State

କୋରାପୁଟ ବିଧାୟକ ଗାଡ଼ି ଉପରକୁ ଅଣ୍ଡାମାଡ଼

ଜୟପୁର: ଅଣ୍ଡା ମାଡ଼ର ଶିକାର ହେଲେ ବିଧାୟକ । କୋରାପୁଟ ବିଧାୟକ ରଘୁରାମ ପୋଡାଲଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ । ଆଜି କୋରାପୁଟ ଜିଲ୍ଲାର ଲମତାପୁଟ ଅଞ୍ଚଳରେ କିଛି କଂଗ୍ରେସ କର୍ମୀ ବିଜେଡି ବିଧାୟକ ରଘୁରାମ ପୋଡାଲଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼…

ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଆନନ୍ଦପୁର : ଆନନ୍ଦପୁର ସହରର କଚେରୀ ବସଷ୍ଟାଣ୍ଡ ନିକଟସ୍ଥ ଏକ ଗଛରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଛି। ଯୁବକ ଜଣକ ଏକ ଟେଲିଫୋନ କେବୁଲରେ ଝୁଲୁଥିବା ବେଳେ ନିକଟରେ ତାଙ୍କ ଚପଲ ଦୁଇଟି ପଡ଼ିରହିଛି ।…

ଓଡ଼ିଶାର ୮୯୦ଟି ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରେ ଲୋକେ ୨୦୦୦ ଟଙ୍କା ନୋଟ୍ ବଦଳ କରିପାରିବେ

ଭୁବନେଶ୍ବର: ଓଡ଼ିଶାର ୮୯୦ଟି ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରେ ଲୋକେ ୨୦୦୦ ଟଙ୍କା ନୋଟ୍ ବଦଳ କରିପାରିବେ ବୋଲି ଏସବିଆଇ ମୁଖ୍ୟ ମହାପ୍ରବନ୍ଧକ ଚନ୍ଦ୍ରଶେଖର ଶର୍ମା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶା ଏସବିଆଇ ପାଖରେ ୧୨ ହଜାର କୋଟି ଟଙ୍କା…

ଏଣିକି ବିଦ୍ୟାଳୟରେ ଖୋଲିବ ଏକାଦଶ ଶ୍ରେଣୀ

ଭୁବନେଶ୍ୱର: ଏଣିକି ବିଦ୍ୟାଳୟରେ ଖୋଲିବ ଏକାଦଶ ଶ୍ରେଣୀ । ୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟରେ ୧୦୬ ଗୋଟି ଉନ୍ନିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲାଯିବ । ଏନେଇ ବିଶେଷ ଭାବରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଇଛି ।…

ଭାରସାମ୍ୟ ହରାଇ ଓଲଟିଲା କାର, ୫ ଆହତ

ମୋହନା: ଗଜପତି ଜ଼ିଲ୍ଲା ଅଡବା ଥାନା ଅନ୍ତର୍ଗତ ଖ୍ରୀଷ୍ଟପୁର ବୁଲାଣି ରାସ୍ତାରେ ଆଜି ସକାଳ ସମୟରେ ଭାରସାମ୍ୟ ହରାଇ ଏକ କାର୍ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଦୁର୍ଘଟଣାରେ କାର୍ ଟି ରାସ୍ତାରୁ ୧୫ ଫୁଟ ତଳକୁ ଚାଲିଯାଇଛି। ପୁରୀରୁ ଏକ…

ଗୋଲଡେନ ବାବାର ୫୧ ଲକ୍ଷ ଟଙ୍କାର ଅଡି କାର ଜବତ କଲା ED

ଭୁବନେଶ୍ୱର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର ଘୋଷଣା କରିଛି ଯେ ‘ଗୋଲଡେନ ବାବା’ ଭାବେ ପରିଚିତ ଜ୍ୟୋତି ରଞ୍ଜନ ବେଉରାଙ୍କ ବିରୋଧରେ ଏକ ମାମଲାର ତଦନ୍ତ ସମୟରେ ପ୍ରାୟ ୫୧ ଲକ୍ଷ ଟଙ୍କା ମୂଲ୍ୟର ଏକ ବିଳାସପୂର୍ଣ୍ଣ ଅଡି କ୍ୟୁ୫ କାର୍…

ମା’କୁ କଟୁରୀରେ ହାଣିଦେଲା ପୁଅ

ପାରାଦ୍ଵୀପ: ଭୂତୁମୁଣ୍ଡାଇ ଗ୍ରାମ କୂମ୍ଭାର ସାହିରେ ବିଭତ୍ସ ହତ୍ୟା। ମାନସିକ ବିକୃତ ପୁଅ ନିଜ ମା’ କୁ ହାଣି ହତ୍ୟା କରିଛି ।ପୁଅର ଆକ୍ରମଣରେ ମା’ର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ମା’ ସୁଲୋଚନା ଦେବୀ ନୂଆଗଡ ସ୍କୁଲର ଶିକ୍ଷୟତ୍ରୀ। ସୁଲୋଚନାଙ୍କ…

ବିଡିଓଙ୍କ ଜାଲ ଦସ୍ତଖତ କରି ଠକିନେଲେ ୧୫ ଲକ୍ଷ

ଟାଙ୍ଗୀ : ଠିକାଦାର ବିଡିଓଙ୍କ ଜାଲ ଦସ୍ତଖତ କରି ବ୍ୟାଙ୍କରୁ ଠକି ନେଲେ ୧୫ ଲକ୍ଷରୁ ଅଧିକ ଟଙ୍କା । ଠିକାଦାର ହେଉଛନ୍ତି ଚିଲିକା ବ୍ଲକ୍‌ ଅଧ୍ୟକ୍ଷଙ୍କ ସ୍ୱାମୀ କିଶୋର ବେହେରା । ଘଟଣା ହେଉଛି ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକରେ…

ଶିକାରୀ ଗୁଳିମାଡ଼ରେ ଫରେଷ୍ଟଗାର୍ଡ ମୃତ

କରଞ୍ଜିଆ: ଶିକାରୀ ଗୁଳିମାଡ଼ରେ ଫରେଷ୍ଟଗାର୍ଡ ମୃତ । ଶିମିଳିପାଳ ଅଭୟାରଣ୍ୟରେ ଶିକାରୀ ଗୁଳିରେ ଜଣେ ବନ କର୍ମଚାରୀଙ୍କ ମୃତ ହୋଇଛି । ବାଙ୍ଗିରିପୋଷି ରେଞ୍ଜ ଚାକିଡି ବିଟ୍‌ ଅଞ୍ଚଳରେ ଘଟିଛି ଘଟଣା । ମୃତ ଫରେଷ୍ଟ ଗାର୍ଡ ହେଲେ ବିମଲ କୁମାର…

ପେନ୍‌ ହସପିଟାଲରେ ଅଗ୍ନିକାଣ୍ଡ

ଭୁବନେଶ୍ବର: ରାଜଧାନୀର ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ପେନ ହସପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଅଫିସ ଷ୍ଟେସନାରୀ ଓ ବିଭିନ୍ନ କଲମ ମିଳୁଥିବା ଦୋକାନ ପେନ ହସପିଟାଲରେ ଭିତରୁ ଧୁଅଁା ବାହାରୁଥିବା ଦେଖିବାକୁ ମିଳିଥିଲା। ପରବର୍ତ୍ତି ସମୟରେ ସେଠାରେ ନିଆଁ ଲାଗି ଯାଇଥିଲା। ସାରା…