State

ଭୂଷଣ ଷ୍ଟିଲ ପ୍ଲାଣ୍ଟ କ୍ୱାର୍ଟର ୬ ମହଲା ଉପରୁ ପଡି ଦେଢ଼ ବର୍ଷର ଶିଶୁପୁତ୍ରର ମୃତ୍ୟୁ

ସମ୍ବଲପୁର : ଭୂଷଣ ଷ୍ଟିଲ ପ୍ଲାଣ୍ଟ କ୍ୱାର୍ଟର ୬ ମହଲା ଉପରୁ ପଡି ଦେଢ଼ ବର୍ଷର ଶିଶୁପୁତ୍ରର ମୃତ୍ୟୁ। ବାଲକୋନୀରେ ଖେଳୁଥିବା ବେଳେ ତଳକୁ ଖସି ପଡ଼ିଥିବା ସୂଚନା ମିଳିଛି । ଶିଶୁଟିକୁ ଝାରସୁଗୁଡା ମୁଖ୍ୟ ମେଡିକାଲରେ ମୃତ ଘୋଷଣା କଲେ…

ରମାଦେବୀ ବିଶ୍ବବିଦ୍ୟାଳୟକୁ ଦିଆଯିବ ୟୁନିଟ୍‌-୯ ବାଳିକା ହାଇସ୍କୁଲ ଜମି

ଭୁବନେଶ୍ବର: ବନ୍ଦ ହେବାକୁ ଯାଉଛି ରାଜଧାନୀର ଆଉ ଏକ ପୁରାତନ ଉଚ୍ଚ ବିଦ୍ୟାଳୟ। ୧୯୬୭ ମସିହାରେ ସହରର ଛାତି ଉପରେ ଗଢ଼ିଉଠିଥିବା ୟୁନିଟ୍‌-୯ ବାଳିକା ଉଚ୍ଚ ବିଦ୍ୟାଳୟରେ ସବୁଦିନ ଲାଗି ତାଲା ପକାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୫୭ ବର୍ଷ…

ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ଆୟକର ରେଡ୍

ଭୁବନେଶ୍ୱର: ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ରେଡ। କେନ୍ଦୁଝର , ଭୁବନେଶ୍ୱର ଏବଂ ପୈତୃକ ଗ୍ରାମ ନମ୍ବିରାରେ ଏକକାଳୀନ ଚଢ଼ାଉ କରାଯାଉଥିବା ସୂଚନା । ଭୁବନେଶ୍ଵରର ବାସ ଭବନରେ ମଧ୍ଯ ଚାଲିଛି ଚଢ଼ାଉ। ଟ୍ୟାକ୍ସ ଫାଙ୍କିବା ନେଇ ରେଡ…

ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ପରଲୋକ

ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ପରଲୋକ। ଆଜି ଅପରାହ୍ନରେ କଟକ ତଳତେଲେଙ୍ଗା ବଜ଼ାର ସ୍ଥିତ ଘରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ହେବ ସେ କର୍କଟ ଓ ଲିଭର…

କୂଅରୁ ଅର୍ଦ୍ଧଦଗ୍ଧ ମହିଳାଙ୍କ ଶରୀର ଉଦ୍ଧାର, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ତାରାସିଙ୍ଗି ଥାନା ଅନ୍ତର୍ଗତ ଗେରେଡା ଗାଁ ନିକଟ ପେଣ୍ଡୁରାବାଲି ଜଙ୍ଗଲ ନିକଟ କୂଅରୁ ଅର୍ଦ୍ଧଦଗ୍ଧ ମହିଳାଙ୍କୁ ଉଦ୍ଧାର। ପରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କର ମୃତ୍ୟୁ ହୋଇଛି । ମୃତ ମହିଳା ଜଣକ ନିକଟସ୍ଥ ଗେରେଡା ଗାଁର…

ପୂର୍ବତନ ସରପଞ୍ଚଙ୍କୁ ଗୁଳି କରି ହତ୍ୟା କଲେ ମାଓବାଦୀ

ଫୁଲବାଣୀ: କନ୍ଧମାଳ ଜିଲ୍ଲାର ଦୁର୍ଗମ ମାଓ ଅଧ୍ୟୁଷିତ ଅଞ୍ଚଳ କୁହାଯାଉଥିବା ଫିରିଙ୍ଗିଆ ବ୍ଲକ ଅଧୀନରେ ଥିବା ସୁମେରବନ୍ଧ ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁବଳ କହଁରଙ୍କୁ ଅତି ନିର୍ମମ ଭାବରେ ମାଓବାଦୀମାନେ ହତ୍ୟା କରି ପୁଣି ଥରେ ନିଜର ସ୍ଥିତି ଜାହିର କରିଛନ୍ତି।…

ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୪୨.୯ ଡିଗ୍ରୀ ‌ରେକର୍ଡ

ଭୁବନେଶ୍ବର: ଗରମ ଓ ଗୁଳୁଗୁଳିରେ ଦେହମୁଣ୍ଡ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଦେହରୁ ଝାଳ ଶୁଖୁନି କି ଘରେ କିମ୍ବା ବାହାରେ କେଉଁଠି ବି ଶାନ୍ତି ନାହିଁ। ତଣ୍ଟି ବାରମ୍ବାର ଶୁଖିଯାଉଛି। ଖରାରେ ୫ ମିନିଟ୍‌ ରହିଲେ, ଅଚେତ ହେବା ଭଳି ଲାଗୁଛି। ୩…

ମହୁମାଛି ଦଂଶନରେ ଜଣେ ମୃତ, ୧୯ ଗୁରୁତର

ନିଆଁ ଜାଳିବା କାଳ ହେଲା। ନିଆଁ ଧୂଆଁରେ ଉଗ୍ର ହୋଇ ଉଠିଲେ ମହୁମାଛି। ପରେ ଗୋଡ଼ାଇ ଗୋଡ଼ାଇ ଯାହାକୁ ପାରିଲେ, ତାକୁ ଦଂଶିଲେ। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୯ ଜଣ ଗୁରୁତର ଆହତ ହୋଇ ମେଡ଼ିକାଲ୍‌ରେ ଭର୍ତ୍ତି ହୋଇଛନ୍ତି।…

ଝାରସୁଗୁଡ଼ା ଉପନିର୍ବାଚନ: ଅପରାହ୍ନ ୫ଟା ସୁଦ୍ଧା ୬୮.୧୨ ପ୍ରତିଶତ ମତଦାନ

ଭୁବନେଶ୍ବର/ଝାରସୁଗୁଡ଼ା: ଆଜି ଅପରାହ୍ନ ୩ଟା ସୁଦ୍ଧା ଝାରସୁଗୁଡ଼ାରେ ୬୮.୧୨ ପ୍ରତିଶତ ମତଦାନ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି। ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବୁଧବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ…

ମା’କୁ ଜୀଅନ୍ତା ଜାଳି ଦେଲା ପୁଅ

ଯାଜପୁର: ଟଙ୍କା ପାଇଁ ମା’ ହେଲା ପର । ଯିଏ ପେଟ ଚିରି ଜନ୍ମ ଦେଇଥିଲା, ତାକୁ ହିଁ ଜୀଅନ୍ତା ଜାଳିଦେଲା ପୁଅ। ମା’ ଛଟପଟ ହୋଇ ମରିଯିବା ପରେ ଘଟଣାସ୍ଥଳରୁ ଫେରାର ହୋଇ ଯାଇଛି ନୃଶଂସ ପୁଅ। ଏପରି ଏକ…