State

ଅଦାଲତ ଅବମାନନା ଅଭିଯୋଗ: ଉଷା ପାଢ଼ୀଙ୍କୁ ହାଇକୋର୍ଟରେ ହାଜିର ହେବାକୁ ନିର୍ଦ୍ଦେଶ

କଟକ: ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ହାଇକୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି । ଅଦାଲତ ଅବମାନନା ଅଭିଯୋଗରେ ସଚିବ ଉଷା ପାଢ଼ୀଙ୍କ ସମେତ ପୌର ପ୍ରଶାସନ ନିର୍ଦ୍ଦେଶକ ଗଗନ ବିହାରୀ ସ୍ବାଇଁ, ଟାଉନ ପ୍ଲାନିଂ ନିର୍ଦ୍ଦେଶକ ତଥା ସ୍ବତନ୍ତ୍ର…

ଗଣତନ୍ତ୍ର ଦିବସରେ ଆମିଷ ବିକ୍ରି ନିଷେଧ

କୋରାପୁଟ: ଗଣତନ୍ତ୍ର ଦିବସରେ ଆମିଷ ଖାଇବା ନିଷେଧ। କୋରାପୁଟ ଜିଲ୍ଲାରେ ଜାନୁଆରୀ ୨୬ରେ ଆମିଷ ବିକ୍ରି ବନ୍ଦ କରିବାକୁ ନିର୍ଦ୍ଦେଶ। ସମସ୍ତ ବିଡିଓ, ତହସିଲଦାର ଓ ନିର୍ବାହୀ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ। ଜାନୁଆରୀ ୨୬ରେ…

ଗୋଡ଼ାଇ ଗୋଡ଼ାଇ ୨ ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ, ଫ୍ଲାଗ ମାର୍ଚ୍ଚ କରୁଛି ପୋଲିସ

ଭୁବନେଶ୍ବର: ରାଜଧାନୀରେ ବଢିଚାଲିଛି ଆତଙ୍କରାଜ୍। ମୁହଁରେ ମାସ୍କ, ହାତରେ ମାରଣାସ୍ତ୍ର ଧରି ସର୍ବ ସମ୍ମୁଖରେ କରାଯାଉଛି ଆକ୍ରମଣ। ଗତକାଲି ରାତିରେ ହେଲା ହଣାକଟା। ଗୋଷ୍ଠୀ ସଂଘର୍ଷରେ ୨ ଯୁବକ ଗୁରୁତର। ଲାଇଟ ମରାକୁ କେନ୍ଦ୍ର କରି ଦୁଇ ପକ୍ଷ ମଧ୍ୟରେ ଗୋଷ୍ଠୀ…

ଘୋଷଯାତ୍ରା ପାଇଁ ଅନୁକୂଳ ହେଲା ପ୍ରଥମ ରଥକାଠ

ପୁରୀ: ଚଳିତ ବର୍ଷ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ଅନୁକୂଳ ହେଲା ପ୍ରଥମ କାଠ । ଶ୍ରୀକ୍ଷେତ୍ରରେ ରଥକାଠ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ସେବାୟତଙ୍କ ଉପସ୍ଥିତିରେ କରାଗଲା ଅନୁକୂଳ । ଆଜି ପବିତ୍ର ଶ୍ରୀ ପଞ୍ଚମୀ ଉପଲକ୍ଷେ ଶ୍ରୀମନ୍ଦିରରେ…

ପୁଣି ଆମ ବସ୍‌ ଦୁର୍ଘଟଣା: ଉତ୍ତ୍ୟକ୍ତ ଲୋକ ଭଙ୍ଗିଲେ ୩ଟି ବସ୍‌

ଭୁବନେଶ୍ୱର: ରାଜଧାନୀ ସ୍ଥିତ ଜନପଥରେ ବାଇକକୁ ସାଇଡ ମରାକୁ ନେଇ ବାଇକ ଆରୋହୀ ଓ ଆମ୍‌ ବସ୍‌ ଚାଳକଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ସାମାନ୍ୟ ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକମାନେ ଆମ ବସ୍‌ ଭଙ୍ଗା ରୁଜା କରିଛନ୍ତି । ପାଖକୁ…

ନବୀନ ନିବାସ ଆଗରେ ଅରବିନ୍ଦଙ୍କ ସମର୍ଥକଙ୍କ ଭିଡ଼, ନିଲମ୍ବନ ପ୍ରତ୍ୟାହାର କରିବାକୁ ଦାବି

ଭୁବନେଶ୍ବର: ନବୀନ ନିବାସ ଆଗରେ ଭିଡ଼ ଲଗାଇଛନ୍ତି ବିଜେଡିରୁ ନିଲମ୍ବିତ ହୋଇଥିବା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ । କାହିଁକି ଅରବିନ୍ଦଙ୍କୁ ଦଳରୁ ନିଲମ୍ବିତ କରାଗଲା ତାହାକୁ ନେଇ ଜବାବ ଜାଣିବାକୁ ଆସିଛନ୍ତି ସମର୍ଥକ । ପାଟକୁରାକୁ ନ୍ୟାୟ ଦିଅ ବୋଲି…

ମହାନଦୀ ସମସ୍ୟା ପାଇଁ ବିଜେଡିକୁ ଦାୟୀ କଲେ ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ବର: ଲୋକସଭା ଭବନରେ ମହାନଦୀ ଟ୍ରିବ୍ୟୁନାଲ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଛି । ମହାନଦୀ ସମସ୍ୟା ନେଇ ସର୍ବଦଳୀୟ ବୈଠକ ବାତିଲ ହେବା ପରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓଙ୍କ ଅଧ୍ୟକ୍ଷତାରେ ଜୁରୁରୀ ବୈଠକରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ,…

କଟକ ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପରେ ନଦୀକୂଳ ପାଇବ ନୂଆ ରୂପ, ନେତାଜୀ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ବର: କଟକ ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପରେ ନଦୀକୂଳ ନୂଆ ରୂପ ପାଇବ । ଆଜି ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାକୁ ସାଂସ୍କୃତିକ ଓ ମନୋରଞ୍ଜନ ସ୍ଥଳରେ ପରିଣତ କରାଯିବ, ଏହା ଦ୍ୱାରା ପର୍ଯ୍ୟଟନକୁ…

ବସ ଧର୍ମଘଟ ପ୍ରତ୍ୟାହୃତ, ଆଲୋଚନା ପରେ ନିଷ୍ପତ୍ତି ବଦଳାଇଲା ଘରୋଇ ବସ ମାଲିକ ସଙ୍ଘ

କଟକ : ଘରୋଇ ବସ ମାଲିକ ସଙ୍ଘ ପକ୍ଷରୁ ଧର୍ମଘଟ ପତ୍ୟାହାର । ସରକାରଙ୍କ ସହ ସକାରାତ୍ମକ ଆଲୋଚନା ପରେ ସଂଘ ଏହି ନିଷ୍ପତ୍ତି ନେଇଛି । ସରକାର ଆମ ଦାବୀ ମାନି ନେଇଛନ୍ତି ବୋଲି କହିଛି ସଂଘ । ରାଜ୍ୟ…

ଆତ୍ମସମର୍ପଣ କଲେ ୯ ହାର୍ଡକୋର ମାଓବାଦୀ

ମାଲକାନଗିରି : ଶେଷ ନିଶ୍ୱାସ ନେଉଛି ମାଓ ସଙ୍ଗଠନ । ମାଓ ସଙ୍ଗଠନର ଅନ୍ତିମ ସଦସ୍ୟ ଏବେ ପୋଲିସ ନିକଟରେ ଅସ୍ତ୍ର ବିରତି ଅଭିଯାନରେ ସାମିଲ ହେଲେଣି । ଆଜି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ର ଧମତେରୀ ଜିଲ୍ଲା ପୋଲିସକୁ…