ହାଇକୋର୍ଟରେ ଓସିଏ ନିର୍ବାଚନ ମାମଲା,ସତ୍ୟପାଠ ଦାଖଲ
କଟକ: ଓଡ଼ିଶା କ୍ରିକେଟ ଆସୋସିଏସନ୍ (ଓସିଏ ) କର୍ମକର୍ତ୍ତା ନିର୍ବାଚନ ବିଳମ୍ବକୁ ନେଇ ଦାୟର ମାମଲାରେ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି। ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତିଙ୍କ ପକ୍ଷରୁ ଏହି ସତ୍ୟପାଠ ଦାଖଲ କରାଯାଇଛି।ଓସିଏ କର୍ମକର୍ତ୍ତାଙ୍କ ନିର୍ବାଚନ ବିଳମ୍ବ ହେଉଥିବା…