ୍ଥିତ ଲୋକେ । ଯେତେବେଳେ ବି ଟିକେ ଚେତା ଫେରୁଛି ସେତେବେଳେ ପୁଅକୁ ଖୋଜୁଛନ୍ତି । କହୁଛନ୍ତି ମୋ ପୁଅକୁ…
ବାଲେଶ୍ୱର : ବାଲେଶ୍ୱର ବାହାନଗାରେ ହୋଇଥିବା ଭୟଙ୍କର ଦୁର୍ଘଟଣା। ଏକାବେଳକେ ତିନୋଟି ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ବାହାନଗା ନିକଟରେ ପ୍ରଥମେ ଲାଇନଚ୍ୟୁତ ହୋଇଥିଲା କରମଣ୍ଡଳ । ସେଠାରେ ପୂର୍ବରୁ ଛିଡ଼ା ହୋଇଥିବା ମାଲଗାଡ଼ିକୁ ଧକ୍କା ଦେଇ ଓଲଟିଥିଲା କରମଣ୍ଡଳ ।…
ଦୁର୍ଘଟଣାସ୍ଥଳରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ମୃତକଙ୍କ ପରିବାରକୁ ସମବେଦନା ଜ୍ଞାପନ କରିବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି। ଭୁବନେଶ୍ୱର ଓ କୋଲକାତାରୁ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏନଡିଆରଏଫ, ରାଜ୍ୟ ସରକାରଙ୍କ ଉଦ୍ଧାରକାରୀ ଦଳ ସହ ବାୟୁସେନାକୁ ମଧ୍ୟ ସୁରକ୍ଷା…
ଟ୍ରେନ ଦୁର୍ଘଟଣା ସ୍ଥଳ ବାହାନଗା ଷ୍ଟେସନରେ ପହଞ୍ଚିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଦୁର୍ଘଟଣା ସ୍ଥଳରେ ପହଞ୍ଚି ପୁରା ଘଟଣାର ସ୍ଥିତି ଅନୁଧ୍ୟାନ କରି ଗଣମାଧ୍ୟମ ପ୍ରତିନିଧୀଙ୍କ ସହ ଆଲୋଚନ ପରେ ଏପରି ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାର ପ୍ରତି…
ବାଲେଶ୍ଵର: ବାଲେଶ୍ଵର ଜିଲ୍ଲାର ବାହାନଗାରେ ଶୁକ୍ରବାର ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି। \ତେବେ ସ୍ଥିତି ଦେଖିଲେ ମୃତକ ସଂଖ୍ୟା ଆହୁରି ବଢିବାର ସମ୍ଭାବନା ରହିଛି। ଘଟଣାସ୍ଥଳରେ ଯୁଆଡ଼େ ଦେଖିବ ଖାଲି ଶହ ଶହ ଶବ ଗଦା…
ଭୁବନେଶ୍ବର : ବାଲେଶ୍ବରରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା। ଭୟଙ୍କର ଦୁର୍ଘଟଣାରେ ବହୁ ମୃତାହତ ହେବା ସହ ଅନେକ ଆହତ ହୋଇଥିବା ଜଣାପଡିଛି। ବାହାନଗା ଷ୍ଟେସନ୍ ନିକଟ ପଣପଣାଠାରେ କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଜି ଟ୍ରେନ୍ଟି ସାଲିମାରରୁ ଚେନ୍ନାଇ ଯାଉଥିଲା।…
ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ବାହାନଗା ରେଳ ଷ୍ଟେସନ ନିକଟରେ ଆଜି ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ୍ ଟ୍ରେନ୍ (୧୨୮୪୧-ଅପ୍) ଦୁର୍ଘଟଣାରେ ଅନେକ ଯାତ୍ରୀ ମୃତାହତ ହୋଇଥିବା ସୂଚନା ରହିଛି। ଏହି ଦୁର୍ଘଟଣାରେ ଶତାଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ଗୁରୁତର…
ଭୁବନେଶ୍ବର: ମହନଦୀ ଟ୍ରିବ୍ୟୁନାଲ ଟିମ ଆସି ରାଜ୍ୟର ୯ଟି ଜିଲ୍ଲା ବୁଲି ଅନୁଧ୍ୟାନ କରିଛନ୍ତି। ଉଭୟ ଓଡ଼ିଶା ଓ ଛତିଶଗଡ଼ ପକ୍ଷରୁ ଯାହା ପୂର୍ବ ନିର୍ଦ୍ଧାରିତ ଥିଲା, ତାହା ବୁଲି ଦେଖିଛନ୍ତି। ଟ୍ରିବ୍ୟୁନାଲ ଉଭୟ ପକ୍ଷଙ୍କୁ ପ୍ରଶ୍ନ ପଚାରିବାକୁ ସମୟ ଦେଇଛନ୍ତି।…
ପୁରୀ: ଦିନକ ପରେ (ରବିବାର) ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶ୍ରୀଜିଉଙ୍କ ଗଜବେଶ ଦର୍ଶନ କରିବା ପାଇଁ ଭକ୍ତଙ୍କ ମନେରେ ପ୍ରବଳ ଉତ୍ସାହ। ସେଥିପାଇଁ ଏବେ ରାଜ୍ୟ ଏବଂ ବାହାର ରାଜ୍ୟରୁ ଶ୍ରଦ୍ଧାଳୁମାନଙ୍କ ଆଗମନ ହେବାରେ ଲାଗିଛି। ପୁରୀରେ ଭକ୍ତଙ୍କ ସଂଖ୍ୟା…
ଭୁବନେଶ୍ବର: ଓଡ଼ିଶା ଆସିବେ ଅମିତ ଶାହ ଓ ଜେ. ପି. ନଡ୍ଡା । ଆସନ୍ତା ୧୭ ତାରିଖରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ୨୨ ତାରିଖରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଖୁବଶୀଘ୍ର…