State

ଆଗୁଆ ହେବ ପଞ୍ଚାୟତ ନିର୍ବାଚନ; ଇସାରା ଦେଲେ ବିଜେପି ରାଜ୍ୟ ମୁଖିଆ

ଭୁବନେଶ୍ବର: ରାଜ୍ୟରେ ଆଗୁଆ ପଞ୍ଚାୟତ ନିର୍ବାଚନ ସମ୍ଭାବନା ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ସେ କହିଛନ୍ତି ​ ଯେ ଆସନ୍ତାବର୍ଷ ଜନଗଣନା ହେବାର ଥିବାରୁ ସେଥିଲାଗି ଆଗୁଆ ପଞ୍ଚାୟତ ନିର୍ବାଚନ ହେବାର ସମ୍ଭାବନା ରହିଛି। ନିର୍ଦ୍ଧାରିତ…

ନିଜ ନିର୍ବାଚନ ମଣ୍ଡଳୀରେ ଅରବିନ୍ଦ ମହାପାତ୍ରଙ୍କ ଶକ୍ତି ପ୍ରଦର୍ଶନ

ପାଟକୁରା : ଦଳରୁ ନିଲମ୍ବନ ପରେ ପ୍ରଥମଥର ନିର୍ବାଚନ ମଣ୍ଡଳୀରେ ଶକ୍ତି ପ୍ରଦର୍ଶନ କରିଛନ୍ତି ବିଧାୟକ ଅରବିନ୍ଦ ମହାପାତ୍ର । ଶକ୍ତି ପ୍ରଦର୍ଶନ ସହ ନବୀନଙ୍କୁ ନିଶାଣ କଲେ ଅରବିନ୍ଦ । ବିଜୁ ଜନତା ଦଳରୁ ନିଲମ୍ବନ ପରେ ପ୍ରଥମ ଥର…

କଂଗ୍ରେସ ଛାଡ଼ିଲେ ମୋକିମଙ୍କ ୪୧ ସମର୍ଥକ

ଭୁବନେଶ୍ୱର: ପୁଣି ପିସିସି ସଭାପତିଙ୍କ ନେତୃତ୍ୱକୁ ନେଇ କଂଗ୍ରେସରେ ବିବାଦ । ୪୧ଜଣ କଂଗ୍ରେସ କର୍ମୀ ଯେଉଁମାନେ କି ମୋକିମଙ୍କ ସମର୍ଥକ ସେମାନେ ଆଜି ଇସ୍ତଫା ଦେଇଛନ୍ତି । ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ନିଲମ୍ବନ ହେବା ଦିନରୁ ଏମାନେ…

ଆଉ ସୋମବାର ହେବନି ସରକାରୀ ବୈଠକ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ କଡା ନିର୍ଦ୍ଦେଶ ଯେ ଏଣିକି ସୋମବାର ଦିନ କୌଣସି ସରକାରୀ ବୈଠକ ହେବନାହିଁ । ସବୁ ବିଭାଗକୁ ମୁଖ୍ୟ ଶାସନ ସଚିବ ଏନେଇ ନିର୍ଦ୍ଦେଶ ଜାରି କରିଛନ୍ତି । ପ୍ରତ୍ୟେକ ସୋମବାର ଦିନ…

ସ୍କୁଟିକୁ ଧକ୍କା ଦେଲା ଆମ ବସ୍‌, ଚାଳକ ଆହତ

ଭୁବନେଶ୍ବର: ରାଜଧାନୀରେ ଦୁର୍ଘଟଣା ପରେ ଦୁର୍ଘଟଣା ଘଟାଇ ଚାଲିଛି ଆମ ବସ୍‌ । ଫଳରେ ଲୋକମାନେ ଏଥିରେ ଯାତ୍ରା କରିବାକୁ ଭୟ କରିଲେଣି । ଆଜି ପୁଣି ଏକ ସ୍କୁଟିକୁ ଧକ୍କା ଦେଇଛି ଆମ ବସ୍ । ଫଳରେ ସ୍କୁଟି ଚାଳକ…

ଅଦାଲତ ଅବମାନନା ଅଭିଯୋଗ: ଉଷା ପାଢ଼ୀଙ୍କୁ ହାଇକୋର୍ଟରେ ହାଜିର ହେବାକୁ ନିର୍ଦ୍ଦେଶ

କଟକ: ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ହାଇକୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି । ଅଦାଲତ ଅବମାନନା ଅଭିଯୋଗରେ ସଚିବ ଉଷା ପାଢ଼ୀଙ୍କ ସମେତ ପୌର ପ୍ରଶାସନ ନିର୍ଦ୍ଦେଶକ ଗଗନ ବିହାରୀ ସ୍ବାଇଁ, ଟାଉନ ପ୍ଲାନିଂ ନିର୍ଦ୍ଦେଶକ ତଥା ସ୍ବତନ୍ତ୍ର…

ଗଣତନ୍ତ୍ର ଦିବସରେ ଆମିଷ ବିକ୍ରି ନିଷେଧ

କୋରାପୁଟ: ଗଣତନ୍ତ୍ର ଦିବସରେ ଆମିଷ ଖାଇବା ନିଷେଧ। କୋରାପୁଟ ଜିଲ୍ଲାରେ ଜାନୁଆରୀ ୨୬ରେ ଆମିଷ ବିକ୍ରି ବନ୍ଦ କରିବାକୁ ନିର୍ଦ୍ଦେଶ। ସମସ୍ତ ବିଡିଓ, ତହସିଲଦାର ଓ ନିର୍ବାହୀ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ। ଜାନୁଆରୀ ୨୬ରେ…

ଗୋଡ଼ାଇ ଗୋଡ଼ାଇ ୨ ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ, ଫ୍ଲାଗ ମାର୍ଚ୍ଚ କରୁଛି ପୋଲିସ

ଭୁବନେଶ୍ବର: ରାଜଧାନୀରେ ବଢିଚାଲିଛି ଆତଙ୍କରାଜ୍। ମୁହଁରେ ମାସ୍କ, ହାତରେ ମାରଣାସ୍ତ୍ର ଧରି ସର୍ବ ସମ୍ମୁଖରେ କରାଯାଉଛି ଆକ୍ରମଣ। ଗତକାଲି ରାତିରେ ହେଲା ହଣାକଟା। ଗୋଷ୍ଠୀ ସଂଘର୍ଷରେ ୨ ଯୁବକ ଗୁରୁତର। ଲାଇଟ ମରାକୁ କେନ୍ଦ୍ର କରି ଦୁଇ ପକ୍ଷ ମଧ୍ୟରେ ଗୋଷ୍ଠୀ…

ଘୋଷଯାତ୍ରା ପାଇଁ ଅନୁକୂଳ ହେଲା ପ୍ରଥମ ରଥକାଠ

ପୁରୀ: ଚଳିତ ବର୍ଷ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ଅନୁକୂଳ ହେଲା ପ୍ରଥମ କାଠ । ଶ୍ରୀକ୍ଷେତ୍ରରେ ରଥକାଠ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ସେବାୟତଙ୍କ ଉପସ୍ଥିତିରେ କରାଗଲା ଅନୁକୂଳ । ଆଜି ପବିତ୍ର ଶ୍ରୀ ପଞ୍ଚମୀ ଉପଲକ୍ଷେ ଶ୍ରୀମନ୍ଦିରରେ…

ପୁଣି ଆମ ବସ୍‌ ଦୁର୍ଘଟଣା: ଉତ୍ତ୍ୟକ୍ତ ଲୋକ ଭଙ୍ଗିଲେ ୩ଟି ବସ୍‌

ଭୁବନେଶ୍ୱର: ରାଜଧାନୀ ସ୍ଥିତ ଜନପଥରେ ବାଇକକୁ ସାଇଡ ମରାକୁ ନେଇ ବାଇକ ଆରୋହୀ ଓ ଆମ୍‌ ବସ୍‌ ଚାଳକଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ସାମାନ୍ୟ ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକମାନେ ଆମ ବସ୍‌ ଭଙ୍ଗା ରୁଜା କରିଛନ୍ତି । ପାଖକୁ…