State

ଦମ୍ପତିଙ୍କୁ ଗୁଳିମାଡ, ଲୁଟିଲେଅଢେଇ ଲକ୍ଷ ଟଙ୍କା

ସୁନ୍ଦରଗଡ଼: ସୁନ୍ଦରଗଡ ଜିଲ୍ଲା କିଞ୍ଜିରକେଲା ଥାନା ହୁରମେଇ ଗ୍ରାମରେ ଗୁଳିମାଡ଼। ସ୍ଵାମୀ ଓ ସ୍ତ୍ରୀକୁ ଗୁଳିମାଡ଼ ହୋଇଥିବା ସୂଚନା। ଫଟୋ ଉଠାଇବା ବାହାନାରେ ଆସି ଦୁର୍ବୃତ୍ତ ଗୁଳିମାଡ଼ କରିଥିବା ସୂଚନା । ହୁରମେଇ ଗ୍ରାମର ବସନ୍ତ ବାରା ନିଜ ଘରେ କରିଥିବା…

ନାବାଳିକା ଦୁଷ୍କର୍ମ ମାମଲାରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ

ବାଲେଶ୍ଵର: ନାବାଳିକା ଦୁଷ୍କର୍ମ ମାମଲାରେ ଶିକ୍ଷକଙ୍କୁ ହୋଇଛି ୨୦ ବର୍ଷ ଜେଲ ଦଣ୍ଡାଦେଶ। ଏଥିସହ ୫ହଜାର ଟଙ୍କା ଜରିମାନା କରାଯାଇଛି। ଏହି ଶିକ୍ଷକ ଜଣକ ସ୍ଥାନୀୟ ରାମପୁରର ବସନ୍ତ ଦାସ( ୫୯)। ଆଜି ବାଲେଶ୍ଵର ଜିଲ୍ଲା ସ୍ଵତନ୍ତ୍ର ପକ୍ସୋ କୋର୍ଟ ଏହି…

ଫାରୁକ୍ ହତ୍ୟା ମାମଲା: ନିର୍ଦ୍ଦୋଷରେ ଖଲାସ ହେଲେ ଡି ବ୍ରଦର୍ସ

କଟକ: ବହୁଚର୍ଚ୍ଚିତ ମାଲଗୋଦାମ ଡାଲି ବ୍ୟବସାୟୀ ସେକ୍ ଫାରୁକ୍ ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ୨ ମୁଖ୍ୟ ଅଭିଯୁକ୍ତ ସୁଶାନ୍ତ ଓ ସୁଶିଲ ଧଳସାମନ୍ତ। ଏଥିସହ ସହଯୋଗୀ ଆରିଫ୍ ଖାଁକୁ ମଧ୍ୟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ଜିଲ୍ଲା ଦୌରା ଜଜ୍।…

ବ୍ରହ୍ମପୁର ଏମକେସିଜିରେ ବିରଳ ଅସ୍ତ୍ରୋପଚାର

ବ୍ରହ୍ମପୁର : ବ୍ରହ୍ମପୁର ଏମକେସିଜିରେ ବିରଳ ଅସ୍ତ୍ରୋପଚାର। ବଞ୍ଚିଗଲା ଯୁବକଙ୍କ ଜୀବନ। ଗତ ୯ ତାରିଖରେ ଫୁଲବାଣୀ ସହରର ମୃତ୍ୟୁଞ୍ଜୟ ପାତ୍ର ନାମକ ଜଣେ ଯୁବକଙ୍କ ମଳଦ୍ୱାରରେ ପାଇପ୍‌ ଭର୍ତ୍ତି କରିଦେଇଥିଲେ ଦୁବ୍‌ୃର୍ତ୍ତ। ପରେ ସେହି ପାଇପ୍‌ ଯୋଗେ ପମ୍ପ ଦେଇ…

ପୌରପାଳିକାର ଗୋଦାମ ଗୃହରେ ଭୟାବହ ଅଗ୍ନିକାଣ୍ଡ

ଯାଜପୁର : ପୌରପାଳିକାର ଗୋଦାମ ଗୃହରେ ଭୟାବହ ଅଗ୍ନିକାଣ୍ଡ । ଯାଜପୁର ଗାନ୍ଧୀଛକ ସ୍ଥିତ ଲାଲବାଗ ଉର୍ଦ୍ଧ୍ୱ ପ୍ରାଥମିକ ବିଦ୍ୟାଳୟରେ ନିଆଁ ଲାଗିଛି । ନିଆଁରେ ଫିନାଇଲ, ବ୍ଲିଚିଂ, ମଶାତେଲ ସହ ବ୍ୟାପକ ଆସବାବପତ୍ର ପୋଡି ନଷ୍ଟ ହୋଇଯାଇଛି। ସର୍ଟ ସର୍କିଟ…

ଗେଙ୍ଗୁଟି ନଦୀରେ କୁମ୍ଭୀର ଆତଙ୍କ

ଚାନ୍ଦବାଲି: ଗେଙ୍ଗୁଟି ନଦୀରେ ଦେଖିବାକୁ ମିଳିଛି କୁମ୍ଭୀର ଆତଙ୍କ । କୁମ୍ଭୀରକୁ ନେଇ ନଦୀକୂଳିଆ ଲୋକମାନେ ଭୟଭୀତ ହୋଇପଡିଥିବା ବେଳେ ବନ ବିଭାଗ ତରଫରୁ ଲୋକମାନଙ୍କୁ ସଚେତନ କରାଯାଉନଥିବା ଆସିଛି ଅଭିଯୋଗ। ଭରା ନଈରେ ବାରମ୍ବାର ଘୁରି ବୁଲୁଛି କୁମ୍ଭୀର ।…

ରୋଗୀଣା ସ୍ତ୍ରୀର ମୃତ୍ୟୁ ପରେ ସ୍ୱାମୀର ଆତ୍ମହତ୍ୟା

କଣ୍ଟାବାଞ୍ଝି: ସହିପାରିଲେନି ଦାମ୍ପତ୍ୟ ବିଚ୍ଛେଦ । ସ୍ତ୍ରୀର ଚିତା ଲାଗିନି ସ୍ୱାମୀ ହାରିଦେଲେ ଜୀବନ । ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବଲାଙ୍ଗୀର କଣ୍ଟାବାଞ୍ଝି ଅଂଚଳରେ । ଜଣେ ସ୍ୱାମୀ ରୋଗୀଣା ସ୍ତ୍ରୀର ମୃତ୍ୟୁ ପରେ କରିଛନ୍ତି ଆତ୍ମହତ୍ୟା…

ନକ୍ସଲ ସଂଗଠନ ତରଫରୁ ରାୟଗଡା ଜିଲ୍ଲା ବନ୍ଦ୍ ଡାକରା

ରାୟଗଡା : ଆଜି ନକ୍ସଲ ସଂଗଠନ ତରଫରୁ ରାୟଗଡା ଜିଲ୍ଲା ବନ୍ଦ୍ ଡାକରା ଦିଆଯାଇଛି । ରାୟଗଡା ଜିଲ୍ଲା ର ଚନ୍ଦ୍ରପୁର ବ୍ଲକ୍ ର ହନୁମନ୍ତପୂର ନିକଟସ୍ଥ ପାଙ୍କାଲଗୁଡ଼ି ଠାରେ ରାଜ୍ୟ ରାଜପଥ ରେ ଗଛ କାଟି ରାସ୍ତା ଅବରୋଧ କରିଛନ୍ତି…

ମଦ ନିଶାରେ ଚୁର୍‌ ଯୁବକ ଜାଳିଦେଲା ନିଜ ଘର

କନ୍ଧମାଳ : ମଦ ନିଶାରେ ଚୁର୍‌ ଯୁବକ ନିଜ ଘର ଜାଳିଦେଲା । ଏଭଳି ଏକ ଦୃଶ୍ୟ ଏବେ ଭାଇରାଲ ହେଉଛି। ତେବେ ଏହି ଘଟଣା କେଉଁ ଜିଲ୍ଲାର ତାହା ସ୍ପଷ୍ଟ ହୋଇନାହିଁ । କିନ୍ତୁ ଏହି ଘଟଣାଟି କନ୍ଧମାଳ ଜିଲ୍ଲା…

ଭୁବନେଶ୍ୱରରେ ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ ଆରମ୍ଭ

ଆଜିଠାରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ। ଏଥିରେ ଯୋଗଦେଉଛନ୍ତି ଜି -୨୦ ସଦସ୍ୟ ରାଷ୍ଟ୍ରର ୮ ଜଣ ଅତିଥି ଓ ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧି। ବୈଠକରେ ୪ଟି ପ୍ରମୁଖ ବିଷୟ ଉପରେ ଆଲୋଚନା ହେବ। ସାଂସ୍କୃତିକ…