State

ମୁକ୍ତ ହେବେ ରାଜ୍ୟର ବିଭିନ୍ନ ଜେଲ୍‌ରେ ଆଜୀବନ କାରାଦଣ୍ଡ କାଟୁଥିବା ୮ ଜଣ କଏଦୀ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜେଲ୍‌ରେ ଆଜୀବନ କାରାଦଣ୍ଡ କାଟୁଥିବା ୮ ଜଣ କଏଦୀ ଜେଲ୍‌ରୁ ମୁକ୍ତ ହେବେ। ଓଡିଶା ଷ୍ଟେଟ ସେଂଟେନ୍ସ ରେଭିନ୍ୟୁ ବୋର୍ଡ ପକ୍ଷରୁ ସୁପାରିସ କରାଯିବା ପରେ ରାଜ୍ୟ ସରକାର ଏନେଇ ଅନୁମତି ଦେଇଛନ୍ତି। ସୂଚନାଯୋଗ୍ୟ, ଯେଉଁ କଏଦୀମାନେ…

କମିଶନରେଟ ପୁଲିସ ପକ୍ଷରୁ ସମୀକ୍ଷା ବୈଠକ

ଭୁବନେଶ୍ବର: ଅପରାଧ କମିଛି, ଦଣ୍ଡବିଧାନ ବଢିଛି। ତଥାପି କ୍ରାଇମ କଣ୍ଟ୍ରୋଲ ଦିଗରେ ଅଧିକ କ୍ରିୟାଶୀଳ ହେବାକୁ କମିଶନରେଟ ପୁଲିସ ପକ୍ଷରୁ ହୋଇଥିବା ସମୀକ୍ଷା ବୈଠକରେ ଗୁରୁମନ୍ତ୍ର ଦେଇଛନ୍ତି ପୁଲିସ କମିଶନର । ସାଇବର ଅପରାଧ, ଟ୍ରାଫିକ ସମସ୍ୟା, ପ୍ରପର୍ଟି ଅଫେନ୍ସ ଆଦି…

ଶୀତଳ ଷଷ୍ଠୀ ସମୟରେ ସମ୍ବଲପୁର ସହରରେ କଡା ଚେକିଂ, ୧୧ ଗିରଫ

ସମ୍ବଲପୁର : ଶୀତଳ ଷଷ୍ଠୀ ସମୟରେ ସମ୍ବଲପୁର ସହରର ବିଭିନ୍ନ ସ୍ଥାନ ସହ ବିଶେଷ କରି ୪ଟି ଥାନା ଅଞ୍ଚଳରେ ପୋଲିସର କଡା ଚେକିଂ ବ୍ୟବସ୍ଥା କରାଯାଇଥିଲା । ଏହି ଚେକିଂ ସମୟରେ ୪୧ ଜଣଙ୍କୁ ଧରା ଯାଇଥିଲା । ସେଥିମଧ୍ୟରୁ…

ବାଲିମେଳା ଜଳଭଣ୍ଡାରରେ ଡଙ୍ଗାବୁଡ଼ି ଘଟଣା: ନିଖୋଜ ଲୋକର ମୃତଦେହ ଉଦ୍ଧାର

ଚିତ୍ରକୋଣ୍ଡା: ପୁଣି ବାଲିମେଳା ଜଳଭଣ୍ଡାରରେ ଡଙ୍ଗା ବୁଡ଼ି ଘଟଣା ଘଟିଥିବା ସୂଚନା ମିଳିଛି । ଗତକାଲି ନିଖୋଜ ହୋଇଥିବା ଲୋକର ମୃତଦେହ ଆଜି ଉଦ୍ଧାର ହୋଇଛି। ଅଗ୍ନିଶମ ବାହିନୀ ଅକ୍ଳାନ୍ତ ପରିଶ୍ରମ କରି ଉକ୍ତ ଲୋକର ମୃତଦେହକୁ ଠାବ କରିଛନ୍ତି। ମୃତବ୍ୟକ୍ତିଜଣକ…

ଭିମ୍‌ସାର୍‌ରେ ପୁଣି ରାଗିଂ

ବୁର୍ଲା, : ଭିମ୍‌ସାର୍‌ରେ ପୁଣି ରାଗିଂ ଅଭିଯୋଗ ଆସିଛି। ଦୁଇ ଜଣ ବରିଷ୍ଠ ଛାତ୍ରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ପ୍ରଥମ ବର୍ଷର ଛାତ୍ର। ଅଭିଯୋଗ ମିଳିବା ପରେ ଭିମ୍‌ସାର୍ କର୍ତ୍ତୃପକ୍ଷ ମଧ୍ୟ ତତ୍ପରତା ଦେଖାଇଛନ୍ତି। ପ୍ରାପ୍ତ ସୂଚନା ଅନୁସାରେ ରାଜ୍ୟର…

ଆସନ୍ତା ୨୯ ତାରିଖରୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର: ଆସନ୍ତା ୨୯ ତାରିଖରୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ । ସାମସ୍‌ ପୋର୍ଟାଲରେ ଅନ୍‌ ଲାଇନ୍‌ରେ ଆବେଦନ । ଜୁନ୍‌ ୨୦ ଯାଏଁ ଚାଲିବ ଆବେଦନ । ଜୁନ୍‌ ୨୮ରେ ପ୍ରକାଶ ପାଇବ ପ୍ରଥମ କଟ…

ଜମାକାରୀଙ୍କ ଟଙ୍କା ନେଇ ପୋଷ୍ଟ ମାଷ୍ଟର ଫେରାର

ଉଦଳା : ଜମାକାରୀଙ୍କ ଟଙ୍କା ନେଇ ପୋଷ୍ଟ ମାଷ୍ଟର ଫେରାର । ଫଳରେ ତଦନ୍ତ କରିବାକୁ ଆସିଥିବା ଡାକ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ । ଏହି ଘଟଣା ଘଟିଛି ଉଦଳାରେର । ଉଦଳା ଡିମଗଡିଆ ପୋଷ୍ଟ ଅଫିସରେ ଲକ୍ଷ ଲକ୍ଷ…

ରାଜ୍ୟର ସବୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା Wifi ସହ ୧ ଜିବି ଡାଟା

ଭୁବନେଶ୍ବର: ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟର ସବୁ ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା wifi ଓ 1 GB ଡାଟା । ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗର ସମୀକ୍ଷା ବୈଠକ ପରେ ଏହି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ…

୩ କଲରା ପତରିଆ ବାଘ ଛାଲ ଜବତ କଲା STF

ବନ୍ୟଜନ୍ତୁ ଅପରାଧୀଙ୍କ ବିରୋଧରେ ଜିରୋ ଟଲରାନ୍ସ । STF କବ୍ଜାରେ ବାଘ ଛାଲ ବେପାରୀ । ରାୟଗଡ଼ା-କୋରାପୁଟ ୩୨୬ ଜାତୀୟ ରାଜପଥ ନିକଟ ଶିରିଗୁଡ଼ା ସ୍ୱର୍ଗଧାମ୍ ନିକଟର ବାଘ ଛାଲ ଡିଲ ବେଳେ ମାଡ଼ିବସିଲା STF । ୩ କଲରା ପତରିଆ…

ସ୍ତ୍ରୀର ମୁଣ୍ଡରୁ ଶରୀର ଅଲଗା କରି ହାଣିଲା ସ୍ବାମୀ

ଗଜପତି: ବର୍ବର, ନୃଶଂସ ହତ୍ୟା । ସ୍ୱାମୀ ସାଜିଲା ସୈତାନ । ସ୍ତ୍ରୀର ମୁଣ୍ଡ କାଟିଲା । ଗଣ୍ଡିରୁ ମୁଣ୍ଡକୁ ଅଲଗା କରି ଦେଲା ସ୍ୱାମୀ । କଟା ମୁଣ୍ଡ ନେଇ ଘର ଆଗରେ ରଖିଲା । ଗଜପତି କାଶୀନଗର ଥାନା…