State

ଆତ୍ମସମର୍ପଣ କଲା କ୍ୟାଡର ମାଓବାଦୀ ସୁକରାମ

ମାଲକାନଗିରି: କ୍ୟାଡର ମାଓବାଦୀ ସୁକରାମର ଆତ୍ମସମର୍ପଣ। SLR ଓ ବିପୁଳ ମାଓ ସାମଗ୍ରୀ ସହ ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ। ଏରିଆ କମିଟି ମେମ୍ବର ସୁକରାମ ମୁଣ୍ଡ ଉପରେ ଥିଲା ୨୧ ଲକ୍ଷର ପୁରସ୍କାର। ଓଡ଼ିଶା, ଛତିଶଗଡ଼ରେ ବିଭିନ୍ନ ହିଂସାକାଣ୍ଡରେ ସାମିଲ ଥିଲା…

ମହାନଦୀ ଟ୍ରିବ୍ୟୁନାଲ କାର୍ଯ୍ୟକାଳ ଆଉ ୯ ମାସ ବୃଦ୍ଧି କରିବାକୁ କେନ୍ଦ୍ର ସରକାରଙ୍କୁ ରାଜ୍ୟର ଚିଠି

ଭୁବନେଶ୍ୱର: ମହାନଦୀ ଟ୍ରିବ୍ୟୁନାଲ କାର୍ଯ୍ୟକାଳ ଆଉ ୯ ମାସ ବୃଦ୍ଧି କରିବାକୁ କେନ୍ଦ୍ରକୁ ରାଜ୍ୟର ଚିଠି । କାର୍ଯ୍ୟକାଳ ବଢାଇଲେ ଚିଠି ଲେଖିଲେ ରାଜ୍ୟ ସରକାର। ମହାନଦୀ ଟ୍ରିବ୍ୟୁନାଲର କାର୍ଯ୍ୟକାଳ ୯ ମାସ ବୃଦ୍ଧି କରିବାକୁ କେନ୍ଦ୍ରକୁ ଚିଠି ଲେଖିଲେ ରାଜ୍ୟ…

୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା, ପ୍ରକାଶିତ ହେଲା ସ୍ବତନ୍ତ୍ର ନିୟମାବଳୀ

ଭୁବନେଶ୍ବର: ପ୍ରକାଶ ପାଇଲା ଯୁକ୍ତ ୨ ନିୟମାବଳୀ । ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଥିଓରୀ ପରୀକ୍ଷା । ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଛି । ହେଲେ ପରୀକ୍ଷା କେନ୍ଦ୍ରକୁ ମୋବାଇଲ ସମେତ ଅନ୍ୟ ବୈଦ୍ୟୁତିକ ସରଞ୍ଜାମ…

ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଆସନ୍ତାକାଲି ଶ୍ଵେତଗଙ୍ଗାରେ କରିବେ ପିଣ୍ଡଦାନ

ପୁରୀ: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ।ଆଜି ପୁରୀରେ ରାତ୍ରି ଯାପନ କରିବା ନେଇ ସୂଚନା ରହିଛି। ବୁଧବାର ସକାଳ ୭ଟା ସମୟରେ ପୁରୀର ବାଲିସାହି ଶ୍ଵେତଗଙ୍ଗା ଠାରେ ପିଣ୍ତ ଦାନ କରିବାର କାର୍ଯ୍ୟକ୍ରମ ରହିଛି। ପିଣ୍ତଦାନ କରିବା ପରେ…

ସହରାଞ୍ଚଳ ନିର୍ବାଚନ ପ୍ରସଙ୍ଗରେ ପିସିସି ସଭାପତିଙ୍କ ବଡ ବୟାନ

ଭୁବନେଶ୍ବର: ନୂଆ ପୌର ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାଚନ ପ୍ରସଙ୍ଗରେ ବଡ ବୟାନ ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି ଯେ ପୌର ଏବଂ ଏନ୍‌ଏସି ନିର୍ବାଚନ ବାଲଟ୍‌ ପେପରରେ କରିବାକୁ ଦାବି କରିଛନ୍ତି। ଏହି…

ସୁବୁଦ୍ଧି ପାଟଣା ଗାଁରେ ଜଳ ସଙ୍କଟ: ପଞ୍ଚାୟତ ଅଫିସ ଘେରିଲେ ଗ୍ରାମବାସୀ

ବାଣପୁର: ଖରାଦିନେ ସାଧାରଣତଃ ପାନୀୟ ଜଳ ସମସ୍ୟା ଦେଖାଦେଇଥାଏ। ଚିଲିକା ବ୍ଲକ ବଡ଼କୁଳ ପଞ୍ଚାୟତ ସୁବୁଦ୍ଧି ପାଟଣା ଗାଁରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗାଁରେ ୧୦୦ ପରିବାରକୁ ମାତ୍ର ୨ ଟି ଷ୍ଟାଣ୍ଡ ପୋଷ୍ଟ ରହିଛି। ଗାଁରେ ନଳକୂପ ଥିଲେ…

ତାରାତାରିଣୀ ପୀଠରୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା ଶୁଭାରମ୍ଭ

ଭୁବନେଶ୍ୱର :‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା ଶୁଭାରମ୍ଭ ହୋଇଛି।। ଆଜି ଗଞ୍ଜାମ ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ୨ ଶହ ବର-କନ୍ୟାଙ୍କ ସାମୁହିକ ବିବାହ କରାଯାଇଛି। ସେପଟେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…

୯ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ୨ ବର୍ଷ ଜେଲ୍

ଭୁବନେଶ୍ୱର : ଓଡ଼ିଶାରେ ପ୍ରଥମଥର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ସଜା । ୯ ଅନୁପ୍ରବେଶକାରୀ ବାଂଲାଦେଶୀଙ୍କୁ ୨ ବର୍ଷ ଜେଲ୍ । ସଜା ଶୁଣାଇଛନ୍ତି ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍। ଏହାସହ ୧୦ ହଜାର ଟଙ୍କା ଲେଖାଏଁ ଜରିମାନା କରାଯାଇଛି। ଜରିମାନା ଅନାଦେୟ ହେଲେ…

ଚାନ୍ଦିପୁଟରେ ଗୋଷ୍ଠୀ ସଂଘର୍ଷ, ୧୦ ଆହତ

ଗଜପତି : ଗଜପତି ଜିଲ୍ଲା ମୋହନା ଥାନା ଚାନ୍ଦିପୁଟରେ ଗୋଷ୍ଠୀ ସଂଘର୍ଷ । ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ଆକ୍ରମଣ ଅଭିଯୋଗ । ଗୋଷ୍ଠୀ ସଂଘର୍ଷ ଯୋଗୁଁ ୧୦ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ବ୍ରହ୍ମପୁର…

ଭିନ୍ନକ୍ଷମ ସ୍କୁଲ ୱାର୍ଡେନଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

କଳାହାଣ୍ଡି: କଳାହାଣ୍ଡିରେ ଲଜ୍ଜା । ସ୍ପେଶାଲ ସ୍କୁଲରେ ପାପର ପସରା, ପୋଲିସ ତଦନ୍ତ ଆରମ୍ଭ । କଳାହାଣ୍ଡିର ଭିନ୍ନକ୍ଷମ ସ୍କୁଲରେ ସାଂଘାତିକ କାଣ୍ଡ । ୱାର୍ଡେନଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ । ଭିନ୍ନକ୍ଷମ ଛାତ୍ରୀଙ୍କୁ ଅସଦାଚରଣ ଭଳି ସାଂଘାତିକ ଅଭିଯୋଗ…