State

ନୟାଗଡ଼ରେ ଗୋଟିଏ ଦିନରେ ୨ ନାବାଳିକାଙ୍କୁ ଦୁଷ୍କର୍ମ

ନୟାଗଡ଼: ନୟାଗଡ଼ ଜିଲ୍ଲାରେ ଗୋଟିଏ ଦିନରେ ଦୁଇ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ । ରଣପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଥିବାବେଳେ ଶରଣକୂଳ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଜଣେ ନାବାଳକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।…

ଦୁଇ ଦିନ ପରେ ମାଘ ବୁଡ଼, ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ଭାସୁଛନ୍ତି କୁଢ କୁଢ ମଲା ମାଛ

କୋଣାର୍କ : ଦୁଇ ଦିନ ପରେ ମାଘ ବୁଡ଼ । ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମରି ଭାସୁଛନ୍ତି କୁଢ କୁଢ ମୀନ ମାଛ । ପାଣିକୁ ବିଶୋଧିତ କରିବାକୁ ଚୂନ ବଦଳରେ ବ୍ଲିଚିଂ ପକାଯାଇଥିବାରୁ ଏଭଳି ଅବସ୍ଥା ଅଭିଯୋଗ ହୋଇଛି ।…

ଝିଅ ଜନ୍ମ ହେବାରୁ ବୋହୂକୁ ପୋଡି ମାରି ଦେବାକୁ ଉଦ୍ୟମ

ପଟ୍ଟାମୁଣ୍ଡାଇ: ଅଭାବନୀୟ, ଅମାନବୀୟ । ଝିଅ ହେବାରୁ ବୋହୂକୁ ମାରିଦେବାକୁ ଉଦ୍ୟମ ଅଭିଯୋଗ । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଡାମରପୁର ଗାଁରେ ଅଭାବନୀୟ ଘଟଣା । ଝିଅ ହେବାରୁ ବୋହୂକୁ ପୋଡି ମାରିଦେବାକୁ ଉଦ୍ୟମ କରିଥିଲେ ଶ୍ବଶୁର ଘର ଲୋକ। ଗତ…

ମାଟି ଅତଡ଼ା ଧସି ପୋତି ହୋଇଗଲେ ୨ଶ୍ରମିକ, ଉଦ୍ଧାର ପରେ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ମାଟି ତଳୁ ଉଦ୍ଧାର ହେଲେ ୨ଶ୍ରମିକ । ସମ୍ବଲପୁର ଧନୁପାଲି ଥାନା ଭତରା ଶଙ୍କର ମଠ ରାସ୍ତାରେ ଅଘଟଣ । ସ୍ଵରେଜ ବୋର୍ଡ ଦ୍ୱାରା କାମ ଚାଲିଥିବା ବେଳେ ମାଟି ଅତଡ଼ା ଧସି ପୋତି ହୋଇଗଲେ ୨ ଜଣ ଶ୍ରମିକ…

ରାଜ୍ୟ ସଭା ନିର୍ବାଚନରେ ପ୍ରାର୍ଥୀ ଦେବ କଂଗ୍ରେସ: ଭକ୍ତ ଦାସ

ଭୁବନେଶ୍ବର: ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ସେଥିମଧ୍ୟରୁ ଓଡ଼ିଶାର ୪ଟି ଆସନ ଖାଲି ହେବାକୁ ଯାଉଛି । ରାଜ୍ୟ ସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେବ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି…

ପରାକ୍ରମ ଦିବସରେ ଯୋଗଦେଇ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ୍

ଭୁବନେଶ୍ୱର: ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ୍ ଶୁକ୍ରବାର ସକାଳେ ଭୁବନେଶ୍ୱରରେ ପହଞ୍ଚିଥିଲେ। ଓଡ଼ିଶା ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବିମାନ ବନ୍ଦରରେ ତାଙ୍କୁ ଉଷ୍ମ ସ୍ୱାଗତ ଜଣାଇଥିଲେ। ତାଙ୍କ ଆଗମନ ପରେ, ଉପରାଷ୍ଟ୍ରପତି…

ଏନକାଉଣ୍ଟରରେ ଟଳିଲେ ୧୫ ମାଓବାଦୀ

ରାଉରକେଲା: ଭାଙ୍ଗୁଛି ମାଓଗଡ଼। ମାଓ ସଂଗଠନକୁ ଆଉ ଏକ ବଡ଼ ଝଟକା। ଏନକାଉଣ୍ଟରରେ ଟଳିଲେ ୧୫ ମାଓବାଦୀ। ଏମାନଙ୍କ ମଧ୍ୟରେ ୧ କୋଟି ପୁରସ୍କାର ଘୋଷଣା ହୋଇଥିବା ଜଣେ କୁଖ୍ୟାତ ମାଓନେତା ଅନଲଦା ବି ନିହତ ହୋଇଛି। ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା…

ମୋଟର ଯାନ ସଂଶୋଧନ ଆଇନକୁ ଘରୋଇ ବସ ମାଲିକ ସଂଘର ବିରୋଧ

ଭୁବନେଶ୍ବର: ମୋଟର ଯାନ ସଂଶୋଧନ ଆଇନକୁ ଘରୋଇ ବସ ମାଲିକ ସଂଘର ବିରୋଧ। ଏନେଇ ଘରୋଇ ବସ ମାଲିକ ସଂଘର ସମ୍ପାଦକ ଦେବେଦ୍ର ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ସଂଶୋଧିତ ଆଇନକୁ ଜିଜିଆ କର ସହ ସମାନ ବୋଲି ତୁଳନା…

ସରଣ୍ଡା ଜଙ୍ଗଲରେ ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୧୨ ଦୁର୍ଦ୍ଦାନ୍ତ ମାଓବାଦୀ ମୃତ

ମାଲକାନଗିରି : ଲାଲବାହିନୀକୁ ବଡ଼ ଧକ୍କା । ଝାଡ଼ଖଣ୍ଡର ସରଣ୍ଡା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ପତିରାମ ମାଝୀ ସମେତ ୧୨ ମୃତ । ସେଣ୍ଟ୍ରାଲ କ୍ୟାଡର ଶୀର୍ଷ ମାଓ ମାଓ ନେତା ପତିରାମ ମାଝୀ । ତା ମୁଣ୍ଡ…

ରାଜ୍ୟରେ ବନ୍ଦ ହେଲା ତମାଖୁ ଏବଂ ନିକୋଟିନ୍‌ର ବ୍ୟବହାର, ଅମାନିଆ ହେଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବନ୍ଦ ହେବ ଗୁଟଖା ବ୍ୟବସାୟ । ନା ହେବ ଉତ୍ପାଦନ, ନା ହେବ ବିକ୍ରି । ଚଳିତବର୍ଷ ଜାନୁୟାରୀ ୨୧ ତାରିଖରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…