State

ଜାଗରରେ ଲିଙ୍ଗରାଜଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟବସ୍ଥା: ନକଲି ପାସ ଆଣିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଆମର କର୍ତ୍ତବ୍ୟ । ଲିଙ୍ଗରାଜ ମନ୍ଦିରରେ ସାମ୍ୱାଦିକ ସମ୍ମିଳନୀରେ କହିଛନ୍ତି CP । ପୋଲିସ ଅଧିକାରୀମାନେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ କରେଇବା ସହ ଭଲ ବ୍ୟବହାର କରିବେ ସେଥି ପ୍ରତି ଆମର ନଜର ରଖିବା…

କେନ୍ଦୁଝରରେ ୧୦୦ କୋଟିର ଟେକ୍ସଟାଇଲ୍ ପାର୍କର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର : କେନ୍ଦୁଝର ଜିଲ୍ଲାରେ ଶିଳ୍ପ ବିବିଧତା ଏବଂ ଡିଜିଟାଲ୍ ଭିତ୍ତିଭୂମି ବିକାଶରେ ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟ ଯୋଡି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ ଏବଂ ୧୮୭ କୋଟି…

ମଣିନାଥପୁର ମଶାଣିରୁ ୫ ଶବ ଚୋରି

ଭଦ୍ରକ : ମଶାଣିରୁ ଶବ ଚୋରି । ପୁଣି ଥରେ ବହୁ ଚର୍ଚ୍ଚିତ ମଣିନାଥପୁର ମଶାଣିରୁ ୫ ଶବ ଚୋରି ହୋଇଛି । ଏହା ପୂର୍ବରୁ ୫ ଥର ଚୋରି ହୋଇଥିଲେ ସୁଦ୍ଧା ଏଯାଏ ରାକେଟ କି ଅଭିଯୁକ୍ତଙ୍କୁ ପୋଲିସ ଧରିପାରିନାହିଁ…

ବୃନ୍ଦାବନରରୁ ଗିରଫ ହେଲା ଚୌଦ୍ଵାର ମଣ୍ଡଳ କାରାଗାରରୁ ଫେରାର ଅପରାଧୀ

ଚୌଦ୍ଵାର : ଧରା ପଡ଼ିଲା ଚୌଦ୍ଵାର ମଣ୍ଡଳ କାରାଗାରରୁ ଫେରାର ଆସାମୀ । ଦୁଇ ଫେରାର କଏଦୀଙ୍କ ମଧ୍ୟରୁ ମଧୁକାନ୍ତ ରାଣାକୁ ଉତ୍ତର ପ୍ରଦେଶରୁ ଗିରଫ କଲା କମିଶନରେଟ ପୋଲିସ । ବିଶେଷ ସୂତ୍ରରୁ ଖବର ପାଇ ଗତକାଲି ଏକ ନିର୍ଦ୍ଦିଷ୍ଟ…

୮ ମନ୍ଦିରରୁ ସିରିଜ ଚୋରି, ଲୁଟି ନେଲେ ଦେବଦେବୀଙ୍କ ଅଳଙ୍କାର

ବାଲୁଗାଁ: ବାଲୁଗାଁରେ ବଜାରରେ ମାତିଲେ ଲୁଟେରା ଗ୍ୟାଙ୍ଗ । ରାତିରେ ୫ଟି ସ୍ଥାନରେ ୮ ମନ୍ଦିରରୁ ସିରିଜ ଲୁଟ । ଲୁଟି ନେଲେ ମନ୍ଦିରର ଦେବଦେବୀଙ୍କ ଲକ୍ଷାଧିକ ଟଙ୍କାର ସୁନାରୁପା ଅଳଙ୍କାର । ଦାନ ବାକ୍ସ ମଧ୍ୟ ଭାଙ୍ଗି ଟଙ୍କା ଲୁଟି…

ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ଲିଙ୍ଗରାଜ ମନ୍ଦିର, ରାତି ୧୦ରେ ଉଠିବ ମହାଦୀପ

ଭୁବନେଶ୍ବର: ରାତି ପାହିଲେ ଜାଗର । ଚଳଚଞ୍ଚଳ ଲିଙ୍ଗରାଜ ମନ୍ଦିର । ରାତି ୧୦ଟାରେ ଉଠିବ ଲିଙ୍ଗରାଜ ପ୍ରଭୁଙ୍କ ମହାଦୀପ । ଲକ୍ଷାଧିକ ଲୋକଙ୍କ ସମାଗମକୁ ନଜର ରଖି ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଶୃଙ୍ଖଳିତ ଦର୍ଶନ…

ମହୁମାଛି ଆକ୍ରମଣରେ ଜଣେ ମୃତ, ୬ ଆହତ

ଭୁବନେଶ୍ବର: ମହୁମାଛି ନେଲା ଜୀବନ । କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଜାଗୁଳାଇପଡା ଗାଁରେ ଅଘଟଣ ଘଟିଛି । ମୃତକ ହେଲେ ବୈଲୋଚନ ବିଶ୍ବାଳ । ଗତକାଲି ମହୁମାଛି ଆକ୍ରମଣରେ ୬ଜଣ ଆହତ ହୋଇଥିଲେ । ସମସ୍ତଙ୍କୁ ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

ଆରଆଇଙ୍କୁ ବାଲି ମାଫିଆଙ୍କ ଆକ୍ରମଣ

ଜଳେଶ୍ବର: ଆରଆଇଙ୍କୁ ବାଲି ମାଫିଆଙ୍କ ଆକ୍ରମଣ । ବାଲେଶ୍ବର ଜିଲ୍ଲା ବାଲିଆପାଳ ତହସିଲ ଅଧିନ ଶ୍ରୀରାମପୁର ଆରଆଇ ସରୋଜିନୀ ଟୁଡୁଙ୍କୁ ବାଲି ମାଫିଆଙ୍କ ଆକ୍ରମଣ ଅଭିଯୋଗରେ ତଦନ୍ତ ଚଳାଇଛି ପୋଲିସ । ମାଫିଆଙ୍କ ବିରୋଧରେ କାର୍ଯ୍ଯାନୁଷ୍ଠାନ ପାଇଁ ବାଲିଆପାଳ ଥାନାରେ ଲିଖିତ…

ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ, ୩ ଗିରଫ

ବରଗଡ଼: ମାନସିକ ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ବାପ, ପୁଅ ଓ ଜ୍ବାଇଁ ଗିରଫ। ବରଗଡ଼ ଜିଲ୍ଲା ଭେଡେନ ଥାନା ରେମଣ୍ଡା ପଂଚାୟତରେ ଚାଞ୍ଚଲ୍ୟ । ଜଣେ ମାନସିକ ଭିନ୍ନକ୍ଷମ ଯୁବତୀଙ୍କୁ ୩ଜଣ ମିଶି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି…

ପୋଲିସ ଘରୁ, ଲୁଟିନେଲେ ଲକ୍ଷାଧିକ ଟଙ୍କା ଓ ଅଳଙ୍କାର

ଯାଜପୁର: ପୋଲିସ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ । ଦିନ ଦ୍ୱିପ୍ରହରରେ ଲୁଟିନେଲେ ଲକ୍ଷାଧିକ ଟଙ୍କା ସହ ସୁନା ରୁପା ଅଳଙ୍କାର । ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଜାରକା ଝାଲସୁଖା ସ୍ଥିତ ଜଣେ ପୋଲିସ କର୍ମଚାରୀଙ୍କ ଘରୁ ଲୁଟ ହୋଇଛି…