State

ଶିମିଳିପାଳରେ ବନ କର୍ମଚାରୀଙ୍କୁ ଆବଶ୍ୟକ ପଡିଲେ ବନ୍ଧୁକ ଦିଆଯିବ: ପିସିସିଏଫ୍‌

ଶିମିଳିପାଳରେ ମୁତୟନ ହେବେ ଏପିଆର୍‌ ଫୋର୍ସ । ଆବଶ୍ୟକ ପଡିଲେ ବନ କର୍ମଚାରୀଙ୍କୁ ବନ୍ଧୁକ ପ୍ରଦାନ କରାଯିବ। ମୟୂରଭଞ୍ଜ ଗସ୍ତରେ ଆସି ଏହି ସୂଚନା ଦେଇଛନ୍ତି ଓ୍ଵାଇଲ୍ଡ ଲାଇଫ୍‌ ପିସିସିଏଫ୍‌ ସୁଶୀଲ କୁମାର ପୋପ୍‌ଲି। ଏହାସହ ଶିକାରୀଙ୍କ ଗୁଳିରେ ମୃତ୍ୟୁବରଣ କରିଥିବା…

ଯୁବତୀଙ୍କ ସହ ପ୍ରେମ, ପରେ ଶାରୀରିକ ସମ୍ପର୍କ ତାପରେ ଧୋକା

ଆନନ୍ଦପୁର: ଯୁବତୀଙ୍କ ସହ ୭ ବର୍ଷର ପ୍ରେମ ସମ୍ପର୍କ, ତା ପରେ ବିବାହର ପ୍ରତିଶୃତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଧୋକା। ଏବେ ବିବାହ ପାଇଁ କହିବାରୁ ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ । ଏଭଳି ଘଟଣା ଘଟିଛି…

ଝାରପଡା ଜେଲରେ ଜୀବନ ହାରିଲେ ଅନ୍ତେବାସିନୀ

ଭୁବନେଶ୍ୱର: ଆଜିକାଲି ଜୀବନ ହାରିବାର ବହୁତ ଘଟଣା ସାମ୍ନାକୁ ଆସୁଛି । ହେଲେ ଆଜି ଏମିତି ଏକ କାହାଣୀ ଆପଣମାନଙ୍କୁ ଜଣାଉଛୁ ତାହା ଯେତିକି କୌତୁହଳପୂର୍ଣ୍ଣ ସେତିକି ଦୁଃଖଦ ମଧ୍ୟ । ଭୁବନେଶ୍ୱର ଝାରପଡା ଜେଲ ଭିତରେ ସଜା କାଟୁଥିବା ଜଣେ…

ବାଣୀବିହାର କ୍ୟାମ୍ପସରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଭୁବନେଶ୍ବର: ବାଣୀବିହାର କ୍ୟାମ୍ପସ ପରିସରରୁ ଯୁବକଙ୍କ ମୃତ ଦେହ ଉଦ୍ଧାର।ଝୁଲନ୍ତା ଅବସ୍ଥାରେ ମୃତ ଦେହକୁ ଜବତ କରାଯାଇଛି। ସହିଦନଗର ପୋଲିସ ଘଟଣା ସ୍ଥଳରେ ପହଞ୍ଚିଛି। ମୃତକଙ୍କ ମିଳିଛି ପରିଚୟ। ମୃତକଙ୍କ ନାମ ଉତ୍ତମ ନାୟକ। ବୟସ ୨୧। ଘର ଦାଣ୍ଡମକୁନ୍ଦପୁର ପିପିଲି…

ଧୂମଧାମରେ ସରିଲା ଆଖଣ୍ଡଳମଣୀଙ୍କ ବିବାହ

ଭଦ୍ରକ: ଭଦ୍ରକର ପ୍ରସିଦ୍ଧ ବାବା ଆଖଣ୍ଡଳମଣୀଙ୍କ ପୀଠରେ ଧୂମଧାମରେ ସରିଲା ଦେବ ଦମ୍ପତିଙ୍କ ବିବାହ । ବ୍ରାହ୍ମ ମୁହୂର୍ତ୍ତରେ ମହାଦେବଙ୍କ ସହ ପଡିଲା ମା ପାର୍ବତୀଙ୍କ ହାତଗଣ୍ଠି । ସମ୍ପୂର୍ଣ୍ଣ ବୈଦିକ ରୀତିନୀତିରେ ହେଲା ବାହାଘର । ହଜାର ହଜାର ଲୋକ…

ପର୍ଯ୍ୟଟକଙ୍କୁ ଆକ୍ରମଣ ଘଟଣା: ୪ ଅଭିଯୁକ୍ତ ଗିରଫ, ଟୋଲ ଗେଟ୍‌ ସିଲ୍‌

ଆଠଗଡ଼: କଟକ ଜିଲ୍ଲା ଆଠଗଡ଼ ଉପଖଣ୍ଡ ଅନ୍ତର୍ଗତ ମୁଣ୍ଡଳି ଟୋଲ ଗେଟ୍‌ ଠାରେ ମଙ୍ଗଳବାର ଘଟିଥିବା ଆକ୍ରମଣ ଘଟଣାରେ ପୁଲିସ ୪ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପାଟେଣିଗାଁର ଦୀପକ ପ୍ରଧାନ (୨୩) ,ପାଟେଣିଗାଁର ବୁବୁ ଓରଫ ଦୀପକ…

ଆଜି ନୂଆପଡ଼ାରେ ସର୍ବାଧିକ ୪୪ ଡିଗ୍ରୀ ରେକର୍ଡ

ଭୁବନେଶ୍ୱର : ଦିନକୁ ଦିନ ଆହୁରି ଅସହ୍ୟ ହେବାରେ ଲାଗିଛି ଖରା ତାତି । ପାରଦ ବଢୁଛି ଉପରକୁ । ଆଜି ନୂଆପଡ଼ାରେ ସର୍ବାଧିକ ୪୪ ଡିଗ୍ରୀ ତାପମାତ୍ରା ରେକର୍ଡ଼ କରାଯାଇଛି । ତା ପଛକୁ ଝାରସୁଗୁଡ଼ା ୪୩.୪, ତାଳଚେର ୪୩.୨,…

ବେଆଇନ୍ ଲିଙ୍ଗ ନିରୂପଣ ଅଭିଯୋଗରେ କଟକରେ ଡାକ୍ତରଙ୍କ କ୍ଲିନିକ୍‌ ସିଲ୍‌

କଟକ: ବେଆଇନ୍ ଲିଙ୍ଗ ନିରୂପଣ ଅଭିଯୋଗରେ କଟକରେ ଜଣେ ଡାକ୍ତରଙ୍କ କ୍ଲିନିକ୍‌ରେ ଚଢଉ ହୋଇଛି। ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶରେ ହୋଇଥିବା ଏହି ଚଢ଼ଉରେ ସ୍ଥାନୀୟ ଥାନା ଅଧିକାରୀଙ୍କ ସହ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍ ଉପସ୍ଥିତ ଥିଲେ। ତେବେ ବହୁ ପୂର୍ବରୁ…

ଭିନ୍ନକ୍ଷମ ସଶକ୍ତୀକରଣ ପାଇଁ ଭୁବନେଶ୍ୱର ଓ ସୁନ୍ଦରଗଡ଼ରେ ଦୁଇଟି ବିଶ୍ଵସ୍ତରୀୟ କେନ୍ଦ୍ର ମନୋଦୟ ପ୍ରତିଷ୍ଠା ହୋଇଛି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ସମୀକ୍ଷା ପରେ ଏ ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା। ‌ ସେ ତାଙ୍କର ମତ ରଖି କହିଛନ୍ତି, ‘ମଧୁବାବୁ ପେନସନ ଯୋଜନାରେ ୧୪ ହଜାର ୭୧୯…

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗୀୟ ସମୀକ୍ଷା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭାଗୀୟ ସମୀକ୍ଷା ପରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ବିଭାଗୀୟ ସଚିବ ସୁଶୀଲ କୁମାର ଲୋହାନି ଆବାସ ଘରକୁ ନେଇ ନିଜ ନିଜର ମତ ରଖିଛନ୍ତି। ସେମାନେ ସାମ୍ୱାଦିକ…