State

ପତ୍ନୀଙ୍କ ସହ ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ପତ୍ନୀ ମଧ୍ୟ ରାଷ୍ଟ୍ରପତିଙ୍କୁ ଭେଟିଥିଲେ । ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ।…

ପୁର୍ନେଶ୍ବର ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି

ରାଇରଙ୍ଗପୁର: ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି । ମୟୂରଭଞ୍ଜ ଗସ୍ତରେ ଯାଇ ରାଇରଙ୍ଗପୁର ଠାରେ ପୁର୍ନେଶ୍ବର ମନ୍ଦିରରେ ଝାଡୁ ମାରିଛନ୍ତି । ରାଇରଙ୍ଗପୁରରେ ପହଞ୍ଚିବା ପରେ ସେଠାରୁ ମନ୍ଦିର ଯାଇ ବାବା ପୁର୍ନେଶ୍ୱରଙ୍କ ଦର୍ଶନ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

ଆସନ୍ତାକାଲିଠୁ ଭୁବନେଶ୍ବରରେ ଦୁଇ ଦିନିଆ ବ୍ଲାକସ୍ବାନ ସମିଟ୍ କାର୍ଯ୍ୟକ୍ରମ

ଭୁବନେଶ୍ବର: ଓଡିଶାକୁ ବିଶ୍ବସ୍ତରୀୟ ଡିଜିଟାଲ ଫାଇନାନ୍ସ ହବ୍ କରିବା ଲକ୍ଷ୍ୟରେ ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ବ୍ଲାକସ୍ବାନ ସମିଟ୍ । ଭୁବନେଶ୍ବରରେ ଦୁଇ ଦିନ ଧରି ଚାଲିବାକୁ ଥିବା ଏହି ସମିଟ୍ ରେ ଅର୍ଥନୀତି, ଟେକ୍ନଲୋଜି, ଶିକ୍ଷା ଓ ନୀତି…

ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ୬ ନାବାଳକଙ୍କୁ ବାନ୍ଧିଲା ପୁଲିସ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ତୁରେକେଲାରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୬ ନାବାଳକ ଗିରଫ । ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଭିଡିଓ ଭାଇରାଲ ପରେ ପୋଲିସ୬ ଜଣ ନାବାଳକଙ୍କୁ ଗିରଫ କରିଛି । ଆଜି ଉତ୍ତରାଞ୍ଚଲ ଡିଆଇଜି ହିମାଂଶୁ ଲାଲ…

ଏଣିକି ହ୍ବାଟସଆପରେ ମିଳିବ ରାଜସ୍ବ ସେବା

ଭୁବନେଶ୍ୱର : ହ୍ବାଟସଆପରେ ମିଳିବ ରାଜସ୍ବ ସେବା । ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ୨୪ ଘଣ୍ଟିଆ ସେବା ଯୋଗାଇବ ରାଜସ୍ୱ ବିଭାଗ । ଜମି ଜମା ବାବଦରେ ସମସ୍ତ ଅଭିଯୋଗ ଓ ଆବେଦନ ଗ୍ରହଣ…

ଜିଲ୍ଲା ଘୋଷଣା ଦାବିରେ ୧୨ ଘଣ୍ଟିଆ ଆଠଗଡ ବନ୍ଦ

ଆଠଗଡ: ଜିଲ୍ଲା ମାନ୍ୟତା ଦାବିରେ ଆଠଗଡରେ୧୨ ଘଣ୍ଟିଆ ବନ୍ଦର ପ୍ରଭାବ । ଦୋକାନ ବଜାର ବନ୍ଦ ରହିବା ସହ ଗାଡି ଚଳାଚଳ ଠପ ହୋଇଛି । ଆଠଗଡ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସକାଳ ୬ରୁ ସଂନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ…

ଶ୍ବେତଗଙ୍ଗାରେ ପିଣ୍ଡଦାନ ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କଲେ ମହାମହିମ

ପୁରୀ : ପୁରୀରେ ରାଷ୍ଟ୍ରପତି । ଶ୍ବେତଗଙ୍ଗାରେ ପିଣ୍ଡଦାନ ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି ଦ୍ରୌପଦୀ ମୁର୍ମୁ । ସକାଳ ୭ଟା ୪୦ ମିନିଟରେ ସିଂହଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ । ଅରୁଣ ସ୍ତମ୍ଭରେ ମୁଣ୍ଡିଆ ମାରି ଭିତରେ…

ଫାଷ୍ଟଫୁଡ଼ ଦୋକାନୀଙ୍କୁ ପିଟିପିଟି ହତ୍ୟା

ଭଞ୍ଜନଗର : ସାମାନ୍ୟ ବଚସାରୁ ନୃଶଂସ କାଣ୍ଡ । ଫାଷ୍ଟଫୁଡ଼ ବ୍ୟବସାୟୀଙ୍କୁ ପିଟିପିଟି ହତ୍ୟା । ଭଞ୍ଜନଗର ଥାନା ଅନ୍ତର୍ଗତ ବାଉଁଶଲୁଣ୍ଡି ଗାଁ ନିକଟରେ ଘଟିଛି ଅଘଟଣ । ମୃତ ବ୍ୟବସାୟୀ ହରେକୃଷ୍ଣ ସ୍ବାଇଁ । ଗତକାଲି ଜଣେ ଯୁବକ ହରେକୃଷ୍ଣଙ୍କ…

କୋଣାର୍କ ଉପକୂଳରେ ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ

କୋଣାର୍କ: କୋଣାର୍କ ସମୁଦ୍ର ଉପକୂଳରେ ବିରଳ ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ଫେବୃୟାରୀ ୨ ତାରିଖ ପର୍ଯ୍ୟନ୍ତ ୧୯ଟି ବସାରେ ସମୁଦାୟ ୨୦୭୭ ଅଣ୍ଡା ସଂଗୃହିତ କରାଯାଇ ଅସ୍ଥାୟୀ ପ୍ରଜନନ କେନ୍ଦ୍ରରେ ରଖାଯାଇଛି । ଏହି ଅଣ୍ଡାଗୁଡିକ…

୧୫ ସୁଦ୍ଧା ଶିଶୁ ବାଟିକାରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଯୋଗାଇ ଦିଆଯିବ ମାଗଣା ପୋଷାକ

ଭୁବନେଶ୍ୱର: ରାଜ୍ୟର ପ୍ରାକ୍-ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ ଓ ଆକର୍ଷଣୀୟ କରିବା ପାଇଁ ଓଡ଼ିଶା ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଏଣିକି ସରକାରୀ ବିଦ୍ୟାଳୟରେ ପଢୁଥିବା ‘ଶିଶୁ ବାଟିକା’ର ଛାତ୍ରଛାତ୍ରୀଙ୍କୁ ମଧ୍ୟ ମାଗଣା ପୋଷାକ ଓ ଆନୁଷଙ୍ଗିକ ସାମଗ୍ରୀ ଯୋଗାଇ…