ଦ୍ବାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ
ଭୁବନେଶ୍ୱର : ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପରିଚାଳିତ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା-୨୦୨୬ ଆଜି ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଯାଇଛି। ରାଜ୍ୟର ହଜାର ହଜାର ଛାତ୍ରଛାତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷାରେ ଅଂଶ ନେଉଛନ୍ତି। ଆଜି ସକାଳଠାରୁ ବିଭିନ୍ନ…
