State

ନିଲମ୍ବିତ ପୁଲିସ୍ କନେଷ୍ଟବଲଙ୍କ ମାଡ଼ରେ ଯୁବକ ଗୁରୁତର

ନିଲମ୍ବିତ ପୁଲିସ୍ କନେଷ୍ଟବଲଙ୍କ ବାଟୁଳି ମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଏପରି ଘଟଣା ଘଟିଛି ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ଅନ୍ତର୍ଗତ ଖଡ଼ିଆପଡ଼ାରେ। ଯୁବକଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।…

ଜଟଣୀରେ ହେବ କ୍ୟାନ୍ସର ହସ୍ପିଟାଲ୍‌, ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଜଟଣୀରେ ହେବ କ୍ୟାନ୍ସର ହସ୍ପିଟାଲ୍‌। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂରେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତିା ଏଠି କ୍ୟାନ୍ସର ରୋଗୀଙ୍କ ଉତ୍ତମ ଚିକିତ୍ସା ଓ ନିରାକରଣ ଦିଗରେ କାର୍ଯ୍ୟ ହେବ। ୨୦୦ ଶହ ବେଡ୍ ବିଶିଷ୍ଠ ଏହି ହସ୍ପିଟାଲ ମୋଟ…

ବାଣ ବିସ୍ଫୋରଣ ଘଟି ସରକାରୀ କ୍ୱାର୍ଟର୍ସରେ ଲାଗିଲା ନିଆଁ

ଭୁବନେଶ୍ବର: ବାଣ ବିସ୍ଫୋରଣ ଘଟି ସରକାରୀ କ୍ୱାର୍ଟର୍ସରେ ନିଆଁ ଲାଗିଯାଇଛି। ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏପରି ଘଟଣା ଘଟିଛି ଭୁବନେଶ୍ୱର ୟୁନିଟ୍ ୨ ଥିବା ଏକ ସରକାରୀ କ୍ୱାର୍ଟର୍ସରେ। ଭୁବନେଶ୍ୱର ୟୁନିଟ୍ ୨ରେ ଥିବା ଏକ ସରକାରୀ…

୨୦୨୦ ମସିହା ପାଇଁ ଓଡ଼ିଶା ବିଜ୍ଞାନ ଏକାଡେମୀ ପୁରସ୍କାର ଘୋଷିତ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗର ଅନୁମୋଦନ କ୍ରମେ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୨୦୨୦ ମସିହା ପାଇଁ ପୁରସ୍କାର ଘୋଷଣା କରାଯାଇଛିା ଜଟଣୀସ୍ଥିତ “ନାଇଜର’ର ନିର୍ଦ୍ଦେଶକ ପ୍ରଫେସର ସୁଧାକର ପଣ୍ଡାଙ୍କୁ ବୈଜ୍ଞାନିକ ଉତ୍କର୍ଷ ପାଇଁ “ବିଜୁ ପଟ୍ଟନାୟକ…

ଠକ ସଂସ୍ଥାର ୧.୨୨ କୋଟି ଟଙ୍କା ଫ୍ରିଜ୍ କଲା ଇଓଡବ୍ଲୁ

ଭୁବନେଶ୍ବର: ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲୁ) ଏକ ପୋନଜି ଆପ୍ ଜଏନ୍ ଟ୍ରେଡ୍’ର ୧.୨୨ କୋଟି ଟଙ୍କା ଫ୍ରିଜ୍ କରିଛି। ଅକ୍ଷୟ କୁମାର ଏବଂ ମନୀଷ ପଲଙ୍କ ପରି ବଲିଉଡର ଲୋକପ୍ରିୟ ଅଭିନେତାଙ୍କ ଚିତ୍ର ଦେଇ ବିଜ୍ଞାପନ ମାଧ୍ୟମରେ ଜନସାଧାରଣଙ୍କୁ ଭ୍ରମିତ କରିବା…

ବର୍ଷାଙ୍କୁ ପ୍ରତିପକ୍ଷ ଓକିଲଙ୍କ ଜେରା

କଟକ: ବହୁ ଚର୍ଚ୍ଚିତ ଷ୍ଟାର ଦମ୍ପତ୍ତିଙ୍କ ପାରିବାରିକ ବିବାଦ ମାମଲାରେ କଟକ ପରିବାର ଆଡାଲତରେ ଆଜି ଦ୍ୱିତୀୟ ଦିନ ପାଇଁ ହାଜର ହୋଇଥିଲେ ବର୍ଷା ପ୍ରିୟଦର୍ଶିନୀ ଓ ଅନୁଭବ ମହାନ୍ତି। ଅନୁଭବଙ୍କ ତରଫରୁ ଦାୟର ଛାଡ଼ପତ୍ର ଆବେଦନ ଉପରେ ଆଜି ପୁନଶ୍ଚ…

ବିଭିନ୍ନ ନଦୀ ଓ ଜଳଭଣ୍ଡାରରେ ଡଙ୍ଗା ଦୁର୍ଘଟଣା ମାମଲା: ରାଜ୍ୟ ସରକାରଙ୍କ ତରଫରୁ ସତ୍ୟପାଠ ଦାଖଲ

କଟକ: ରାଜ୍ୟର ବିଭିନ୍ନ ନଦୀ ଓ ଜଳଭଣ୍ଡାରରେ ଡଙ୍ଗା/ବୋଟ ଦୁର୍ଘଟଣାକୁ ନେଇ ଆଗତ ମାମଲାର ଶୁଣାଣି ହାଇକୋର୍ଟରେ ହୋଇଥିବା ବେଳେ ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ବାଣିଜ୍ୟ ଓ ପରିଵହନ ବିଭାଗ ପକ୍ଷରୁ ଏକ ବିସ୍ତ୍ରୁତ ସତ୍ୟପାଠ ଦାଖଲ କରାଯାଇଛି। ଓଡିଶା…

୩ ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଜେଲ୍: ଚଳନ୍ତା କାରରେ ବିଧବାଙ୍କୁ କରିଥିଲେ ଗଣଦୁଷ୍କର୍ମ

ସୁନ୍ଦରଗଡ଼: ଆଜି ସୁନ୍ଦରଗଡ଼ ଜିଲ୍ଲା ଦୌରା ଜଜଙ୍କ ଅଦାଲତରେ ଏକ ଚାଞ୍ଚଲ୍ୟକର ଗଣଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି। ଚଳନ୍ତା କାରରେ ବିଧବା ମହିଳାଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ଯସ୍ତ କରି ୨୦ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡ…

୫୦ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ଜିତିବେ ଦୀପାଳି : ପ୍ରମିଳା ମଲ୍ଲିକ

ଭୁବନେଶ୍ବର: ଝାରସୁଗୁଡ଼ା ଭୋଟ୍ ପରେ ବିଜେଡି ପକ୍ଷରୁ ବଡ଼ ବୟାନ ଜାରି ହୋଇଛି। ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି, ୫୦ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ଜିତିବେ ଦୀପାଳି ଦାସ। ସେ ଆହୁରି କହିଛନ୍ତି, ଦୀପାଳି ଲୋକଙ୍କ ଦ୍ୱାରା ଆଦୃତ…

ଚଢ଼ାଉ ବେଳେ ତହସିଲ ଏନଫୋର୍ସମେଣ୍ଟ ଟିମକୁ ଆକ୍ରମଣ

ନୟାଗଡ଼ : ରଣପୁର ତହସିଲ ଏନଫୋର୍ସମେଣ୍ଟ ଟିମ୍‌କୁ ଆକ୍ରମଣ । ୨୦ରୁ ଅଧିକ ପଥର ମାଫିଆ ଆକ୍ରମଣ କରିଛନ୍ତି । ଜୋର ଜବରଦସ୍ତ ଗାଡି ନେଇଯିବା ସହ ଗାଡି ଚଢାଇ ମାରି ଦେବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଏଥିରୁ…