State

ରାଜ୍ୟକୁ ଆସିବ ଏକ ଲକ୍ଷ କୋଟିର ପୁଞ୍ଜି, ୨୭ କମ୍ପାନୀ ସହ ବୁଝାମଣା ପତ୍ର ସ୍ବାକ୍ଷରିତ

ଭୁବନେଶ୍ବର: ରାଜ୍ୟକୁ ଆସିବ ଏକ ଲକ୍ଷ କୋଟିର ପୁଞ୍ଜି । କୋଲକାତାରେ ଓଡ଼ିଶା ଇନଭେଷ୍ଟର୍ସ ମିଟରୁ ବଡ଼ ସଫଳତା । ୨୭ ଟି ବଡ଼ କଂପାନୀ ସହ ସ୍ବାକ୍ଷରିତ ହୋଇଛି ବୁଝାମଣା ପତ୍ର । ପଶ୍ଚିମବଙ୍ଗର କୋଲକାତାରେ ଆୟୋଜିତ ନିବେଶକ ସମ୍ମିଳନୀ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା କାର୍ ଓ ଅଟୋ, ଜଣେ ଜୀବନ୍ତ ଦଗ୍ଧ

କନ୍ଧମାଳ : ମୁହାଁମୁହିଁ ଧକ୍କା ପରେ ଜଳିଗଲା କାର୍ ଓ ଅଟୋ । ଜଣେ ଜୀବନ୍ତ ଦଗ୍ଧ । ଫୁଲବାଣୀ ସଦର ଥାନା ଆଇଟିଆଇ ନିକଟରେ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେବା ପରେ ରାସ୍ତାରେ ହୁହୁ ହୋଇ ଜଳିଲା କାର…

ଅଙ୍ଗନବାଡ଼ିରେ ଖୋଲିଲା ‘କ୍ରେଚ୍’, ବାଳାଶ୍ରମରେ ଆଧୁନିକ ରୋଷେଇ ଘର ଉଦଘାଟିତ

ଭୁବନେଶ୍ବର: ‘ବେଟୀ ବଚାଓ ବେଟୀ ପଢ଼ାଓ’ ଅଭିଯାନ ଅନ୍ତର୍ଗତ ସପ୍ତାହବ୍ୟାପୀ ଜାତୀୟ କନ୍ୟା ସନ୍ତାନ ଦିବସ-୨୦୨୬କୁ ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ଆଜିଠାରୁ ଆସନ୍ତା ୨୪ ପର୍ଯ୍ୟନ୍ତ ଏହା ପାଳନ ହେବ । ଅନ୍ୟପଟେ, କର୍ମଜୀବୀ ମହିଳାଙ୍କ ସୁବିଧା…

ଉପରମୁହାଁ ପାରଦ, ଆସନ୍ତା କାଲିଠାରୁ ରାଜ୍ୟରେ କମିବ ଶୀତ

ଭୁବନେଶ୍ବର: ରାଜ୍ୟବାସୀଙ୍କ ପାଇଁ ଆଶ୍ବସ୍ତିର ଖବର । ଆସନ୍ତା କାଲିଠାରୁ ରାଜ୍ୟରେ କମିବ ଶୀତ । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ବଢ଼ିଯିବ । ଏଥିପାଇଁ ପାରଦ ଉପରମୁହାଁ ହେବ…

ଜାନୁଆରୀ ୩୧ରେ ଛତିଶଗଡ଼ ଯିବ ରାଜ୍ୟ ସରକାରଙ୍କ ମହାନଦୀ କମିଟି

ଭୁବନେଶ୍ବର: ଛତିଶଗଡ଼ ଯିବେ ରାଜ୍ୟ ସରକାରଙ୍କ ମହାନଦୀ କମିଟି । ଆଗାମୀ ଜାନୁଆରୀ ୩୧ ଏବଂ ଫେବ୍ରୁଆରୀ ୧ ତାରିଖରେ ଛତିଶଗଡ଼ ଯିବେ ରାଜ୍ୟ ସରକାରଙ୍କ ମହାନଦୀ କମିଟି । ତାପୂର୍ବରୁ ୨୩ ତାରିଖରେ ବସିବ ସର୍ବଦଳୀୟ ବୈଠକ । ଏହି…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ଶୁଭ ବେଳାରେ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି ମଣତି

ପୁରୀ : ଶ୍ରୀମନ୍ଦିର ରତ୍ନଭଣ୍ଡାର ରତ୍ନ ଅଳଙ୍କାର ଗଣତି ମଣତି ନେଇ ସଂଶୋଧିତ ମାର୍ଗଦର୍ଶିକାରେ ମୋହର ମାରିଲା ପରିଚାଳନା କମିଟି । ରାଜ୍ୟ ସରକାରଙ୍କ ଅନୁମୋଦନ ଆସିବା ପରେ ଶୁଭ ବେଳାରେ ଗଣତି ମଣତି ଆରମ୍ଭ ହେବ । ତାରିଖ ସ୍ଥିରିକୃତ…

ରାଉରକେଲା ବିମାନ ଦୁର୍ଘଟଣାରେ ଜଣେ ମୃତ

ରାଉରକେଲା : ରାଉରକେଲା ବିମାନ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ସୁଶାନ୍ତ ବିଶ୍ୱାଳ । ଗତ ଶନିବାର ରାଉରକେଲାରେ ଘଟିଥିବା ଭୟଙ୍କର ବିମାନ ଦୁର୍ଘଟଣାରେ ଆଜି ଜଣେ ଯାତ୍ରୀ ଏୟାରଲିଫ୍ଟ ପୂର୍ବରୁ ଆଖି ବୁଜିଛନ୍ତି ।…

ମୟୂରଭଞ୍ଜରେ ଗୋ-ମାଫିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ

ବିଶୋଇ: ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆର ସୁରଜିତ ମହାନ୍ତିଙ୍କ ଘରେ ଚଢାଉ ହୋଇଛି। ଆଜି ସକାଳୁ ଚଢାଉ ହୋଇଥିବା ବେଳେ ଏପର୍ଯ୍ୟନ୍ତ ୩୦ ଲକ୍ଷ ନଗଦ ଟଙ୍କା, ୩୭୦ ଗ୍ରାମ ସୁନା ଓ ୨୮୦ ଗ୍ରାମ ରୂପା ଜବତ କରିଛି ଭିଜିଲାନ୍ସ ।…

୨୪ରୁ ଘରୋଇ ବସ୍‌ ଚଳାଚଳ ବନ୍ଦ !

କଟକ :୨୪ରୁ ଗଡିବନି ଘରୋଇ ବସ୍‌। ମୁଖ୍ୟମନ୍ତ୍ରୀ ବସ୍‌ ବ୍ଲକରୁ ଜିଲ୍ଲା ହେଡ୍‌ କ୍ଵାର୍ଟରକୁ ଆସିବାକୁ ନେଇ ବିବାଦ ଦେଖାଦେଇଛି। ମୁଖ୍ୟମନ୍ତ୍ରୀ ବସ୍‌ ସେବା ବନ୍ଦ କରିବାକୁ ଘରୋଇ ବସ୍ ମାଲିକ ସଂଘ ଦାବି କରିଛି। ଆସନ୍ତା ୨୩ ତାରିଖ ସୁଦ୍ଧା…

ବିଜେଡିକୁ ଦୁର୍ବଳ କରିବାକୁ ଷଡଯନ୍ତ୍ର ଚାଲିଥିଲା: ଲେନିନ ମହାନ୍ତି

ଭୁବନେଶ୍ୱର: ବିଜେଡି ବିରୋଧରେ ଚାଲିଥିଲା ମିଡ୍‌ ଡେ ଅପରେସନ । ଦଳକୁ ଦୁର୍ବଳ କରିବାକୁ ଏକ ବଡ ଷଡଯନ୍ତ୍ର କରାଯାଇଥିଲା । ଯାହାକୁ ଶକ୍ତ ଧକ୍କା ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମିଡ୍‌ ଡେ’ ଅପରେସନ ବି ଫେଲ୍‌…