State

୩ ଲକ୍ଷ ୧୦ ହଜାର କୋଟିର ବଜେଟ୍; ଜାଣନ୍ତୁ କେଉଁ ବିଭାଗ ପାଇଁ କେତେ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାର ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ କରିଛନ୍ତି । ଗତବର୍ଷ ତୁଳନାରେ ବଜେଟ ଆକାରରେ…

୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପିତ, ଗତ ବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ମୋଟ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗତବର୍ଷ…

ବଜେଟରେ ୧୬ଟି ନୂଆ କାର୍ଯ୍ୟକ୍ରମକୁ ଅନୁମୋଦନ, ଭିବୀ ଜି ରାମ ଜି ଯୋଜନା ପାଇଁ ୫ହଜାର ୫ଶହ ୭୫ କୋଟି ଟଙ୍କା

ଭୁବନେଶ୍ୱର : ରାଜ୍ୟ ବଜେଟ 2026-27 ଉପ ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । ବଜେଟ ଆକାର 3 ଲକ୍ଷ 10 ହଜାର କୋଟି । ପ୍ରଶାସନିକ ଖର୍ଚ୍ଚ 1 ଲକ୍ଷ 14 ହଜାର କୋଟି । କାର୍ଯ୍ୟକ୍ରମ ଖର୍ଚ୍ଚ 1 ଲକ୍ଷ…

ବଜେଟ୍ ଉପସ୍ଥାପନ ପୂର୍ବରୁ ଦହି ଖାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ବିଧାନସଭାରେ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଆଗାମୀ ଆର୍ଥିକ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍‌ ଉପସ୍ଥାପନ ହୋଇଛି। ଆଜି ବଜେଟ୍‌…

ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ଶଙ୍ଖ ଭବନ ଠାରେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ, ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାମାନଙ୍କୁ ଭେଟିଥିଲେ । ଏହି ଅବସରରେ ଉଦ୍‌ବୋଧନ ଦେଇ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜୁ ଜନତା ଦଳ…

୧୧ ବର୍ଷ ପରେ ପୁଣି ପାଳନ ହେବ ହାଣ୍ଡିଭଙ୍ଗା ଯାତ

ଭୁବନେଶ୍ୱର: ଦୀର୍ଘ ୧୧ ବର୍ଷ ପରେ ପୁଣି ଅନୁଷ୍ଠିତ ହେବ ହାଣ୍ଡିଭଙ୍ଗା ଯାତ । ଏହାକୁ ସ୍ବଭାବିକ କରିବାକୁ କପିଳେଶ୍ୱରଙ୍କ ସେବାୟତମାନେ ସମ୍ମିଳିତ ଭାବେ ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ପୂରଣ ହେବ ଶ୍ରଦ୍ଧାଳୁ ଆଉ ସେବାୟତଙ୍କ ଦେବନୀତି ଦର୍ଶନର…

ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ୨୩ରୁ ରାଜ୍ୟରେ ବିଜୁଳି ଘଡଘଡି

ଭୁବନେଶ୍ୱର : ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି…

ପୁଣି ବଢିଲା ଡ୍ରପ୍ ଆଉଟ୍‌ ସଂଖ୍ୟା: ପାଠ ଛାଡ଼ିଛନ୍ତି ୧୫% ପିଲା

ଭୁବନେଶ୍ୱର: ଡ୍ରପ୍ ଆଉଟକୁ ନେଇ ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର। ପୁଣି ବଢିଲା ଡ୍ରପ୍ ଆଉଟ୍‌ ସଂଖ୍ୟା। ୨୦୨୪-୨୫ ଶିକ୍ଷାବର୍ଷ ତଥ୍ୟ ଅନୁସାରେ, ୧୫ ପ୍ରତିଶତ ପିଲା ପାଠ ଛାଡ଼ିଛନ୍ତି। ୧୨.୮%ରୁ ବଢି ୧୫% ହେଲା ଡ୍ରପ୍ ଆଉଟ୍‌ ସଂଖ୍ୟା। ୨୦୨୪-୨୫…

ଓୟୋ ହୋଟେଲ ରୁମରେ ମିଳିଲା ପ୍ରେମିକର ମୃତଦେହ

ଭୁବନେଶ୍ୱର: ଭୁବନେଶ୍ବର ଏୟାରଫିଲ୍ଡ ଥାନା ଅଞ୍ଚଳରେ ଅଭାବନୀୟ ଘଟଣା। ପ୍ରେମିକା ଆଗରେ ଗଲା ପ୍ରେମିକ ଜୀବନ। ଓୟୋରୁ ମିଳିଲା ସନ୍ଦେହଜନକ ମୃତଦେହ। ହୋଟେଲ୍‌ ରୁମ୍‌ରେ ଝୁଲୁଥିଲା ଇଂଜିନିୟରିଂ ଛାତ୍ରଙ୍କ ମୃତଦେହ। ମୃତ ଇଂଜିନିୟରିଂ ଛାତ୍ର ହେଲେ ବିବୁନା ପ୍ରଧାନ। ସଫ୍ଟୱେର ଇଞ୍ଜିନିୟର…

ମହାନଦୀ ପୋଲ ଉପରେ ଦୁଇ ଟ୍ରେନ ମୁହାଁମୁହିଁ ଖବର ମିଛ, ସ୍ପଷ୍ଟ କଲା ପୂର୍ବତଟ ରେଳବାଇ

କଟକ : ମେମୁ ଟ୍ରେନ୍ ମୁହାଁମୁହିଁ ଖବର ମିଛ । ସ୍ପଷ୍ଟ କଲା ପୂର୍ବତଟ ରେଳବାଇ । ରେଳବାଇର ବଡ଼ ସ୍ପଷ୍ଟୀକରଣ ପାନିକ ହୁଅନ୍ତୁ ନାହିଁ । ମହାନଦୀ ପୋଲ ଉପରେ ଦୁଇ ଟ୍ରେନ ଧକ୍କାରୁ ବର୍ତ୍ତିବା ନେଇ ଖବର ହୋଇଥିଲା…