State

ରଥଯାତ୍ରାବେଳେ ଲାଇନ୍ କଟିବନି: ଶକ୍ତି ମନ୍ତ୍ରୀ

ଭୁବନେଶ୍ବର : ରଥଯାତ୍ରାବେଳେ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଜାରି ରଖିବାକୁ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ ଆଜି ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶନିବାର ଦିନ ଶକ୍ତି ମନ୍ତ୍ରୀ ଶ୍ରୀ ଦେବଙ୍କ ଅଧ୍ୟକ୍ଷତାରେ ରଥଯାତ୍ରାକୁ ନେଇ ବସିଥିବା ପ୍ରସ୍ତୁତି ବୈଠକରେ…

ରାଉରକେଲା ତହସିଲ ଅଧିକାରୀଙ୍କ ଅବହେଳା, ମିଳିଲାନି ୩୦୦ ଉତ୍ତରାଧିକାରୀ ପ୍ରମାଣପତ୍ର!

ରାଉରକେଲା: ରାଉରକେଲା ତହସିଲରେ ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ ଆବେଦନକାରୀଙ୍କୁ ମିଳୁନି ଉତ୍ତରାଧିକାରୀ ପ୍ରମାଣପତ୍ର। ତା’ ପୁଣି ଜଣେ କି ଦୁଇଜଣ ନୁହେଁ ୩୦୦ ଆବେଦନକାରୀଙ୍କୁ। ଗତ ଚାରି ମାସ ଅର୍ଥାତ୍‌ ଜାନୁଆରି ରୁ ଫେବ୍ରୁଆରି ମଧ୍ୟରେ ୩୦୦ ଆବେଦନକାରୀଙ୍କ ଉତ୍ତରାଧିକାରୀ ପ୍ରମାଣପତ୍ରକୁ…

୬ ଏମ୍‌ସରେ ନଗଦ ବିହୀନ ଚିକିତ୍ସା ସୁବିଧା

ଭୁବନେଶ୍ବର : ଏମ୍‌ସ ଭୁବନେଶ୍ବର ସମେତ ଏମ୍‌ସ ଭୋପାଳ, ପାଟଣା, ଯୋଧପୁର, ରାୟପୁର ଏବଂ ଋଷିକେଶରେ ନଗଦ ବିହୀନ ଚିକିତ୍ସା ସୁବିଧା ମିଳିପାରିବ। ଏଥିପାଇଁ ୬ଟି ଏମ୍‌ସ ଏବଂ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣଙ୍କ ଉପସ୍ଥିତିରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି।…

କାଲି ସକାଳେ ଶପଥ ନେବେ ନୂଆ ମନ୍ତ୍ରୀ

ଭୁବନେଶ୍ବର: ଆସନ୍ତାକାଲି ଅନୁଷ୍ଠିତ ହେବ ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ। ସକାଳ ୯ଟା ୫୦ରେ ଶପଥ ନେବେ ନୂଆ ମନ୍ତ୍ରୀ। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ନୂଆ ମନ୍ତ୍ରୀମାନେ ନେବେ ଶପଥ। ଏନେଇ ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ସୂଚନା…

୧୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଲେ ପ୍ରାଣୀ ଚିକିତ୍ସାଳୟର କିରାଣି

୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ସ୍ଥିତ ପ୍ରାଣୀ ଚିକିତ୍ସାଳୟର କିରାଣି ଗୋଲକ ବିହାରୀ ପୋଢ଼। ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ କରାଯାଇଥିବା ବେଳେ ଅଧିକ ତଦନ୍ତ ଜାରି ରହିଛି।…

ଚିପଲିମା ଗସ୍ତରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍‌

ମହାନଦୀ ଜଳ ବିବାଦର ସମାଧାନ ପାଇଁ ଚିପଲିମା ଗସ୍ତରେ ଟ୍ରିବ୍ୟୁନାଲ ଟିମ୍‌ । ଟ୍ରିବ୍ୟୁନାଲ ତାର ତୃତୀୟ ପର୍ଯ୍ୟାୟର ଆଜି ଦ୍ୱିତୀୟ ଦିନ କ୍ଷେତ୍ର ପରିଦର୍ଶନ କରିବ । ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଏହି ଟିମ ହୀରାକୁଦ ବନ୍ଧ ସମେତ…

ପୋଖରୀରେ ବୁଡ଼ି ଶିକ୍ଷକଙ୍କ ମୃତ୍ୟୁ

ଟାଙ୍ଗି: ପୋଖରୀରେ ବୁଡ଼ି ଶିକ୍ଷକଙ୍କ ମୃତ୍ୟୁ। ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଟାଙ୍କୁଳ ଗ୍ରାମର ଖେଳ ଶିକ୍ଷକ ଭଵତୋଷ ପରିମାଣିକଙ୍କ ପୋଖରୀରେ ବୁଡି ଅକାଳ ବିୟୋଗ ହୋଇଛି | ସେ ନିଜ ଗ୍ରାମ ଟାଙ୍କୋଳରେ ଥିବା ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ…

ଓଡିଶା ସିମକାର୍ଡକୁ ପାକିସ୍ତାନରେ ଅପରେଟ ଘଟଣା, ମାଷ୍ଟରମାଇଣ୍ଡର ଦୁଇ ସହଯୋଗୀ ଅଟକ

ଓଡିଶା ସିମକାର୍ଡକୁ ପାକିସ୍ତାନରେ ଅପରେଟ ଘଟଣା, ମାଷ୍ଟରମାଇଣ୍ଡ ପଠାଣି ସାମନ୍ତ ଲେଙ୍କାର ଦୁଇ ସହଯୋଗୀ ଅଟକ। ଦେଶଦ୍ରୋହୀ କାର୍ଯ୍ୟ କରୁଥିବା ଅଭିଯୋଗରେ ଯାଜପୁରରୁ ଉଠାଇଲା STF। ଖୁବଶୀଘ୍ର ଫରେନ୍ସିକ ଲ୍ୟାବକୁ ଯିବ ଅଭିଯୁକ୍ତଙ୍କ ମୋବାଇଲ। NIA ଓ IB କୁ ସମସ୍ତ…

ବଗିକୁ ଛାଡି ଇଞ୍ଜିନ ପଳାଇଲା ୫୦୦ମିଟର, ୫ ଘଣ୍ଟା ବିଳମ୍ବରେ ଛାଡିଲା ଟ୍ରେନ

ଜଳେଶ୍ବର: ଇଞ୍ଜିନରୁ ଅଲଗା ହେଲା ବଗି। ବଗିକୁ ଛାଡି ଟ୍ରେନ ପଳାଇଲା ୫୦୦ମିଟର। ହାଓଡା- ପୁରୀ ସୁପରଫାଷ୍ଟ ଟ୍ରେନରେ ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ଓଡିଶା ସୀମାନ୍ତବର୍ତ୍ତୀ ପଶ୍ଚିମବଙ୍ଗ ନେକୃଷୁଣି ଷ୍ଟେସନରେ ଅଘଟଣ। ଘଟଣା ସ୍ଥଳରେ ପହଞ୍ଚି ମରାମତି କଲା…

ଗୋରୁ ବୋଝେଇ ପିକଅପ୍ ଭ୍ୟାନ ଜବତ, ଡ୍ରାଇଭର ଫେରାର

କରଞ୍ଜିଆ:ମୟୂରଭଞ୍ଜ ଜିଲ୍ଲାରେ ଦିନକୁ ଦିନ ଗୋ-ଚାଲାଣ ବୃଦ୍ଧି ପାଉଛି । ଏହାକୁ ରୋକିବାକୁ ପୋଲିସ ମଧ୍ୟ ଉଦ୍ୟମ କରୁଛି । ଆଜି କରଞ୍ଜିଆ ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୪୯ ଚଢେଇଭୋଳ ନିକଟରେ ପିକଆପ୍ ଭ୍ୟାନରେ ଗୋରୁ ଚାଲାଣ ହେଉଥିବା ବେଳେ…