State

ବେକାରୀ ସମସ୍ୟାକୁ ନେଇ ରାଜରାସ୍ତାରେ ଗର୍ଜିଲା ଭଞ୍ଜସେନା

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାରେ ବେକାରୀ ସମସ୍ୟାକୁ ନେଇ ରାଜରାସ୍ତାରେ ଗର୍ଜିଲା ଯୁବଛାତ୍ର ସଂଗଠନ ଭଞ୍ଜସେନା । ରୋଜଗାର ଦିଅ ନାରା ଦେଇ ବାରିପଦା ମଧୁବନ ଠାରୁ ବିଶାଳ ଶୋଭାଯତ୍ରାରେ ବାହାରି ସହର ପରିକ୍ରମା କରିଥିଲେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ…

କୋଇଲା ଖଣି ବନ୍ଦ କଲା କମ୍ପାନୀ, ଜିଲ୍ଲାପାଳଙ୍କ ଅଫିସ ଘେରିଲେ ଶ୍ରମିକ

ସମ୍ବଲପୁର: ବିଭିନ୍ନ ସମସ୍ୟା ନେଇ ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ । ଖିଣ୍ଡା ଅଞ୍ଚଳରେ ଥିବା ଏନଏଲସି କମ୍ପାନୀର କାର୍ଯ୍ୟ କରୁଥିବା ଶ୍ରମିକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି । ଅଭିଯୋଗ କମ୍ପାନୀ ୨ ନମ୍ବର ଓ ୩ ନମ୍ବର କୋଇଲା…

ଗୋପାଳପୁର ବେଳାଭୂମି ମହୋତ୍ସବ ଉଦଘାଟନ କଲେ ରାଜ୍ୟପାଳ

ବ୍ରହ୍ମପୁର : ଗୋପାଳପୁର କେବଳ ଏକ ଆକର୍ଷଣୀୟ ବେଳାଭୂମି ଗନ୍ତବ୍ୟସ୍ଥଳ ନୁହେଁ, ଏହା ଏପରି ଏକ ସ୍ଥାନ ଯେଉଁଠାରେ ଇତିହାସ ବର୍ତ୍ତମାନ ସହିତ ମିଶିଛି ଏବଂ ପରମ୍ପରା ପ୍ରଗତି ସହିତ ହାତରେ ହାତ ମିଳାଇ ଚାଲିଛି । ଆମର ଉପକୂଳ କେବଳ…

‘ଓଡ଼ିଶାରେ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବା ପାଇଁ ଆମ ସରକାର ସଂକଳ୍ପବଦ୍ଧ’

ଭୁବନେଶ୍ବର: ଆମ ସରକାରଙ୍କ ନୀତି-ଭିତ୍ତିକ ଆଭିମୁଖ୍ୟ ଓଡ଼ିଶାରେ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବା ସହ ଏକ ସୁଦୃଢ଼ ଶିଳ୍ପ ପରିବେଶ ସୃଷ୍ଟି କରିବା ପାଇଁ ସଂକଳ୍ପବଦ୍ଧ। ଆଜି ରାଉରକେଲାଠାରେ ଆୟୋଜିତ ‘ଏଣ୍ଟରପ୍ରାଇଜ୍ ଓଡ଼ିଶା’ କାର୍ଯ୍ୟକ୍ରମରେ ବିଭିନ୍ନ ଶିଳ୍ପଦ୍ୟୋଗୀ ଓ ଅଂଶୀଦାରମାନଙ୍କ ସହ ସକାରାତ୍ମକ…

ବିସ୍ଫୋରଣରେ ମହିଳା ମୃତ, ୨ ଗୁରୁତର

ବାଲିପାଟଣା: ମଙ୍ଗଳବାର ବିଳମ୍ବିତ ରାତିରେ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ନରିଶୋରେ ବେଆଇନ ଭାବେ ଚାଲିଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଜଣ ଗୁରୁତର ହୋଇଛନ୍ତି। ବିସ୍ଫୋରଣ ଏତେ…

ବୋଲଗଡ଼ ବିଡିଓଙ୍କୁ ହଟାଇବାକୁ ଦାବି, ଏକାଠି ହେଲେ ଶତାଧିକ ଲୋକ

ବେଗୁନିଆ: ଜୋର ଧରିଲା ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବି । ବୋଲଗଡ଼ ବିଡିଓ ସୁମନସୁଧା କୁଣ୍ଡୁଙ୍କ ବିରୋଧରେ ଏକାଠି ହେଲେ ଶତାଧିକ ଲୋକ । ବିଶାଳ ଶୋଭାଯାତ୍ରାରେ ବଜାର ପରିକ୍ରମା ସହିତ ବିଡିଓଙ୍କୁ ନିଲମ୍ବନ କରିବାକୁ ଦାବି କରିଛନ୍ତି । ଏନେଇ…

ଓଜେଇଇ ୨୦୨୬ ପାଇଁ ପଞ୍ଜୀକରଣ ଆରମ୍ଭ, ମେ’ ରେ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପାଇଁ ପଞ୍ଜୀକରଣ ପ୍ରକ୍ରିୟା ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି। ମେ ମାସରେ ପ୍ରବେଶିକା ପରୀକ୍ଷା ହେବା ନେଇ ଜଣାପଡ଼ିଛି। ପୂର୍ବରୁ ପ୍ରକାଶିତ ସରକାରୀ କାର୍ଯ୍ୟସୂଚୀ ଅନୁଯାୟୀ, ଓଜେଇଇ ୨୦୨୬ ପାଇଁ ପଞ୍ଜୀକରଣ ଲିଙ୍କ୍…

ନଵନିର୍ମାଣ କୃଷକ ସଂଗଠନର ୮ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ, କିଛି ଜିଲ୍ଲାରେ ଦେଖିବାକୁ ମିଳିଲା ପ୍ରଭାବ

ଭୁବନେଶ୍ବର: ଧାନକିଣା ଅବ୍ୟବସ୍ଥା, ଯାନବାହନ ପ୍ରଦୂଷଣ ସାର୍ଟିଫିକେଟ୍‌ ଆଳରେ ମାତ୍ରାଧିକ ତଣ୍ଡ ଆଦାୟ, ଟାଟା କମ୍ପାନିର ମନମାନି ବିରୋଧରେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବନିର୍ମାଣ କୃଷକ ସଂଗଠନ। ଆଜି ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ୮ ଘଣ୍ଟିଆ…

ସଂପ୍ରସାରଣ ହେବ ହିଣ୍ଡୋଲକୋ ଆଲୁମିନା ପ୍ଲାଣ୍ଟ, ସୃଷ୍ଟି ହେବ ୧୫ ଲକ୍ଷ ନୂଆ ନିଯୁକ୍ତି

ଭୁବନେଶ୍ୱର : ସଂପ୍ରସାରଣ ହେବ ସମ୍ବଲପୁର ଲପଙ୍ଗା ସ୍ଥିତ ହିଣ୍ଡୋଲକୋ ଆଲୁମିନା ପ୍ଲାଣ୍ଟ । ୨୭ହଜାର କୋଟି ଟଙ୍କା ବ୍ୟୟରେ ହେବ ସଂପ୍ରସାରଣ । ଏହା ମାଧ୍ୟମରେ ୫୦୧୨ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ସମ୍ବଲପୁର ଲପଙ୍ଗା ହିଣ୍ଡୋଲକୋ ଆଲୁମିନା ପ୍ଲାଣ୍ଟରେ…

ଖଣ୍ଡଗିରି ମେଳାରେ ମାତିଛନ୍ତି ବଞ୍ଜାରା ଗ୍ୟାଙ୍ଗ୍, ପୋଲିସ ନାକେଦମ

ଭୁବନେଶ୍ବର: ଖଣ୍ଡଗିରି ମେଳାରେ ମାତିଛନ୍ତି ବଞ୍ଜାରା ଗ୍ୟାଙ୍ଗ୍ । ଭିଡ଼ରେ ଆତଙ୍କ ଖେଳାଉଛନ୍ତି । ଆଖି ପିଛୁଳାକେ ଗାଏବ କରୁଛନ୍ତି ଦର୍ଶକଙ୍କ ମୋବାଇଲ, ପର୍ସ ଓ ସୁନା ଅଳଙ୍କାର । ଲୁଟପାଟ କରି ଲୋକଙ୍କ ନିଦ ହଜାଇବା ସହ ପୋଲିସକୁ ନାକେଦମ…