State

ସମ୍ବଲପୁର ଜେଲରେ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ

ସମ୍ବଲପୁର: ସମ୍ବଲପୁର ଜେଲରେ ରେଡ୍ । ସମ୍ବଲପୁର ମଣ୍ଡଳ କାରାଗାରରେ ବଡ଼ ଧରଣର ରେଡ୍ । ଆଜି ସକାଳୁ ପୋଲିସ ପକ୍ଷରୁ ଏକ ବଡ଼ ଧରଣର ସର୍ଚ୍ଚ ଅପରେସନ କରାଯାଇଛି । ଜେଲ୍ ଭିତରେ ବିଭିନ୍ନ ବେଆଇନ କାରବାର ଚାଲୁଥିବା ନେଇ…

ପୁରୀ ବସଷ୍ଟାଣ୍ଡରେ ହୁ ହୁ ହୋଇ ଜଳିଗଲା ବସ୍

ପୁରୀ: ବସଷ୍ଟାଣ୍ଡରେ ହୁ ହୁ ହେଇ ଜଳିଲା ଯାତ୍ରୀବାହୀ ବସ୍ । ପୁରୀ ବସଷ୍ଟାଣ୍ଡରେ ଅଗ୍ନିକାଣ୍ଡ । ଯାତ୍ରୀବାହୀ ବସରେ ରାତିରେ ଲାଗିଲା ନିଆଁ । ତେବେ ଗୋଟିଏ ବସରୁ ଅନ୍ୟ ବସ୍ କୁ ବ୍ୟାପିବା ପୂର୍ବରୁ ନିଆଁ ଆୟତ୍ତ କଲା…

ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ଦୁଇ ଜଣଙ୍କୁ ବାନ୍ଧିଲା ପୋଲିସ

କେନ୍ଦୁଝର: ଓଡ଼ିଶା କଂଗ୍ରେସ ସଂଗଠକ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ । ହ୍ବାଟସ୍ ଆପ୍ ଜରିଆରେ ଜୟଦେବ ଜେନାଙ୍କୁ ହତ୍ୟାଧମକ ମିଳିଥିଲା । ଅଭିଯୁକ୍ତଙ୍କୁ ଗିରଫ ସହ…

୧୦ହଜାର କମିଲା ସୁନା ଦର

ଭୁବନେଶ୍ବର: ସୁନା କିଣିବାକୁ ଚାହୁଁଥିଲେ ଆଜି ହିଁ କିଣନ୍ତୁ । ଦଶ ହଜାର ଖସିଲା ସୁନା ଦର । ଆଜି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୫,୬୫୦ଟଙ୍କା ରହିଛି । ଗତକାଲି ୨୪ କ୍ୟାରେଟ୍…

ଓଡ଼ିଶାରୁ ପଶ୍ଚିମବଙ୍ଗକୁ ହେଉଛି ସର୍ବାଧିକ ଗୋ-ଚାଲାଣ, ୩ ବର୍ଷରେ ୧୮୭୮ ମାମଲା

ଭୁବନେଶ୍ଵର:ସୀମାଞ୍ଚଳରେ ଗୋ-ମାଫିଆମାନେ ବିଭିନ୍ନ ଉପାୟରେ ଗୋ ଚାଲାଣ କରୁଛନ୍ତି। ଓଡ଼ିଶାରୁ ପଶ୍ଚିମବଙ୍ଗକୁ ହେଉଛି ସର୍ବାଧିକ ଗୋ ଚାଲାଣ। ଏଥିସହ ଆନ୍ଧ୍ର ପ୍ରଦେଶ, ଝାଡ଼ଖଣ୍ଡ, ଛତିଶଗଡ଼, ତେଲେଙ୍ଗାନା ଓ ତାମିଲନାଡ଼ୁକୁ ମଧ୍ୟ ଗୋ ଚାଲାଣ କରାଯାଉଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ରାଜ୍ୟରେ ନିଲାମ ହେବ ୩୪ ଖଣି, ତାଲିକାରେ ରହିଛି ସୁନା ଖଣି

ଭୁବନେଶ୍ବର: ଓଡ଼ିଶା ସରକାର ୨୦୨୬-୨୭ ଆର୍ଥିକ ବର୍ଷରେ ନିଲାମ ପାଇଁ ୨୫ଟି ପ୍ରମୁଖ ଖଣିଜ ପଦାର୍ଥ ଥିବା ଖଣି, ୯ଟି ଗୁରୁତ୍ୱପୂର୍ଣ୍ଣ ଏବଂ ରଣନୈତିକ ଖଣିଜ ସମ୍ପତ୍ତି ସମେତ ୩୪ଟି ଖଣିକୁ ନେଇ ଏକ ମହତ୍ୱାକାଂକ୍ଷୀ ଯୋଜନା ପ୍ରସ୍ତୁତ କରିଛନ୍ତି। ଆଗାମୀ…

୨୩ରୁ ବିଏଡ, ଏମଏଡ, ବିଏଚଏଡ ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ଵର:ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼, ଏମ. ଏଡ଼, ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଦୁଇ ବର୍ଷିଆ ବି. ଏଡ଼, ଏମ. ଏଡ଼, ବି.ଏଚ.ଏଡ଼…

କଳାବାଘ ଛାଲ ଜବତ, ୨ ଗିରଫ

ମୟୁରଭଞ୍ଜ : ଶିମିଳିପାଳରେ କଳା ବାଘ ଶିକାର । ଶିକାର କରି ବିକ୍ରି କରିବାକୁ ଉଦ୍ୟମ କରୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ । ବାଘ ଛାଲ ଜବତ୍ କରିବା ସହ ଘଟଣା ସ୍ଥଲରୁ ୨ ଜଣଙ୍କୁ ଗିରଫ କରି…

ଓଡ଼ିଆ ଗାୟିକା ଦିପ୍ତୀରେଖାଙ୍କ ୟୁଟ୍ୟୁବ ଲିଙ୍କକୁ ସୋସିଆଲ ମିଡିଆରେ ପୋଷ୍ଟ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଆ ଗାୟିକା ଦୀପ୍ତିରେଖା ପାଢୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା । ଦୀପ୍ତିରେଖାଙ୍କ ଏକ ଭଜନକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରି ନିଜ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରିଛନ୍ତି । ମାଆ ଦୁର୍ଗତି ନାଶିନୀଙ୍କ ଉପରେ ଦୀପ୍ତିରେଖା ଗାୟିଥିବା…

ଏଣିକି ବଡ଼ଦାଣ୍ଡରେ ମଦ ଦୋକାନ ଖୋଲିବାକୁ ମିଳିବନି ଅନୁମତି

ଭୁବନେଶ୍ୱର: ଏଣିକି ବଡ଼ଦାଣ୍ଡରେ ଖୋଲି ପାରିବେନି ମଦ ଦୋକାନ। ପୁରୀ ଶ୍ରୀମନ୍ଦିର ୧ କି.ମି. ପରିଧି ବଡ଼ଦାଣ୍ଡରେ ମଦ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇ ପାରିବ ନାହିଁ। ଏହି ପରିଧି ମଧ୍ୟରେ ମଦ ଦୋକାନ ଖୋଲିବାକୁ କୌଣସି ସ୍ବତନ୍ତ୍ର ନିୟମ ନାହିଁ।…