State

ବଲାଙ୍ଗିର ରାଜ ପରିବାରର ମାମଲା: ଡେରାଡୁନ୍ ଥାନାରେ ୫ ଜଣଙ୍କ ନାଁରେ ମାମଲା ରୁଜ୍ଜୁ

ଥାନାରେ ବଲାଙ୍ଗିର ରାଜ ପରିବାରର ଘରୋଇ କଳି । ପାରିବାରିକ ହିଂସା ମାମଲା ନେଇ ଡେରାଡୁନ୍‌ ଥାନାରେ ମାମଲା ରୁଜୁ ହୋଇଛି । ରାଜ ପରିବାର ବୋହୂ ଅଦ୍ରିଜା ମଞ୍ଜରୀ ସିଂଦେଓ କରିଥିବା ଅଭିଯୋଗ ଆଧାରରେ ମାମଲା ରୁଜୁ କରିଛି ଡେରାଡୁନ୍‌…

ମଣ୍ଡଳୀ ବ୍ରିଜ୍ ଉପରେ ସ୍କୁଟି ରଖି ଜଣେ ଯୁବତୀ ମହାନଦୀକୁ ଡେଇଁବା ନେଇ ଆଶଙ୍କା

ଆଠଗଡ଼: ମଣ୍ଡଳୀ ସେତୁ ଉପରେ ସ୍କୁଟି ରଖି ଜଣେ ଯୁବତୀ ମହାନଦୀକୁ ଡେଇଁବା ନେଇ ଆଶଙ୍କା ସୃଷ୍ଟି ହୋଇଛି । ଖବର ମୁତାବକ ଯୁବତୀ ଜଣଙ୍କ ଭୁବନେଶ୍ଵର ସୁନ୍ଦରପଦା ଅଞ୍ଚଳର ଐଶର୍ଯ୍ୟା ପରିଜା ବୋଲି ଜଣା ପଡ଼ିଛି । ସେତୁ ଉପରେ…

ରାଜାନ୍ଦ୍ରିଭିଷେକରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ

ପୁରୀ: ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ। ଆସନ୍ତା ୩୦ ତାରିଖରୁ ମହାପ୍ରଭୁଙ୍କ ରାଜାନ୍ଦ୍ରିଭିଷେକ ପଡୁଥିବା ବେଳେ ସେହି ଦିନଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟକୁ ଚୂଡାନ୍ତ କରିଛି ଛତିଶା ନିଯୋଗ। ଶୃଙ୍ଖଳିତ ନୀତିକାନ୍ତି ସହ ମହାପ୍ରଭୁଙ୍କ…

ଶ୍ରଦ୍ଧାଞ୍ଜଳି ବେହେରାଙ୍କ ନାଁରେ ଏନବିଡବ୍ଲ୍ୟୁ ଜାରି

ଭୁବନେଶ୍ବର: ବହଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ନାଁରେ ଜାମିନ୍ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଜାରି ହୋଇଛି। ଶ୍ରଦ୍ଧାଞ୍ଜଳି ବେହେରା ସିବିଆଇ କୋର୍ଟରେ ପିଟସନ ଦାଖଲ କରିଥିଲେ ବି ଶାରୀରିକ ଭାବେ ଅସୁସ୍ଥତା ଦେଖାଇ ହାଜର…

ରାଜ୍ୟରେ ସ୍ଥାୟୀ ପୁଲିସ ଚୟନ ବୋର୍ଡକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ରାଜ୍ୟରେ ସ୍ଥାୟୀ ପୁଲିସ ଚୟନ ବୋର୍ଡ ଗଠନ ହେବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ। ଏତଦ୍‌ବ୍ୟତୀତ ବୋର୍ଡ ଅଫିସ କାର୍ଯ୍ୟ ପରିଚାଳନା ଦିଗରେ ୨୪ଟି ପ୍ରଶାସନିକ…

ସୋମବାର ହେବ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ଭୁବନେଶ୍ବର: ସୋମବାର ହେବ ନୂଆ ମନ୍ତ୍ରିମଣ୍ଡଳ ପୁନର୍ଗଠନ । ଶପଥ ନେବେ ୩ ନୂଆ ମନ୍ତ୍ରୀ । ତେବେ ଏନେଇ ସରକାରୀ ଭାବରେ ବିଧିବଦ୍ଧ ସୂଚନା ଦିଆଯାଇ ନାହିଁ । ଆସନ୍ତାକାଲି ଓଡ଼ିଶା ଫେରିବେ ରାଜ୍ୟପାଳ ଗଣେଶୀ ଲାଲ । ସୋମବାର…

୫-ଟି ସଚିବଙ୍କ ଘୋଷଣା, ଥୁଆମୁଳ-ରାମପୁରରେ ହେବ ଯୁକ୍ତ ୩ ଡିଗ୍ରି କଲେଜ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭିକେ. ପାଣ୍ଡିଆନ ଶନିବାର କଳାହାଣ୍ଡି ଗସ୍ତର ଦ୍ବିତୀୟ ଦିନରେ ଅନେକ ପ୍ରକଳ୍ପ ପରିଦର୍ଶନ କରି ତାର ଉନ୍ନତିକରଣ ପାଇଁ ପଦକ୍ଷେପ ନେଇଛନ୍ତି। ପ୍ରଥମେ ସେ ପିପଳ ନଳା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ…

ASO ମେରିଟ୍ ଲିଷ୍ଟ ଖାରଜ ହେବା ପରେ ଓପିଏସ୍‌ସି ଅଫିସ ସମ୍ମୁଖରେ ମନୋନୀତ ପ୍ରାର୍ଥୀଙ୍କ ବିକ୍ଷୋଭ

କଟକ: ASO ପରୀକ୍ଷା ମେରିଟ ଲିଷ୍ଟକୁ ହାଇକୋର୍ଟ ଖାରଜ କରି ଦେବା ପରେ ଏଥିପାଇଁ ମନୋନୀତ ହୋଇଥିବା ପ୍ରାର୍ଥୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେମାନେ ଆଜି କଟକ ସ୍ଥିତ ଓଡ଼ିଶା ଲୋକସେବା ଆୟୋଗ (OPSC) ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।…

କେନ୍ଦ୍ର ସରକାରଙ୍କ ଯୋଜନା ଓଡ଼ିଶାରେ ଲୋକଙ୍କ ପାଖରେ ପହଞ୍ଚି ପାରୁନାହିଁ: ବିଜେପି

ଭୁବନେଶ୍ବର: ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବରିଷ୍ଠ ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର। ସେ କହିଛନ୍ତି, ପକ୍କା ଘର, ପିଇବା ପାଣି, ରୋଜଗାର ପାଇଁ କେନ୍ଦ୍ର ଯୋଜନା କରୁଛି, କିନ୍ତୁ ଓଡ଼ିଶାରେ ଯୋଜନା ଲୋକଙ୍କ ପାଖରେ…

ଓଡ଼ିଶାକୁ ମିଳିଲା ଆଉ ଦୁଇଟି ସ୍ୱତନ୍ତ୍ର ନୂଆ ରେଳ ପ୍ରକଳ୍ପ

ଓଡ଼ିଶାକୁ ମିଳିଲା ଆଉ ଦୁଇଟି ସ୍ୱତନ୍ତ୍ର ନୂଆ ରେଳ ପ୍ରକଳ୍ପ। ନୂଆ କରି ନିର୍ମାଣ ହେବ ତାଳଚେର-ଅନୁଗୁଳ ରେଳ ଲାଇନ। ତାଳଚେରଠାରୁ ଏହା ୱାଇ କନେକସନ ରହିବ। ଏହି ନୂଆ ରେଳ ଲାଇନର ମୋଟ ଦୂରତା ହେଉଛି ୧୬.୫୦ କିଲୋମିଟର। ସେହିପରି…