State

ଆରମ୍ଭ ହେଲା ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା: ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନଙ୍କ ଚିଠି

ଭୁବନେଶ୍ବର: ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ଏହି ପ୍ରରିପେକ୍ଷିରେ ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ଚିଠି ଲେଖିଛନ୍ତି…

ଉପଯୁକ୍ତ ମୂଲ୍ୟରେ ଚାଷୀଙ୍କଠାରୁ ଧାନ ନକିଣିଲେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ସରକାର ତୁରନ୍ତ ଚାଷୀର ଧାନ କିଣନ୍ତୁ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ ସାଧାରଣ ସଂପାଦକ ମନୋଜ ବିଶ୍ଵାଳ ଦାବି କରିଛନ୍ତି। ଉପଯୁକ୍ତ ମୂଲ୍ୟରେ ଚାଷୀଙ୍କ ଠାରୁ ଧାନ କିଣା ନହେଲେ କଂଗ୍ରେସ ରାଜରାସ୍ତାକୁ ଉହ୍ଲାଇବ…

ନବୀନଙ୍କୁ ଭେଟିଲେ ପାଟକୁରା ନିବାସୀ

ଭୁବନେଶ୍ବର: ଅରବିନ୍ଦ ମହାପାତ୍ରଙ୍କୁ ନିଲମ୍ବନ କରିବା ଘଟଣାରେ ବୁଧବାର ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଲେ ବିଜେଡିର ପାଟକୁରାବାସୀ। ଆଜି ନବୀନ ନିବାସରେ ନବୀନଙ୍କୁ ଭେଟିଥିଲେ ବିଜେଡିରପାଟକୁରାବାସୀ। କିଛି ଦିନ ପୂର୍ବେ ଦଳ ବିରୋଧୀ କାର୍ଯ୍ୟ କରିଥିବା ଘଟଣାରେ ଅରବିନ୍ଦଙ୍କୁ ଦଳରୁ ନିଲମ୍ବନ…

ସମ୍ବଲପୁର ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବୁର୍ଲା : ସମ୍ବଲପୁର ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ପିଜି ଛାତ୍ରଙ୍କ ଆତ୍ମହତ୍ୟା । ଛାତ୍ର ଜଣକ ଅବସାଦ ଗ୍ରସ୍ତ ରହିଥିବା ସୂଚନା । ସମ୍ବଲପୁର ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ପିଜି ଦ୍ଵିତୀୟ ବର୍ଷ ଛାତ୍ରଙ୍କ ଆତ୍ମହତ୍ୟା । ମୃତ ଛାତ୍ର ଜଣକ ହେଲେ ଅର୍ଥନୀତି…

ଆମ ବସ୍ ଚଳାଇବା ଲାଗି ତାଲିମ ନେବେ ୨୦ ମହିଳା

ଭୁବନେଶ୍ବର: ଆମ ବସ୍ ଚଳାଇବେ ମହିଳା । ଏହାସହ କେବଳ ମହିଳାଙ୍କ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍ । ସେଥିପାଇଁ ପ୍ରଥମ ପର୍ଯ୍ୟାୟରେ ୨୦ ଜଣ ମହିଳାଙ୍କୁ ଟ୍ରେନିଂ ଦିଆଯିବ । ସେମାନେ ସବୁ ହେଭି ଭେଇକିଲ ଚଳାଇବା ପାଇଁ ଲାଇସେନ୍ସପ୍ରାପ୍ତ…

ରାଜଧାନୀରେ ପ୍ରେମ ପ୍ରତାରଣାରୁ ଯୁବତୀକୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ରାଜଧାନୀରେ ଯୁବତୀକୁ ଦୁଷ୍କର୍ମ ଅଭିଯୋଗ। ପ୍ରେମ ପ୍ରତାରଣାରୁ ଯୁବତୀକୁ ଧୋକ୍କା ଦେଇ ଦୁଷ୍କର୍ମ ଅଭିଯୋଗ । ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତ ଗିରଫ। ବ୍ରହ୍ମପୁରରୁ ଅଭିଯୁକ୍ତକୁ ଗିରଫ କଲା କମିଶନରେଟ୍ ପୋଲିସ୍। ଗିରଫ ଅଭିଯୁକ୍ତ ହେଲେ ବାପିନି…

୩ ମାସ ହେବ ମିଳୁନି ବାର୍ଦ୍ଧକ୍ୟ ଭତ୍ତା, ଚିନ୍ତାରେ ହିତାଧିକାରୀ

ଆନନ୍ଦପୁର: ମିଳୁନି ବାର୍ଦ୍ଧକ୍ୟ ଭତ୍ତା । ଚିନ୍ତାରେ ବୃଦ୍ଧବୃଦ୍ଧା । ଆନନ୍ଦପୁର ବ୍ଲକ ଅଧୀନ କୋଳିମାଟି ପଞ୍ଚାୟତର ଅନେକ ବ୍ୟୟଜ୍ୟେଷ୍ଠ ଦୀର୍ଘ ୩ ମାସ ହେବ ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇ ଦୁର୍ବିସହ ଜୀବନ ଜିଉଁଛନ୍ତି । କାହିଁକି ଭତ୍ତା ମିଳୁନି…

ଜୁନ୍ ସୁଦ୍ଧା ୨୪ ନୂଆ NAC ଓ ପୌର ନିର୍ବାଚନ ନେଇ ରାଜ୍ୟ ସରକାରଙ୍କୁ ନିର୍ବାଚନ କମିସନରଙ୍କ ଚିଠି

ଭୁବନେଶ୍ୱର : ଜୁନ୍ ସୁଦ୍ଧା ୨୪ ନୂଆ NAC ଓ ପୌର ନିର୍ବାଚନ । ରାଜ୍ୟ ସରକାରଙ୍କୁ ନିର୍ବାଚନ କମିସନରଙ୍କ ଚିଠି । ନୂଆ ୨୪ଟି ପୌରାଞ୍ଚଳରେ ଏହି ନିର୍ବାଚନ କରାଯିବ । ପୌରାଞ୍ଚଳ ଘୋଷଣାର ୬ମାସ ଭିତରେ ନିର୍ବାଚନ ପ୍ରକ୍ରିୟା…

ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ଠପ

ଭୁବନେଶ୍ବର: ମାର୍ଚ୍ଚରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ । ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ । ପ୍ରଭାବିତ ହେବେ ୪୦ ହଜାର ଓଡ଼ିଆ । ଭୁବନେଶ୍ବର ଆବୁଧାବି ସିଧାସଳଖ ବିମାନ ସେବା ଗତ ଡିସେମ୍ବରରୁ ବନ୍ଦ ହୋଇଯାଇଛି । ମାସଟେ…

ରାସ୍ତା କଡ଼ରୁ ୨ ଯୁବକଙ୍କ ମୃତଦେହ ଜବତ

କାଲିମେଳା : ରାସ୍ତା କଡ଼ରେ ପଡ଼ିଛି ୨ଜଣ ଯୁବକଙ୍କ ମୃତଦେହ । ମୃତକଙ୍କ ପାଖରେ ପଡ଼ିଛି ବୁଲେଟ୍ । ମୃତ ଯୁବକ ହନ୍ତାଳ ସମୀର ଓ ଦୀପକ କୁମାର ଲିମା । ଏହେଉଛି ମାଲକାନଗିରି ଜିଲ୍ଲା ପଡ଼ିଆ ବ୍ଲକ ଅଞ୍ଚଳର ଦୃଶ୍ୟ…