State

ଦନ୍ତା ଆକ୍ରମଣରେ ଜଣେ ଶ୍ରମିକ ମୃତ

ଟାଙ୍ଗୀ : ଦଳିଦେଲା ଦନ୍ତା, ଶ୍ରମିକଙ୍କ ମୃତ୍ୟୁ । ଖୋର୍ଦ୍ଧା ଜିଲ୍ଲା କମାଗୁରୁ ଗାଁରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ସତ୍ୟ ବେହେରା । ରଣପୁର ବ୍ଲକ ନାଟିନୀ ଗାଁର ୩ଜଣ ବ୍ୟକ୍ତି କମାଗୁରୁ ଗାଁକୁ ସାଇକେଲରେ କୂଅ…

ଘରେ ପଶିଗଲା ଟ୍ରାକ୍ଟର, ୪ ଆହତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ବଡ଼ ଡୁମ୍ବୁଳା ଗାଁରେ ଘଟିଛି ଅଭାବନୀୟ ଘଟଣା। ଚଳନ୍ତା ଟ୍ରାକ୍ଟର ଘର ଭିତରକୁ ପଶିଯିବା ଫଳରେ ଚାରିଜଣ ଆହତ ହୋଇଛନ୍ତି ।ଦୃତ ଗତିରେ ଆସୁଥିବା ଟ୍ରାକ୍ଟର ବାଙ୍କେଶ୍ୱରୀ ମନ୍ଦିର ଟର୍ଣ୍ଣିଙ୍ଗ କାଟୁଥିବା ବେଳେ ଭାରସାମ୍ୟ…

ନାବାଳିକାର ଗଳା କାଟି ହତ୍ୟା ଘଟଣା, ଛତିଶଗଡ଼ରୁ ଅଭିଯୁକ୍ତ ଗିରଫ

ଅନୁଗୁଳ : ବହୁ ଚର୍ଚ୍ଚିତ ଅନୁଗୁଳ ଜିଲ୍ଲା କୁଇଓ ଗାଁର ନାବାଳିକା ହତ୍ୟା ଘଟଣାରେ ଅଭିଯୁକ୍ତ ଗିରଫ । ଗତ ମେ’ ୮ ତାରିଖରେ ଘଟିଥିଲା ଜଘନ୍ୟ ହତ୍ୟାକାଣ୍ଡ । ନାବାଳିକାର ଗଳାକାଟି ହତ୍ୟା କରାଯାଇଥିଲା । ପ୍ରାୟ ୨୦ ଦିନ…

୬ବର୍ଷର ଶିଶୁ କନ୍ୟାକୁ ଦଳିଦେଲା ହାତୀ

ସୋର: ଦଦଳିଦେଲା ହାତୀ । ୬ବର୍ଷର ଶିଶୁକନ୍ୟା ମୃତ। ଅଳ୍ପକେ ବର୍ତ୍ତିଲେ ପରିବାରର ଅନ୍ୟ ୪ ସଦସ୍ୟ । ସୋର ବ୍ଳକ ସିଙ୍ଗାଖୁଣ୍ଟା ପଞ୍ଚାୟତ ସରଳିଆ ଗାଁର ଘଟିଛି ଏଭଳି ଘଟଣା । ଗାଁର ନିଶିକାନ୍ତି ଦେଉରୀ ଘରେ ଖାଇପିଇ ଶୋଇଥିବା…

ନବୀକରଣ ହେବ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ଭୁବନେଶ୍ବରର ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ପରିଦର୍ଶନରେ ଯାଇଥିଲେ। ସେଠାରେ ସେ ଛାତ୍ରଛାତ୍ରୀ ମାନଙ୍କ ସହିତ ସେମାନଙ୍କର ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ। ହରେକୃଷ୍ଣ…

ମାଓବାଦୀଙ୍କଠାରୁ ୨୦୦୦ ଟଙ୍କିଆ ନୋଟ ବିଡ଼ା ଜବତ, ୨ ଗିରଫ

ମାଲକାନଗିରି: ମାଓବାଦୀଙ୍କଠାରୁ ୩ଟି ୨୦୦୦ ଟଙ୍କିଆ ନୋଟ ବିଡ଼ା ଜବତ ହୋଇଛି। ଏଥିରେ ମୋଟ ୬ ଲକ୍ଷ ଟଙ୍କା ଥିଲା। ବ୍ୟାଙ୍କରେ ଜମା ହେବାକୁ ଯାଉଥିବା ବେଳେ ୬ ଲଷ ଟଙ୍କା ନଗଦ ଜବତ ହୋଇଛି। ଏଥି ସହିତ ମାଓବାଦୀଙ୍କ ନାଁରେ…

ପର୍ଜଙ୍ଗ ତହସିଲଦାରଙ୍କୁ ମରଣାନ୍ତକ ଆକ୍ରମଣ, ଜେସିବି ଚଢାଇ ଦେବାକୁ ଉଦ୍ୟମ

କାମାକ୍ଷାନଗର: ପର୍ଜଙ୍ଗ ତହସିଲଦାରଙ୍କୁ ମରଣାନ୍ତକ ଆକ୍ରମଣ।ଜେସିବି ଚଢାଇ ଦେବାକୁ ଉଦ୍ୟମ।ପଥରଖମ୍ବ ଗ୍ରାମ ନିକଟରେ ସରକାରୀ ଜମିରୁ ଜେସିବି ମାଧ୍ୟମରେ ବେଆଇନ ଭାବେ ମାଟି ଖୋଳା ଯାଉଥିବା ଖବର ପାଇ ତହସିଲଦାର ଶୁଭ୍ର ପଟେଲ ଚଢାଉ ପାଇଁ ଯାଇଥିଲେ। ବେଆଇନ ଭାବେ ମାଟି…

ନବ ଦାସ ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ ପରେ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ବର:ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଜେଏମଏଫସି କୋର୍ଟରେ କ୍ରାଇମବ୍ରାଞ୍ଚ ୫୪୩ ପୃଷ୍ଠାର ପ୍ରିଲିମନାରି ଚାର୍ଜସିଟ ଦାଖଲ କରିବା ପରେ ଏହାକୁ ନେଇ ବିରୋଧୀ ଓ ବିଜେଡି ପକ୍ଷରୁ ପ୍ରତିକ୍ରିୟା ପକାଶ ପାଇଛି। କଂଗ୍ରେସ ବିଧାୟକ ସୁରେଶ ରାଉତରାୟ କହିଛନ୍ତି, ଏହା…

ବ୍ୟକ୍ତିଗତ ଶତ୍ରୁତାରୁ ନବ ଦାସଙ୍କୁ ହତ୍ୟା: ୫୪୩ ପୃଷ୍ଠାର ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଝାରସୁଗୁଡ଼ା ଜେଏମଏଫସି କୋର୍ଟରେ କ୍ରାଇମବ୍ରାଞ୍ଚ ପ୍ରିଲିମନାରି ଚାର୍ଜସିଟ ଦାଖଲ କରିଥିବା ଜଣାଯାଇଛି। ଏହା ୫୪୩ ପୃଷ୍ଠା ସମ୍ବଳିତ ବୋଲି ଜଣାଯାଇଛି। ଏଥିରେ ପୁଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ସେ…

ଗରମ ଖିରି ହଣ୍ଡାରେ ପଡି ୪ ବର୍ଷର ଶିଶୁ ଗୁରୁତର

ନୂଆପଡା ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ରାନିମୁଣ୍ଡା ଗାଁରେ ଏକ ଅଭାବନୀୟ ଘଟଣା । ଭୋଜି ରନ୍ଧା ଚାଲିଥିବା ବେଳେ ଗରମ ଖିରି ହଣ୍ଡାରେ ପଡି ଶିଶୁ ଗୁରୁତର । ସୂଚନା ଅନୁଯାୟୀ ଗାଁର ହୁତେଶ କୁମାର ହେର୍ଣ୍ଣାଙ୍କ ଚାରି…