ବଦଳିଲା OTET ନିୟମ, ଏଣିକି ଥରେ ପାସ କଲେ ଆଉ ଦେବେନି ପରୀକ୍ଷା
ଭୁବନେଶ୍ୱର : ଶିକ୍ଷା ନିଯୁକ୍ତି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଥରେ OTET ପାସ୍ ହେଲେ ଏହା ଲାଇଫ ଟାଇମ ବୈଧ ରହିବ । ଏଣିକି ଥରେ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟରେ ଉତ୍ତୀର୍ଣ୍ଣ ହେଲେ ଆଉ ଦେବାକୁ…
ଭୁବନେଶ୍ୱର : ଶିକ୍ଷା ନିଯୁକ୍ତି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଥରେ OTET ପାସ୍ ହେଲେ ଏହା ଲାଇଫ ଟାଇମ ବୈଧ ରହିବ । ଏଣିକି ଥରେ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟରେ ଉତ୍ତୀର୍ଣ୍ଣ ହେଲେ ଆଉ ଦେବାକୁ…
ପୁରୀ : ୧୮ରେ ଗଡ଼ିବ ପୁରୀ-ହାଓ୍ଵାଡା ବନ୍ଦେ ଭାରତ ଏକ୍ସପ୍ରେସ । ଆସନ୍ତା ୧୮ ତାରିଖ ମଧ୍ୟାହ୍ନରେ ପୁରୀରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳର ଶୁଭାରମ୍ଭ ହେବ । ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ଏହାର…
ବଣାଇ: ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ବ୍ଲକର ସାଲେଇ ପାଲି ଗାଁରେ ଘଟିଛି ଅଘଟଣ। ଭାତ ସହିତ ବାଡ଼ି ଶାଗ ଖାଇବା ପରେ ଅସୁସ୍ଥ ହୋଇ ଜଣେ ଯୁବତୀଙ୍କ ଜୀବନ ଚାଲିଯାଇଥିବା ଅଭିଯୋଗ ହୋଇଥିବା ବେଳେ ତାଙ୍କ ମାମୁ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି।…
ଭୁଅନେଶ୍ୱର: ରାଜଧାନୀରେ ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା। ଝୁଲନ୍ତା ଅବସ୍ଥାରେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଥିଲା ପୋଲିସ। ମୃତୁର କାରଣ ଅସ୍ପଷ୍ଟ ରହିଛି । ମୃତକ ଜଣକ ମଞ୍ଚେଶ୍ୱରର ଏକ ଘରୋଇ କଲେଜର ITI ଇଲେକଟ୍ରିକାଲ ଛାତ୍ର ଥିଲେ । ତାଙ୍କ…
ଭୁବନେଶ୍ୱର : ରାଜଧାନୀରେ ATM ଲୁଟ୍ କୁ ପଣ୍ଡ କଲା ପୋଲିସ। ଗତକାଲି ବିଲମ୍ବିତ ରାତିରେ ସୈନିକ ସ୍କୁଲ ପଛପଟେ ଥିବା sbi ATM ଲୁଟ ପାଇଁ ଉଦ୍ୟମ କରୁଥିଲେ ଦୁର୍ବୃତ୍ତ। ଲୁଟେରାଙ୍କୁ ୩ଘଣ୍ଟା ଧରି ପିଛା କଲା କମିଶନରେଟ୍ ପୋଲିସର…
ଗଜପତି : ବିପତ୍ତି ହଟୁ ନାହିଁ ଗଜରାଜଙ୍କ ଉପରୁ । ବିଦ୍ୟୁତ୍ ଆଘାତରେ ୪ ହାତୀଙ୍କ ମୃତ୍ୟୁ ଅନୁମାନ। ସୀମାନ୍ତ ଆନ୍ଧ୍ର ଶ୍ରୀକାକୁଲମ ଜିଲ୍ଲା ବାମିନି ମଣ୍ଡଳମ କାଟ୍ରାଗଡ଼ ଗାଁ ନିକଟରେ ଏହି ଅଘଟଣ ଘଟିଛି। ଟ୍ରାନ୍ସଫର୍ମର ନିକଟରେ ପଡିଛି ହାତୀଙ୍କ…
ଝାରସୁଗୁଡ଼ା: ଉତ୍କଣ୍ଠାରେ ନେତା, ଉତ୍କଣ୍ଠାରେ ଜନତା । ଆସନ୍ତାକାଲି ଆସିବ ଝାରସୁଗୁଡ଼ା ଉପ ନିର୍ବାଚନର ଫଳାଫଳ । ସକାଳ ୮ ଟାରୁ ଆରମ୍ଭ ହେବ ଭୋଟ ଗଣତି । ଏହାପୂର୍ବରୁ ଭୋଟ୍ ଗଣନା କରିବାକୁ ଥିବା କର୍ମଚାରୀଙ୍କୁ ଆଜି ଟ୍ରେନିଂ ଦିଆଯିବ।…
ଢେଙ୍କାନାଳ : କେନାଲ ହୁଡ଼ାରୁ ଉଦ୍ଧାର ହେଲା ଡ୍ରୋନ୍। ଢେଙ୍କାନାଳ ଜିଲ୍ଲା ସଦର ଥାନା ଇନ୍ଦିପୁର ଗାଁର ରେଙ୍ଗାଳି କେନାଲ ହୁଡ଼ା ନିକଟରୁ ଉଦ୍ଧାର ହୋଇଛି ମିନି ପ୍ଳେନ ଭଳି ଦିଶୁଥିବା ଡ୍ରୋନ୍ । ଗାଁର କିଛି ଯୁବକ ପ୍ରଥମେ ଏହି…
ଭୁବନେଶ୍ବର: ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଛି । ଦେହରୁ ଝାଳ ଶୁଖୁନି କି ଘରେ କିମ୍ବା ବାହାରେ କେଉଁଠି ବି ଶାନ୍ତି ନାହିଁ। ତଣ୍ଟି ବାରମ୍ବାର ଶୁଖିଯାଉଛି। ଖରାରେ ୫ ମିନିଟ୍ ରହିଲେ, ଅଚେତ ହେବା ଭଳି…
ଭୁବନେଶ୍ୱର/ନୂଆଦିଲ୍ଲୀ : ୪ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି | ତେବେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ନବୀନ କହିଛନ୍ତି ଯେ ଓଡ଼ିଶାର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି | ବିଶେଷ…