ଲିଫ୍ଟ ଦେବା ଆଳରେ ଯୁବତୀଙ୍କୁ ଦୁଷ୍କର୍ମ ଓ ହତ୍ୟା
ପାରାଦୀପ : ଲିଫ୍ଟ ଦେବା ବାହାନାରେ ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା । ପାରାଦୀପରେ ମୃତ ମହିଳାଙ୍କ ପରିଚୟ ମିଳିଲା । ମୃତ ଯୁବତୀଙ୍କ ଘର ତିର୍ତ୍ତୋଲରେ । ଭଡ଼ାଟିଆ ଅଣଓଡ଼ିଆ ଯୁବକ ହିଁ ହତ୍ୟାକାରୀ । ଲିଫ୍ଟ ଦେବା ନାଁରେ…
ପାରାଦୀପ : ଲିଫ୍ଟ ଦେବା ବାହାନାରେ ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା । ପାରାଦୀପରେ ମୃତ ମହିଳାଙ୍କ ପରିଚୟ ମିଳିଲା । ମୃତ ଯୁବତୀଙ୍କ ଘର ତିର୍ତ୍ତୋଲରେ । ଭଡ଼ାଟିଆ ଅଣଓଡ଼ିଆ ଯୁବକ ହିଁ ହତ୍ୟାକାରୀ । ଲିଫ୍ଟ ଦେବା ନାଁରେ…
କଟକ: କଟକ ସର୍କଲ ଖଣି ଉପ ନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଫ୍ଲାଟରୁ ୪ କୋଟିରୁ ଅଧିକ ନଗଦ ଟଙ୍କା ଜବତ କଲା ଭିଜିଲାନ୍ସ। ଭିଜିଲାନ୍ସ ଉକ୍ତ ଟଙ୍କା ଜବତ କରିବା ସହ ତାଙ୍କ କଟକ କାର୍ଯ୍ୟାଳୟ ଓ ଭଦ୍ରକରେ ଥିବା ପୈତୃକ…
ଭଦ୍ରକ:ସାଇବର ଠକେଇ ଘଟଣାର ପର୍ଦ୍ଦାଫାସ କରିଛି ଭଦ୍ରକ ଟାଉନ ପୋଲିସ । ପୋଲିସ ୨ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସାଇବର ଠକେଇ ଘଟଣାର ପର୍ଦ୍ଦାଫାସ କରିଛି । ଦୁଇଟି ପୃଥକ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ଓ ଅନେକ…
ବିଧାନସଭାର ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଅଧିବେଶନ ଶେଷ ହୋଇଛି । ଏହି ଅଧିବେଶନରେ ବିରୋଧୀ ପ୍ରବଳ ହଟ୍ଟଗୋଳ ଯୋଗୁ ପ୍ରଶ୍ନକାଳ ଚାଲିବା ମୁସ୍କିଲ ହୋଇଥିଲା । ଏହି ଅଧିବେଶନ ଶେଷ ହେବା ପରେ ଗୃହକୁ ଆସନ୍ତା ମାର୍ଚ୍ଚ ୯ ତାରିଖ…
ଭୁବନେଶ୍ବର: ଦିନରେ ଖରା ଓ ସାମାନ୍ୟ ଗୁଳୁଗୁଳି ପରେ ସନ୍ଧ୍ୟାରେ ଟୁଇନ ସିଟିରେ ପ୍ରବଳ ବର୍ଷା ହୋଇଛି । କାଳବୈଶାଖୀ ପ୍ରଭାବରେ ଟୁଇନ ସିଟିରେ ବର୍ଷା ସହ ଘଡଘଡି ହୋଇଛି । ତେବେ ବର୍ଷା ପାଇଁ ଟୁଇନ ସିଟିକୁ ୩ଘଣ୍ଟାର ସର୍ତକତା…
କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା ସୀମାନ୍ତ ପଡ଼ୋଶୀ ରାଜ୍ୟ ତେଲେଙ୍ଗାନାରେ ନକ୍ସଲବାଦରେ ଏକ ଗୁରୁତ୍ୱପୂର୍ଣ୍ଣ ମୋଡ଼ ଦେଖିବାକୁ ମିଳିଛି। ଚାରି ଜଣ ଟପ କ୍ୟାଡର ମାଓନେତା ହିଂସା ପରିତ୍ୟାଗ କରି ମୁଖ୍ୟସ୍ରୋତକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି। ସରକାରୀ ସୂଚନା ଅନୁଯାୟୀ, ପଲିଟବ୍ୟୁରୋ…
ଭୁବନେଶ୍ବର : ଡ୍ରେନ୍ କାମ ବେଳେ ଅଘଟଣ । ଭୁବନେଶ୍ବର ବଡ଼ଗଡ଼ ଭୋଇସାହିରେ ଡ୍ରେନ କାମ ବେଳେ ଭୁଶୁଡ଼ିଲା କାନ୍ଥ । କାନ୍ଥ ଭୁଶୁଡି ଦୁଇଜଣଙ୍କ ମୃତ୍ୟୁ । ଅନ୍ୟ ୩ ଜଣ ଗୁରୁତର । ମୃତକ ଜଣଙ୍କର ପରିଚୟ ମିଳିଥିବା…
ଭୁବନେଶ୍ୱର : ଟ୍ବିନ୍ ସିଟିରେ ଘଡ଼ଘଡ଼ି ସହ ବର୍ଷା ନେଇ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ ଜିଲ୍ଲାକୁ ମଧ୍ୟ ୱାର୍ଣ୍ଣିଂ ଦିଆଯାଇଛି । ଗଜପତି, ରାୟଗଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର ପାଇଁ ମଧ୍ୟ…
ପୁରୀ: ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ପାଇଁ ରହିବେ ଦୁଇଟି ଟିମ୍ । ଏହି ଦୁଇଟି ଟିମ୍ ହେଲେ ତଦାରଖ ଦଳ ଓ କାର୍ଯ୍ୟାଵାହୀ ଦଳ । ଶ୍ରୀ ମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ବୈଠକ । ରାଜ୍ୟ ସରକାରଙ୍କ…
ଭୁବନେଶ୍ୱର : ଆରମ୍ଭ ହେବ ବାରିପଦାରୁ ଭୁବନେଶ୍ଵର ଏୟାର ଟ୍ୟାକ୍ସି ସେବା । ଆସନ୍ତା ମାର୍ଚ୍ଚ ପ୍ରଥମ ସପ୍ତାହରୁ ଆରମ୍ଭ ହେବାକୁ ଯାଉଛି ଏୟାର ଟ୍ୟାକ୍ସି ସେବା । ଆଜି ପୱନ ହଂସ କମ୍ପାନୀ ପକ୍ଷରୁ ଟ୍ରାଏଲ ରନ୍ ହୋଇଛି ।…