State

ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ, ସବଡିଭିଜନସ୍ତରରେ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ନେଇ ଆସିଲା ବଡ ଅପଡେଟ୍ । ରାଜ୍ୟର ନିର୍ଦ୍ଧାରିତ ସମୟରେ ପଞ୍ଚାୟତ ନିର୍ବାଚନ ହେବା ନେଇ ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର । ୫ ବର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ ।…

ଗଣତନ୍ତ୍ର ଦିବସରେ ଆମିଷ ବିକ୍ରି ଉପରୁ ହଟିଲା କଟକଣା

ଭୁବନେଶ୍ୱର: ସାଧାରଣ ଜନତାଙ୍କ ତୀବ୍ର ସମାଲୋଚନା ପରେ କୋରାପୁଟ ପ୍ରଶାସନ ରବିବାର ଗଣତନ୍ତ୍ର ଦିବସରେ ଆମିଷ ବିକ୍ରି ଉପରୁ କଟକଣା ହଟାଦେଇଛନ୍ତି। “କୋରାପୁଟ ଜିଲ୍ଲାରେ ୭୭ତମ ଗଣତନ୍ତ୍ର ଦିବସ ପାଳନ ଅବସରରେ ମାଂସ, କୁକୁଡ଼ା, ମାଛ, ଅଣ୍ଡା ଏବଂ ଅନ୍ୟାନ୍ୟ ନିରାମିଷ…

ଦୀର୍ଘ ଦିନର ଚିକିତ୍ସା ପରେ ଏମ୍ସରେ ଶେଷ ନିଃଶ୍ୱାସ ଛାଡିଲେ ଅଭିଜିତ ମଜୁମଦାର

ଭୁବନେଶ୍ୱର: ପ୍ରବୀଣ ଓଡ଼ିଆ ସଂଗୀତ ରଚୟିତା ଅଭିଜିତ ମଜୁମଦାରଙ୍କ ରବିବାର ଦିନ ଏମ୍ସ ଭୁବନେଶ୍ୱରରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗତ ବର୍ଷ ଶେଷ ଆଡ଼କୁ ସ୍ୱାସ୍ଥ୍ୟଗତ ସମସ୍ୟା ପରେ ସେ ପ୍ରମୁଖ ମେଡିକାଲ ଇନଷ୍ଟିଚ୍ୟୁଟ ଏମ୍ସରେ ଦୀର୍ଘ ସମୟ ଧରି…

ଗୋରୁ ମାଫିଆଙ୍କ ଘରେ ରେଡ୍, ସାଢେ ୪ କୋଟି ଟଙ୍କା ଠାବ

କେନ୍ଦୁଝର: ଚାଲିଛି ଅପରେସନ୍ ଗୋରକ୍ଷା । ଏହି ସମୟରେ ଅଭିଯୁକ୍ତଙ୍କ ଘରୁ ଓ ଆକାଉଣ୍ଟରୁ ପୁଳା ପୁଳା ଟଙ୍କା ମିଳୁଛି । ଶନିବାର କେନ୍ଦୁଝର ସଦର ଥାନା ଅଧିକାରୀ ଅମିତ ଭୂୟାଁଙ୍କ ନେତୃତ୍ବରେ ଏକ ଟିମ୍‌ ସହରର ଦୁଢ଼ିଆଛକ ଓ ରାଙ୍କି…

ଶ୍ରମ ଅଧିକାରୀ ପରିଚୟ ଦେଇ ମହିଳାଙ୍କଠାରୁ ୩୦ ଲକ୍ଷରୁ ଅଧିକ ଟଙ୍କା ଲୁଟ୍; ଲେଟି ଲୁଟେରାକୁ ବାନ୍ଧିଲା ପୋଲିସ

ଉଦଳା : ନିଜକୁ ଶ୍ରମ ବିଭାଗର ବଡ଼ ଅଧିକାରୀ କହି ମହିଳାମାନଙ୍କୁ ଟାର୍ଗେଟ କରି ଲୁଟୁଥିଲା ମହିଳା । ହେଲେ ଅଭିଯୋଗ ପରେ ଖୋଲିଯାଇଛି ଫୋର ଟୋଣ୍ଟି ମହିଳାଙ୍କ ଅସଲ ମୁଖା । ଆଉ ଏବେ ପୋଲିସ କବଜାରେ ଠକ ମହିଳା…

ବଡ଼ବିଲ ବ୍ୟାଙ୍କ ଡକାୟତି: ଧାନବାଦରୁ ୨ ମୁଖ୍ୟ ଅଭିଯୁକ୍ତ ଗିରଫ

ଯୋଡ଼ା : ବଡ଼ବିଲରୁ ବ୍ୟାଙ୍କ ଡକାୟତି, ଧାନବାଦରୁ ୨ ମୁଖ୍ୟ ଅଭିଯୁକ୍ତ ଗିରଫ । ୨୮୮ ଗ୍ରାମ ସୁନା, ଦୁଇଟି ସ୍କର୍ପିଓ ଓ ୪ ଟି ମୋବାଇଲ ଜବତ । କେନ୍ଦୁଝର ବଡ଼ବିଲ ସ୍ଥିତ ବ୍ୟାଙ୍କ ଅଫ ମହାରାଷ୍ଟ୍ରରୁ ଡକାୟତି ଘଟଣାରେ…

ଶ୍ରୀମନ୍ଦିରରେ ନାବାଳକକୁ ମାଡ଼, ସଂଜ୍ଞାହୀନ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ପୁରୀ: ଶ୍ରୀମନ୍ଦିରରେ ନାବାଳକକୁ ମାଡ଼ । ପରିବାର ସହ ଜଗନ୍ନାଥ ଦର୍ଶନ କରିବାକୁ ଆସିଥିବାବେଳେ ଶ୍ରୀମନ୍ଦିର ବାହାର କାଠ ନିକଟରେ ନାବାଳକକୁ ପୋଲିସର ମାଡ଼ ଅଭିଯୋଗ । ତାଙ୍କ କାନରେ ଗଭୀର ଆଘାତ ଲାଗିଛି । ଚିକିତ୍ସା ପାଇଁ ପୁରୀ ହସ୍ପିଟାଲରେ…

ଗୋ ମାଫିଆଙ୍କ ଘରେ ଚଢ଼ାଉ, ବ୍ୟାଙ୍କ ବାଲାନ୍ସ ଦେଖି ପୋଲିସ ତାଜୁବ

କେନ୍ଦୁଝର: ଗୋ ମାଫିଆଙ୍କ ଘରେ ରେଡ୍ । ବ୍ୟାଙ୍କ ବାଲାନ୍ସ ଦେଖି ପୋଲିସ ତାଜୁବ । କେନ୍ଦୁଝର ପୋଲିସ ପକ୍ଷରୁ ଗୋ ମାପିଆଙ୍କ ବ୍ୟାଙ୍କ ଆକାଉଣ୍ଟ ଓ ଲକରର ଯାଞ୍ଚ ଚାଲିଛି । ସମୁଦାୟ ୫ଟି ଜିଲ୍ଲାରେ ଗୋ ମାଫିଆଙ୍କର ୨୦୦…

କଲେଜ ଛକ ନିକଟରେ ଯୁବକଙ୍କୁ ମାରି ଫିଙ୍ଗିଦେଲେ

ପୁରୀ: ପୁରୀରେ ଗଡ଼ିଲା ମୁଣ୍ଡ । ଟାଉନ ଥାନା ଅନ୍ତର୍ଗତ କଲେଜ ଛକ ନିକଟରେ ହତ୍ୟାକାଣ୍ଡ ଘଟିଛି । ମୃତକଙ୍କ ନାଁ ଗୁନା । ସେ ଜଳେଶ୍ବର ଅଞ୍ଚଳର । ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି ।…

ସରିଲାଣି ଟୋକନ ଅବଧି: ମଣ୍ଡିକୁ ଆସୁନି ଗାଡ଼ି

ସୁବର୍ଣ୍ଣପୁର: ସରିଲାଣି ଟୋକନ ଅବଧି । ମଣ୍ଡିକୁ ଆସୁନି ଗାଡ଼ି । ସହଯୋଗ କରୁନାହାନ୍ତି ମିଲର୍ସ । ସୁବର୍ଣ୍ଣପୁର ଜିଲ୍ଲାର ୯୨ଟି ପ୍ୟାକ୍ସରେ ପଡିରହିଛି ଧାନ । ମିଲର୍ସ ଗାଡି ପଠାଉନଥିବାରୁ ଶୀତ କାକରରେ ଧାନ ପଡିରହିଛି । ଚିନ୍ତାରେ ଚାଷୀ|…