ପିଲାଙ୍କୁ ଖଡ଼ି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଚଳିତ ମାସ ୧ ତାରିଖ ଠାରୁ ରାଜ୍ୟରେ ଓଡ଼ିଆ ପକ୍ଷ ଜାରି ଥିଲା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଛୋଟଛୋଟ ପିଲାମାନଙ୍କୁ ଖଡ଼ି ଛୁଆଁଇଛନ୍ତି। ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ…
ଭୁବନେଶ୍ବର : ଚଳିତ ମାସ ୧ ତାରିଖ ଠାରୁ ରାଜ୍ୟରେ ଓଡ଼ିଆ ପକ୍ଷ ଜାରି ଥିଲା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଛୋଟଛୋଟ ପିଲାମାନଙ୍କୁ ଖଡ଼ି ଛୁଆଁଇଛନ୍ତି। ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ…
ଜଙ୍କିଆ: ଖୋର୍ଦ୍ଧାଜିଲ୍ଲା ଜାନକିଆ ଥାନା ଅନ୍ତର୍ଗତ ହାଜ ପଞ୍ଚାୟତ ଅଫିସ ନିକଟସ୍ଥ ଶାଗୁଆନ ଜଙ୍ଗଲରେ ପୁଲିସ ଏକ ବଡ଼ଧରଣର ନିଶା କାରବାରକୁ ପଣ୍ଡ କରିଦେଇଛି। ଏହି ଚଢ଼ାଉରେ ପୁଲିସ ପ୍ରାୟ ୫୨ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରିବା ସହ ଦୁଇଜଣ…
ତେହେରାନ: ପାକିସ୍ତାନ ଯାଇ ଆମେରିକା ସହିତ କୌଣସି ଆଲୋଚନା କରିବାକୁ ଇରାନ ଚାହୁ ନଥିବା ରିପୋର୍ଟ ମଧ୍ୟରେ ଶନିବାର ଇରାନ ବିଦେଶ ମନ୍ତ୍ରୀ ଅବାସ ଅରାଘଚି ସ୍ପଷ୍ଟ ମତ ରଖିଛନ୍ତି। ଇସଲାମାବାଦ ଯାଇ ମଧ୍ୟସ୍ଥତା ଆଲୋଚନା କରିବାକୁ ତାଙ୍କ ଦେଶ କେବେ…
ପୁରୀ: ପୁରୀରେ ପ୍ରସ୍ତାବିତ ‘ଶ୍ରୀ ଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର’ ପ୍ରକଳ୍ପ କାର୍ଯ୍ୟାନ୍ୱୟନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସ୍ଥାପିତ ହୋଇଛି। ଏହି ମେଗା ପ୍ରକଳ୍ପ ପାଇଁ ଆବଶ୍ୟକ ହେଉଥିବା ଜଙ୍ଗଲ ଜମି ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ଶେଷରେ ସବୁଜ ସଙ୍କେତ…
କଟକ/ଚୌଦ୍ବାର: ଚୌଦ୍ବାର ଜେଲ୍ରୁ ଚମ୍ପଟ ମାରିଥିବା ଅନ୍ୟତମ ଅଭିଯୁକ୍ତ ରାଜା ସାହାଣୀ (୩୯)କୁ କମିସନରେଟ ପୁଲିସ ଗୁରୁବାର ଉତ୍ତରାଖଣ୍ଡର ଋଷିକେଶରୁ ଗିରଫ କରିଥିଲା। ଆଜି ତାକୁ ଭୁବନେଶ୍ବର ଅଣାଯିବା ପରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଅପରାହ୍ଣରେ କଟକ ଜେଏମଏଫସି କୋର୍ଟରେ ହାଜର…
ଭୁବନେଶ୍ଵର : ସବୁ ଘରୋଇ ସ୍କୁଲ୍ ସରକାରୀ ନିୟମ ମାନିବା ଜରୁରୀ। ଭିନ୍ନ ଭିନ୍ନ ପବ୍ଲିକେସନ୍ ପୁସ୍ତକ ପଢ଼ାଯାଉଥିବା ନେଇ ମତ ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଘରୋଇ ସ୍କୁଲ୍ ମନମାନୀ କଲେ କାର୍ଯ୍ୟାନୁଷ୍ଠାନ ହେବ। ନେଇ ଚେତାବନୀ ଦେଇଛନ୍ତି।…
କଟକ : ଐତିହାସିକ କଟକ ବାଲିଯାତ୍ରାକୁ ଜାତିସଂଘ ୟୁନେସ୍କୋ ଦ୍ୱାରା ଐତିହ୍ୟ ତାଲିକାରେ ସ୍ଥାନିତ କରିବାକୁ ଦାବି କରିଥିବା ମନୋଜ କୁମାର ସାହୁଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ମାନୀତ କରାଯାଇଛି । ଆଠଗଡର ଶ୍ରୀକୃଷ୍ଣ ଗୁରୁକୁଳର କୂଳସଚିବ ତଥା ‘ବିଶ୍ବ ଓଡିଶା’ର…
ଭୁବନେଶ୍ୱର: ଲୋକସେବା ଭବନଠାରେ ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛିl ଦୀର୍ଘ ଦିନର ଅପେକ୍ଷାର ଅନ୍ତ ସହ ସୁବର୍ଣ୍ଣପୁର ଜିଲ୍ଲାର…
ଭୁବନେଶ୍ୱର: ପାଲାସା-ଇଚ୍ଛାପୁରମ୍ ରେଳ ବିଭାଗକୁ ପୂର୍ବତଟ ରେଳପଥ ଜୋନ୍ରୁ ଦକ୍ଷିଣ ଉପକୂଳ ରେଳପଥକୁ ସ୍ଥାନାନ୍ତରଣ ପ୍ରତିବାଦରେ ରାଜ୍ୟର ୧୦ଟି ବିରୋଧୀ ଦଳର ମିଳିତ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି। ବୈଠକରେ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ଓଡ଼ିଶାର ସ୍ୱାର୍ଥବିରୋଧୀ, ଅନ୍ୟାୟ ଓ…
ବ୍ରହ୍ମପୁର/ବେଗୁନିଆପଡ଼ା: ଡିଜିଟାଲ୍ ଦସ୍ତଖତକୁ ଜାଲ୍ କରି ଅଢ଼େଇ କୋଟି ଖାଇଗଲେ। କର୍ମଚାରୀଙ୍କ ଆକାଉଣ୍ଟକୁ ଅଧିକ ଟଙ୍କା ପଠାଇ ପରେ ତାହାକୁ ଉଠାଣ ହୋଇଛି। ଡାକ୍ତରଖାନାରେ ଏରିୟର୍ ଟଙ୍କା ହଡ଼ପ ନେଇ ଏଭଳି କେଳେଙ୍କାରୀ ସାମ୍ନାକୁ ଆସିଛି। ଘଟଣା ଜଣାପଡ଼ିବା ପରେ ଆଜି…