ଶିମିଳିପାଳ ପରିଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଯଶିପୁର: ତିନିଦିନିଆ ମୟୂରଭଞ୍ଜ ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଗତକାଲି ରାଇରଙ୍ଗପୁରରେ ପହଞ୍ଚିଥିଲେ। ଏବଂ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ରାତିରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ରାଇରଙ୍ଗପୁର ମହୁଲଡ଼ିହାସ୍ଥିତ ବାସଭବନରେ ଅବସ୍ଥାନ କରିଥିବା ବେଳେ ଆଜି ସକାଳେ ଜଳଖିଆ…
