State

ମଧ୍ୟାହ୍ନ ଭୋଜନରୁ ବାହାରିଲା ଝିଟିପିଟି , ୩୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ

ଡେଲାଙ୍ଗ:ମଧ୍ୟାହ୍ନ ଭୋଜନରୁ ମିଳିଲା ଝିଟିପିଟି । ଛାତ୍ରଛାତ୍ରୀମାନେ ଖାଦ୍ୟ ଖାଉଥିବା ବେଳେ ସେଥିରେ ଏକ ମଲା ଝିଟିପିଟି ଦେଖିଥିଲେ । ଏପରି ଘଟଣା ଘଟିଛି ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଅରାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ । ତେବେ ଝିଟିପିଟି ପଡିଥିବା…

ଦୀଘା ନିକଟରେ ସ୍ଥଳଭାଗ ଛୁଇଁଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ପଶ୍ଚିମବଙ୍ଗର ଦୀଘା ନିକଟରେ ସ୍ଥଳଭାଗ ଛୁଇଁଛି । ପଶ୍ଚିମ ବଙ୍ଗୋପସାଗର ନିକଟରେ ଥିବା ଡିପ୍ ଡିପ୍ରେସନ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୭ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ…

ଆକାଉଣ୍ଟ ଖାଲି କରିଦେଲେ ସାଇବର୍ ଲୁଟେରା, ଗ୍ୟାସ ବୁକିଂ ପାଇଁ ଡାଉନଲୋଡ୍ କରିଥିଲେ ଆପ୍

ଭୁବନେଶ୍ୱର : ଗ୍ୟାସ ବୁକିଂ ପାଇଁ ଡାଉନଲୋଡ୍ କରିଥିଲେ ଆପ୍ । ହେଲେ ଆପ୍ ଡାଉନଲୋଡ୍ କରିବା ମାତ୍ରେ ଖାଲି ହୋଇଗଲା ବ୍ୟାଙ୍କ ଆକାଉଣ୍ଟ । ହଜାରେ କି ଦୁଇ ହଜାର ନୁହେଁ । ପାଖାପାଖି ୨ ଲକ୍ଷ ୯୧ ହଜାର…

ସରିଲା ମୁଖ୍ୟମନ୍ତ୍ରୀଙ୍କ ୧୯ତମ ଜନଅଭିଯୋଗ ଶୁଣାଣି: ୧୮ ପାଳିରେ ୯୬ ପ୍ରତିଶତ ଅଭିଯୋଗର ସମାଧାନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣିର ୧୯ତମ ପାଳି ସୋମବାର ଛଅ ଜଣ ମନ୍ତ୍ରୀଙ୍କ ଉପସ୍ଥିତିରେ ଶେଷ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜଣାଇଛନ୍ତି ଯେ, ପୂର୍ବରୁ ହୋଇଥିବା ୧୮ଟି ପାଳିରେ ମୋଟ ଅଭିଯୋଗ ମଧ୍ୟରୁ ୯୬ ପ୍ରତିଶତର ସମାଧାନ କରାଯାଇଛି।ସେ…

ସ୍କୁଲରେ ୫ମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ଚମ୍ପୁଆ : କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ୍‌ ଚନ୍ଦ୍ରଶେଖରପୁର ପଞ୍ଚାୟତର ସିଲିପୁଞ୍ଜି ସରକାରୀ ଆବାସିକ ବିଦ୍ୟାଳୟରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ତେବେ ଏଭଳି ଅଚାନକ ମୃତ୍ୟୁକୁ ନେଇ ପରିବାର ସଦସ୍ୟ ପ୍ରଶ୍ନଚିହ୍ନ ଲଗାଇଛନ୍ତି। ସୂଚନାନୁସାରେ, ବାଦାମପାହାଡ଼ ଥାନା…

ବହୁ ଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା: ଆତ୍ମସମର୍ପଣ କଲେ ତତ୍କାଳୀନ ଡିଏଫ୍ଓ ସଂଗ୍ରାମ ବେହେରା

ପାରଳାଖେମୁଣ୍ଡି : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ସୋମବାର ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ପାରଳାଖେମୁଣ୍ଡିର ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରା ପାରଳାଖେମୁଣ୍ଡି SDJM କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଏହାପରେ ବହୁଚର୍ଚ୍ଚିତ ଏହି ମାମଲା ପୁଣି…

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ

ଭୁବନେଶ୍ୱର : ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ । ପୁସ୍ତକ ତ୍ରୁଟିକୁ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପୁସ୍ତକ ତ୍ରୁଟିକୁ…

ଲଗାଣ ବର୍ଷା ଯୋଗୁଁ ବନ୍ଦ ହେଲା ବାବା ପଞ୍ଚଲିଙ୍ଗେଶ୍ୱରଙ୍କ ଦର୍ଶନ

ନୀଳଗିରି : ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଭକ୍ତଙ୍କ ପାଇଁ ସ୍ପର୍ଶ ଦର୍ଶନ ବନ୍ଦ । ଲଗାଣ ବର୍ଷା ଯୋଗୁଁ ପାହାଡ଼ିଆ ଝରଣାର ଜଳସ୍ତର ହଠାତ୍ ବୃଦ୍ଧି ପାଇଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି । ପରିସ୍ଥିତି ସୁଧୁରିବା ପର୍ଯ୍ୟନ୍ତ…

ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ ନାଳରୁ ପାଣି ଉଠାଇବା ବେଳେ ବୁଡିଗଲେ ନାବାଳିକା

ବାଲେଶ୍ଵର: ଶ୍ରାବଣ ସୋମବାରରେ ଅଘଟଣ । ପରିବାର ଲୋକଙ୍କ ଆଗରେ ବୁଡିଗଲେ ନାବାଳିକା । ବାଲେଶ୍ଵର ଚାନ୍ଦିପୁର ଥାନା ଅନ୍ତର୍ଗତ ବଡକିଆ ପାଗ ନାଳରୁ ପାଣି ନେଇ ଝଡେଶ୍ୱର ମନ୍ଦିରକୁ ଜଳାଭିଷେକ ପାଇଁ ଆସୁଥିଲେ ନାବାଳିକା । ପରିବାର ଲୋକଙ୍କ ସହ…

ଧଉଳି ସୁପରଫାଷ୍ଟ ଏକ୍ସପ୍ରେସରେ ନିଆଁ, ଯାତ୍ରୀ ଆତଙ୍କିତ

ବାଲେଶ୍ଵର: ପୁରୀରୁ ହାଓ୍ଵଡ଼ା ଅଭିମୁଖେ ଯାଉଥିବା ଧଉଳି ଏକ୍ସପ୍ରେସରେ ହଠାତ୍ ନିଆଁ ଲାଗିଯିବାରୁ ଆତଙ୍କ ସୃଷ୍ଟି ହୋଇଛି । ବାଲେଶ୍ଵର ଜିଲ୍ଲା ମାର୍କୋଣା ରେଳ ଷ୍ଟେସନ ନିକଟରେ ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ଯାତ୍ରୀମାନେ ଭୟଭୀତ ହୋଇପଡ଼ିଥିଲେ । ଜୀବନ ବିକଳରେ…