State

ଶ୍ରୀ ଜଗନ୍ନାଥଙ୍କ ଖାତାକୁ ଫେରିଲା ଅମୃତ ମଣୋହି ଜମି: ରାଜସ୍ୱ ପର୍ଷଦ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି ଓ ଦେବୋତ୍ତର ସମ୍ପତ୍ତିର ସୁରକ୍ଷା ଦିଗରେ ବୋର୍ଡ ଅଫ୍ ରେଭେନ୍ୟୁ, କଟକଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରାଯାଇଛି। ଓ.ଏସ୍.ଏସ୍. କେସ୍ ନଂ. ୬୫୮/୨୦୨୨ରେ ରାଜସ୍ବ ପର୍ଷଦ, କଟକ ଏକ ମାମଲାର ଶୁଣାଣି କରି…

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ, ରାଜ୍ୟର ବିକାଶ ନେଇ କଲେ ଆଲୋଚନା

ଭୁବନେଶ୍ୱର: ଗୁରୁବାର ଦିନ ନୂଆଦିଲ୍ଲୀରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଭେଟି ରାଜ୍ୟର ବିକାଶ ସମ୍ବନ୍ଧୀୟ ବିଷୟ ଉପରେ ଆଲୋଚନା କରିଛନ୍ତି।ଏହି ସାକ୍ଷାତ ସମୟରେ ରାଜ୍ୟପାଳ ଓଡ଼ିଶାରେ କେନ୍ଦ୍ର ସରକାରଙ୍କ…

ବାପାଙ୍କ ବେକକୁ ବ୍ଲେଡ୍‌ରେ କାଟି ହତ୍ୟା ଉଦ୍ୟମ, ପୁଅ ଗିରଫ

ଗୁଡ଼ାରୀ: ରାୟଗଡ଼ା ଜିଲା ଗୁଡ଼ାରୀ ବ୍ଲକ ପେଣ୍ଡିଲି ଗ୍ରାମପଞ୍ଚାୟତ ଅନ୍ତର୍ଗତ ଡି.ପେଣ୍ଡିଲି ଗ୍ରାମରେ ବାପା-ପୁଅଙ୍କ ମଧ୍ୟରେ ଥିବା ବିବାଦରୁ ଜଣେ ବୃଦ୍ଧଙ୍କ ବେକକୁ ବ୍ଲେଡ୍‌ରେ କାଟି ଦେବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଗୁଡ଼ାରୀ ପୁଲିସ ଅଭିଯୁକ୍ତ ପୁଅ…

ଆସନ୍ତା ଶିକ୍ଷାବର୍ଷରୁ ବଦଳିବ ନବମ ଶ୍ରେଣୀ ପାଠ୍ୟପୁସ୍ତକ

କଟକ : ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟରେ ବଦଳିବ ନବମ ଶ୍ରେଣୀର ପାଠ୍ୟପୁସ୍ତକ । ଜାତୀୟ ଶିକ୍ଷାନୀତି ୨୦୨୦, ଜାତୀୟ ପାଠ୍ୟଚର୍ଯ୍ୟା ଢାଞ୍ଚା ୨୦୨୩ ଏବଂ ଓଡ଼ିଶା ପାଠ୍ୟଚର୍ଯ୍ୟା ଢାଞ୍ଚା ୨୦୨୫ ସହ ସମନ୍ୱୟ ରଖି ଏହି ପରିବର୍ତ୍ତନ ହେଉଛି । ଏନେଇ…

ନିୟମିତ ହେଲେ ଜୁନିୟର ଶିକ୍ଷକ, ୨୦୨୬ ଜାନୁଆରୀ ୧ରୁ ହେବ ଲାଗୁ

ଭୁବନେଶ୍ୱର : ନିୟମିତ ହେଲେ ଜୁନିୟର ଶିକ୍ଷକ (ସ୍କିମାଟିକ) । ଏହି ନିୟମିତକରଣ ୧ ଜାନୁଆରୀ ୨୦୨୬ରୁ ଲାଗୁ ହେବ । ୨୦୨୩-୨୪ ଶିକ୍ଷାବର୍ଷରେ ଯୋଜନାଭିତ୍ତିକ ଭାବେ ନିଯୁକ୍ତ ଜୁନିୟର ଶିକ୍ଷକଙ୍କ ନିୟମିତକରଣ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଗୁରୁତ୍ୱପୂର୍ଣ୍ଣ…

କାଜୁ ବଗିଚାରୁ ଯୁବକ-ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନବରଙ୍ଗପୁର : କାଜୁ ବଗିଚାରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର । ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ଥାନା ମୋକିଆ ଗାଁରେ ଅଭାବନୀୟ ଘଟଣା । ଏକ କାଜୁ ବାଡ଼ରୁ ଜଣେ ଯୁବକ ଓ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାରକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ…

ହାଇକୋର୍ଟରେ ବିଚାରପତି ପଦ ପୂରଣ ଦାବିରେ ବାର୍ ଆସୋସିଏସନର ଆନ୍ଦୋଳନ

କଟକ: ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ଅଭାବକୁ ନେଇ ଆଜି ଆନ୍ଦୋଳନାତ୍ମକ ପଦକ୍ଷେପ ନେଇଛି ହାଇକୋର୍ଟ ବାର୍ ଆସୋସିଏସନ୍ । ବିଚାରପତିଙ୍କ ଖାଲି ପଦବୀ ଶୀଘ୍ର ପୂରଣ ଦାବିରେ ଆଇନଜୀବୀମାନେ ଆଜି କୋର୍ଟ କାର୍ଯ୍ୟରୁ ବିରତ ରହିଛନ୍ତି । ବାର୍ ଆସୋସିଏସନ୍‌ର ପ୍ରତିନିଧିମାନେ…

ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ଶ୍ରୀମନ୍ଦିର ଉତ୍ତର ଦ୍ବାରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

ପୁରୀ: ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଏବଂ ବୟସ୍କ ଭକ୍ତମାନଙ୍କ ସୁଗମ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଉତ୍ତର ଦ୍ୱାରରେ ସ୍ୱତନ୍ତ୍ର ବ୍ୟବସ୍ଥା ଆୟୋଜନ କରାଯାଉଛି । ଶ୍ରୀମନ୍ଦିରର ଉତ୍ତର ଦ୍ୱାର ଗୁମୁଟ ଠାରୁ କୂର୍ମ ବେଢ଼ା ପର୍ଯ୍ୟନ୍ତ ରାମ୍ପ୍ ଏବଂ ରେଲିଂ…

ସାଳନ୍ଦୀରେ ପୁଣି ବନ୍ୟା, ୫ ଦିନ ହେଲା ଜଳବନ୍ଦୀ ୪୦ରୁ ଅଧିକ ପରିବାର

ଭଦ୍ରକ: ସାଳନ୍ଦୀ ନଦୀରେ ଆସିଥିବା ଷଷ୍ଠ ବନ୍ୟା ଯୋଗୁଁ ବେହାଲ ହୋଇପଡ଼ିଛି ଭଦ୍ରକ ଜିଲ୍ଲା । ତିହିଡି ବ୍ଲକ ବାରସର ପଞ୍ଚାୟତର ୪ଟି ଗାଁର ଲୋକେ ଗତ ୫ ଦିନ ହେବ ଜଳବନ୍ଦୀ ଜୀବନ ବିତାଉଛନ୍ତି । ବନ୍ୟା ପାଣି ଘେରରେ…

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୨ ମୃତ, ୬ ଆକ୍ରାନ୍ତ

ସୋରଡ଼ା: ଗଞ୍ଜାମ ଧରାକୋଟ ପଟାଶାଳ ମଳିକ ସାହିରେ ଝାଡ଼ାବାନ୍ତିର ଆତଙ୍କ ଦେଖିବାକୁ ମିଳିଛି । ଝାଡ଼ାବାନ୍ତିରେ ୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଆକ୍ରାନ୍ତ ମାନଙ୍କୁ ବ୍ରହ୍ମପୁର MKCGରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। କାହିଁକି…