ମାଲକାନଗିରିରେ ଓଲଟିଲା ଟ୍ରାକ୍ଟର, ୩ ଜଣଙ୍କର ମୃତ୍ୟୁ
ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ବଡପୁଟ ଘାଟିରେ ଗତକାଲି ରାତିରେ ମର୍ମନ୍ତୁଦ ସଡ଼କ ଘଟିଛି। ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ଘାଟିରେ ଓଲଟି ପଡ଼ିବାରୁ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିତ୍ରକୋଣ୍ଡା ଉପଖଣ୍ଡ…
