ଉଦଯାପିତ ହେଲା ଗୋପାଳପୁର ବେଳାଭୂମି ମହୋତ୍ସବ, ଶେଷ ସନ୍ଧ୍ୟାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଧୂମଧାମରେ ସରିଲା ଗୋପାଳପୁର ବେଳାଭୂମି ମହୋତ୍ସବ। ଶେଷ ସନ୍ଧ୍ୟାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଜିଲ୍ଲାବାସୀଙ୍କୁ ୪୯୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୫୦ କୋଟି ଟଙ୍କାର ୧୫ ଟି…
