ମହାତ୍ମା ଗାନ୍ଧୀଙ୍କ ଗ୍ରାମ ସ୍ଵରାଜ୍ୟ ସ୍ଵପ୍ନକୁ ସାକାର କରିବା ଭିବି ଜି ରାମ ଜି ବିଲ୍ର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର :ବିଜେପି ପାର୍ଟି ଅଫିସ୍ରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବପୂର୍ଣ୍ଣ ପ୍ରେସମିଟ୍ ଅନୁଷ୍ଠିତ ହୋଇଛି। ଯେଉଁଥିରେ ସେ ଭିବି ଜି ରାମ ଜି ବିଲ୍ର ଉପକାରିତା ନେଇ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ଏକ ମାତ୍ର ଲକ୍ଷ୍ୟ ୨୦୪୭ ସୁଦ୍ଧା ବିକଶିତ ଭାରତରେ…
