State

ବିଜେଡିର ୧୨ ଟି ସାଂଗଠନିକ ଜିଲ୍ଲାର ନୂଆ କମିଟି ଗଠିତ

ଭୁବନେଶ୍ୱର : ୧୨ ଟି ସାଂଗଠନିକ ଜିଲ୍ଲାର ନୂଆ କମିଟି ଗଠନ କଲା ବିଜେଡି । ପୂର୍ବରୁ ୧୧ଟି ଜିଲ୍ଲାର କମିଟି ଗଠିତ ହୋଇଥିଲା । ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଆଜି ୧୨ ଜିଲ୍ଲା ଯଥା…

ଆତ୍ମସମର୍ପଣ କଲେ ୧୫ ମାଓବାଦୀ, ମାଓମୁକ୍ତ ହେଲା ବୌଦ୍ଧ ଜିଲ୍ଲା

କନ୍ଧମାଳ : ଟପ ମାଓ ନେତା ନିଖିଲ ଓ ଇନ୍ଦୁଙ୍କ ସମେତ ୧୫ ଜଣ ମାଓବାଦୀ ରାୟଗଡ଼ା ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି I ଓଡିଶା ରାଜ୍ୟ କମିଟି ସଦସ୍ୟ ସି. ପି. ଆଇ (ମାଓବାଦୀ) ନିଖିଲ (ନିରଞ୍ଜନ ରାଉତ ),…

ସହରାଞ୍ଚଳରେ ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର : ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର ା ସହରାଂଚଳରେ ବସବାସ କରୁଥିବା ସ୍ବଳ୍ପଆୟକାରୀ ବର୍ଗର ଲୋକଙ୍କୁ ଘର ଭଡ଼ା ଦେବେ ସରକାର । ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ । ସରକାରୀ ଘର…

ବିଶ୍ୱସ୍ତରୀୟ ଇକୋ ଟୁରିଜମ୍ ହବ୍ ପାଲଟିବ ସାତକୋଶିଆ ଆଭୟାରଣ୍ୟ

ଅନୁଗୋଳ: ବଦଳିବ ଅନୁଗୋଳ ଜିଲ୍ଲାରେ ଥିବା ସାତକୋଶିଆ ଅଭୟାରଣ୍ୟର କଳେବର । ବିଶ୍ୱସ୍ତରୀୟ ଇକୋ ଟୁରିଜମ୍ ହବ୍ ପାଲଟିବ ସାତକୋଶିଆ ଆଭୟାରଣ୍ୟ । ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟରେ ତିଆରି ହେବ ଅତ୍ୟାଧୁନିକ ଭିତ୍ତିଭୂମି । ଏନେଇ ସୂଚନା ଦେଇଛନ୍ତି…

ଛାତ୍ରୀନିବାସରୁ ଦୁଇ ଅନ୍ତେବାସୀ ନିଖୋଜ

ମୟୂରଭଞ୍ଜ: ହଷ୍ଟେଲରୁ ଗାଏବ ଦୁଇ ଅନ୍ତେବାସିନୀ । ୧୪ ଘଣ୍ଟା ପରେବି ମିଳୁନି ପତ୍ତା । ମୟୂରଭଞ୍ଜ ଜିଲ୍ଲା ଉଦଳା ବ୍ଲକ ରାଢୋ କେଜିବିଭି ବିଦ୍ୟାଳୟର ଘଟଣା । ଷଷ୍ଠରୁ ଯୁକ୍ତ ଦୁଇ ପର୍ଯ୍ୟନ୍ତ ୧୫୮ ଜଣ ଛାତ୍ରୀ ହଷ୍ଟେଲରେ ରୁହନ୍ତି…

ନାବାଳିକାକୁ ଅସଦାଚରଣ ପରେ ହତ୍ୟା

ରାଉରକେଲା : ରାଉରକେଲା ସହରର ପୁଣି ଲଜ୍ଜ୍ୟା । ନାବାଳିକାକୁ ଅସଦାଚରଣ ପରେ ହତ୍ୟା । ରାଉରକେଲା ବିଶ୍ରା ଥାନା ଅଞ୍ଚଳର ଜଣେ ୧୦ମ ଶ୍ରେଣୀ ଛାତ୍ରୀଙ୍କୁ ହତ୍ୟା ଅଭିଯୋଗ ହୋଇଛି । ଗତକାଲି ସ୍କୁଲକୁ ଯାଇ ଆଉ ଫେରିନଥିଲେ ଛାତ୍ରୀ…

ଗୋଷ୍ଠୀ ସଂଘର୍ଷ: ଜଣେ ମୃତ, ୩ ଗୁରୁତର

ବରଗଡ଼: ବରଗଡ଼ ହାଟପଦା ସାଇ ମନ୍ଦିର ନିକଟରେ ଗୋଷ୍ଠୀ ସଂଘର୍ଷ । ଜଣେ ମୃତ, ୩ ଜଣ ଗୁରୁତର । ଗୋଷ୍ଠୀ ସଂଘର୍ଷର କାରଣ ଅସ୍ପଷ୍ଟ ରହିଛି। ଗତକାଲି୨ ଗୋଷ୍ଠୀ ମଧ୍ୟରେ ପ୍ରଥମେ ବଚସା ଓ ପରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା…

ଡ୍ରାଗନ ଦୋଳି ଛିଡ଼ି ୪ ଗୁରୁତର

ପୋଲସରା: ଛିଡ଼ିଲା ମୀନାବଜାରର ଡ୍ରାଗନ ଦୋଳି। ଦୁର୍ଘଟଣାରେ ଚାରିରୁ ଉର୍ଦ୍ଧ୍ବ ଗୁରୁତର। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଦେଓଗାଁରେ ଚାଲିଥିବା ନାମଯଜ୍ଞରେ ଅଘଟଣ । ଯାତ୍ରାରେ ଲାଗିଥିବା ମୀନାବଜାର ଡ୍ରାଗନ ଟ୍ରେନ ଦୋଳିର ଗୋଟିଏ ବଗି ଛିଣ୍ଡିଯାଇ ୭ଜଣ ଆହତ ହୋଇଥିଲେ…

ପୋଲିସ ଗୁଳିରେ ଟଳିଲା କୁଖ୍ୟାତ ମାଓବାଦୀ

ମାଲକାନଗିରି: ପୋଲିସ ଗୁଳିରେ କୁଖ୍ୟାତ ମାଓବାଦୀ ନିହତ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା ତରେମ ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ପୋଲିସ ଏନକାଉଣ୍ଟରରେ ଦକ୍ଷିଣ ବସ୍ତର ମାଓ ସଂଗଠନର DVCM କ୍ୟାଡର କୁଖ୍ୟାତ…

ଆଇଏଏସ ସ୍ତରରେ ବଡ଼ ଅଦଳବଦଳ

ଭୁବନେଶ୍ୱର : ଆଇଏଏସ ସ୍ତରରେ ବଡ଼ ଅଦଳବଦଳ । ଉନ୍ନୟନ କମିଶନର ଦେଓ ରଞ୍ଜନ କୁମାର ସିଂହଙ୍କୁ ଷ୍ଟିଲ ଓ ମାଇନ୍ସ ବିଭାଗର ଅତିରିକ୍ତ ଦାୟିତ୍ବ ମିଳିଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ…