ବଜେଟ୍କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ
ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ବଜେଟ୍ ଉପରେ ମୁଁ ମୋର ନିରାଶା ପ୍ରକାଶ କରୁଛି। ବଜେଟ୍ରେ…
