କଟକ ଦୁର୍ଗାପୂଜା ପାଇଁ ଆଜିଠୁ ସିଙ୍ଗଲ୍ ୱିଣ୍ଡୋ ବ୍ୟବସ୍ଥା
କଟକ: ଚାଲିଛି ପାର୍ବଣ ଋତୁ। ସରିଲାଣି ଗଣେଶ ପୂଜା, ବିଶ୍ୱକର୍ମା ପୂଜା। ଆଗକୁ ଆସୁଛି ଦୁର୍ଗାପୂଜା। ଏଥିଲାଗି ଆଜିଠାରୁ ସିଙ୍ଗଲ୍ ୱିଣ୍ଡୋ ବ୍ୟବସ୍ଥା। କଟକ ବାରବାଟୀ ପ୍ୟାଲେସରେ ସକାଳ ୧୦ଟାରୁ ୫ଟା ପର୍ଯ୍ୟନ୍ତ ଆବେଦନ। ଶାରଦୀୟ ଦୁର୍ଗାପୂଜା–୨୦୨୬କୁ କଟକ ସହରରେ ଶାନ୍ତିପୂର୍ଣ୍ଣ,…