ଚୋରା ମାଙ୍କଡ଼ା ପଥର ଖଣିକୁ ବିରୋଧ କରିବାରୁ ହତ୍ୟା
ନୟାଗଡ଼: ଚୋରା ମାଙ୍କଡ଼ା ପଥର ଖଣିକୁ ବିରୋଧ କରିବାରୁ ମୁଣ୍ଡ ଗଡ଼ିଲା । ଓଡ଼ଗାଁ ଥାନା ଅଞ୍ଚଳ ରେ ବିଭିନ୍ନ ସ୍ଥାନରେ ଚୋରା ମାଙ୍କଡ଼ା ପଥର ଖଣି ଚାଲି ଥିବା ବେଳେ, ଏହାକୁ ସ୍ଥାନୀୟ ଲୋକ ମାନେ ବିରୋଧ କରି ଆସୁଥିଲେ…
ନୟାଗଡ଼: ଚୋରା ମାଙ୍କଡ଼ା ପଥର ଖଣିକୁ ବିରୋଧ କରିବାରୁ ମୁଣ୍ଡ ଗଡ଼ିଲା । ଓଡ଼ଗାଁ ଥାନା ଅଞ୍ଚଳ ରେ ବିଭିନ୍ନ ସ୍ଥାନରେ ଚୋରା ମାଙ୍କଡ଼ା ପଥର ଖଣି ଚାଲି ଥିବା ବେଳେ, ଏହାକୁ ସ୍ଥାନୀୟ ଲୋକ ମାନେ ବିରୋଧ କରି ଆସୁଥିଲେ…
ଭୁବନେଶ୍ବର: ରାଜଧାନୀରେ ପୋଲିସର ‘ନାଇଟ୍ ଅପରେସନ’ ଆକ୍ସନ ମୋଡରେ କମିଶନରେଟ ପୋଲିସ । ଡିଜିପିଙ୍କ ସହ ଆଲୋଚନା ପରେ ଜୋରଦାର ହେଲା ନାଇଟ୍ ପେଟ୍ରୋଲିଂ ଓ ବ୍ଲକିଂ ଚେକିଂ । ବାଲିଅନ୍ତା ଘଟଣାକୁ ନେଇ ସମାଲୋଚନା ପରେ ଏବେ ସକ୍ରିୟ ହୋଇଛି…
ଧାମରା : ଭଦ୍ରକ ଜିଲ୍ଲା ଚାନ୍ଦବାଲି ସବଟ୍ରେଜେରୀରେ ଅର୍ଥ ତୋଷାରପାତ ଅଭିଯୋଗରେ ଆଜି ବାଲେଶ୍ୱର ଭିଜିଲାନ୍ସ ଟିମ ଚାନ୍ଦବାଲି ସବଟ୍ରେଜେରୀ ଅଫିସର ସହକାରୀ ଅଧିକାରୀଙ୍କ ସମେତ ୫ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି। ପ୍ରାପ୍ତ ଖବର ଅନୁଯାଇ ଚାନ୍ଦବାଲି ସବଟ୍ରେଜେରୀ ଅଧିକାରୀ…
ଭୁବନେଶ୍ୱର : ଆଇଆଇଟି କ୍ୟାମ୍ପସରେ ଅଘଟଣ। ବଏଜ୍ ହଷ୍ଟେଲର ବାଲକୋନୀରୁ ପଡ଼ି ଛାତ୍ର ମୃତ। ଘଟଣା ଘଟିଛି ଗତକାଲି ମଧ୍ୟରାତି ସମୟରେ। ମୃତ ଛାତ୍ର ଜଣକ ହେଉଛନ୍ତି ଆନ୍ଦ୍ରପ୍ରଦେଶର ତନିକୋଣ୍ଡା ନିଶାନ୍ତ କୁମାର। ନିଶାନ୍ତ ସେହି କଲେଜର ପିଏଚଡିର ଛାତ୍ର ଥିଲେ।…
ଭୁବନେଶ୍ବର: ପୁଣି ମହାପ୍ରଭୁଙ୍କୁ ଅସମ୍ମାନ କଲା ଇସ୍କନ। ଲଣ୍ଡନରେ ଆଜି ଇସ୍କନ ପକ୍ଷରୁ ମହାପ୍ରଭୁଙ୍କ ଅଦିନିଆ ସ୍ନାନ ଯାତ୍ରା ଆୟୋଜନ କରାଯାଇଛି । ଲଣ୍ଡନ ନିକଟ ୱାଟଫୋର୍ଡରେ ଥିବା ଇସ୍କନର ଭକ୍ତି ବେଦାନ୍ତ ମନ୍ଦିରରେ ଏହି ସ୍ନାନ ଯାତ୍ରା ହେଉଛି ।…
କଟକ : ୯୦ ବର୍ଷରେ ପଦାର୍ପଣ କଲା ଆକାଶବାଣୀ କଟକ କେନ୍ଦ୍ର । ଆସନ୍ତା ଜୁନ୍ ୮ ରେ ଆକାଶବାଣୀ କଟକ କେନ୍ଦ୍ର ତା’ର ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଛି । କଟକ ଦରଘା ବଜାର ସ୍ଥିତ ନେତାଜୀ ସଂସ୍କୃତି…
ଭୁବନେଶ୍ୱର : ମହିଳାଙ୍କ ସମାନତା ପାଇଁ ବିଜେଡିର ଆହ୍ୱାନ । ଆଜିଠାରୁ ୨୫ ତାରିଖ ଯାଏଁ ବିଜୁ ମହିଳା ଜନତା ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ ଆରମ୍ଭ । ମାଆର ଅଧିକାର ଓ ସ୍ୱାଧୀନତାର ସୁରକ୍ଷା ପାଇଁ ଲଢ଼େଇ ଚାଲିବ…
ଭୁବନେଶ୍ୱର : ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିଛି । ଆଜି ମଧ୍ୟ ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଉତ୍ତର ଓଡ଼ିଶା, ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ଅଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼,…
ବାଲିଅନ୍ତା: ଭୁବନେଶ୍ବର ବାଲିଅନ୍ତା ଅଞ୍ଚଳରେ ଉତ୍ତ୍ୟକ୍ତ ଲୋକେ କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ମାରିଦେବା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ସରକାର ଏହି ଘଟଣାରେ ୪ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି। ବାଲିଅନ୍ତା ଥାନା ଆଇଆଇସିଙ୍କୁ ବଦଳି କରାଯାଇଛି। ବାଲିଅନ୍ତା ଆଇଆଇସି…
ଭଦ୍ରକ : ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟି ଜଳି ଗଲା ଧୂପ କାରଖାନା । ଭଦ୍ରକ ଜିଲ୍ଲା ବନ୍ତ ତହସିଲ ଅନ୍ତର୍ଗତ କୁମ୍ଭାରିଆ ନିକଟରେ ସର୍ଟସର୍କିଟ ଯୋଗୁଁ ଧାନ ଓ ଚୂଡା ମିଲ ପରିସରରେ ଥିବା ଧୂପ କାରଖାନାରେ ହଠାତ୍ ନିଆଁ…