State

କଡ଼ାକଡ଼ି ହେଲା କ୍ରସ ଭୋଟିଂ କରିଥିବା ବିଧାୟକଙ୍କ ସୁରକ୍ଷା

ଭୁବନେଶ୍ବର: ସରିଲା ଭୋଟ୍‌ ଗଣତି। ହାଇଭୋଲ୍ଟେଜ ଲଢେଇ ଭିତରେ ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ଫଳ। ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ଦିଲ୍ଲୀପ ରାୟ ଓ ସଂନ୍ତୃପ୍ତ ମିଶ୍ର। ହାରିଲେ ଦତ୍ତେଶ୍ବର ହୋତା। ହେଲେ ରାଜ୍ୟସଭା ନିର୍ବାଚନରେ…

୮ ବିଜେଡ଼ି ବିଧାୟକ ନିଲମ୍ବିତ !

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କରିଥିବା ବିଜେଡ଼ି ବିଧାୟକଙ୍କୁ ନେଇ ବଡ଼ ବୟାନ ରଖିଛନ୍ତି ବିଧାୟକ ଦିବ୍ୟଶଙ୍କର ମିଶ୍ର। ୮ଜଣ ବିଧାୟକ ବହିଷ୍କାର ହୋଇ ସାରିଛନ୍ତି ବୋଲି କହିଛନ୍ତି ଦିବ୍ୟ ଶଙ୍କର। ଏକ ଜାତୀୟ ଗଣାମଧ୍ୟମ ଏଜେନ୍ସିକୁ ପ୍ରତିକ୍ରିୟା ଦେଇ…

ରାଜ୍ୟବାସୀଙ୍କ ସ୍ବାର୍ଥ ପାଇଁ କାମ କରିବେ ନବନିର୍ବାଚିତ ସାଂସଦ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବନିର୍ବାଚିତ ରାଜ୍ୟସଭା ପ୍ରାର୍ଥୀ ମନମୋହନ ସାମଲ ଏବଂ ସୁଜିତ କୁମାରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଗଣମାଧ୍ୟମର ପ୍ରତିନିଧିଙ୍କୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ପାଇଁ ଆଜି ଏକ ଐତିହାସିକ ଦିନ। ଏହି ନିର୍ବାଚନରେ ବିଜେପି…

ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠିତ

କଟକ: କଟକ ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ୬ ଜଣିଆ ଟିମ୍ ଗଠନ କରାଯାଇଛି। କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା, ସେ ନେଇ ଏହି…

ସ୍ମାର୍ଟ ଭିଲେଜ ହେବ ଓଡିଶାର କୁସୁନପୁର ଗାଁ

ରାଜନଗର: କେନ୍ଦ୍ର ବିଜ୍ଞାନ ଓ ଉଦ୍ୟଗ ବିଭାଗ ମିଳିତ ଆନୁକୂଲ୍ୟରେ ସମଗ୍ର ଦେଶରେ ୫ ଟି ଗାଁ କୁ ସ୍ମାର୍ଟ ଭିଲେଜ ଭାବରେ ରୂପାନ୍ତରିତ କରାଯିବ । ଦେଶର ୫ ଟି ଘୋଷିତ ଗାଁ ମଧ୍ୟରୁ କେନ୍ଦ୍ରାପଡ଼ା ରାଜନଗର ବ୍ଲକର ଚାନ୍ଦୀବାଉଁଶମୂଳ…

ସିବିଆଇ ଅଧିକାରୀ କହି କୋଟିଏ ଟଙ୍କାର ସୁନା ଲୁଟ, ୩ ଆନ୍ତଃରାଜ୍ୟ ଲୁଟେରା ଗିରଫ

​ବ୍ରହ୍ମପୁର: ନକଲି ସିବିଆଇ ଅଧିକାରୀ କହି କୋଟିଏ ଟଙ୍କାର ସୁନା ଲୁଟ। ୩ ଆନ୍ତଃରାଜ୍ୟ ଲୁଟେରା ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ବ୍ରହ୍ମପୁର ରେଳ ଷ୍ଟେସନ ଅଞ୍ଚଳରେ। ଅଭିଯୁକ୍ତଙ୍କ ନିକଟରୁ ୧୪ ଲକ୍ଷ ୮୦ ହଜାର ଟଙ୍କାର ସୁନା ଅଳଙ୍କାର…

ରାଜ୍ୟସଭା ନିର୍ବାଚନରେ ୧୦ ବିଧାୟକ କଲେ କ୍ରସ ଭୋଟିଂ

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନରେ ୧୦ ଜଣ ବିଧାୟକ କ୍ରସ ଭୋଟିଂ କରିଥିବା ଜଣାଯାଇଛି । ସେମାନଙ୍କ ମଧ୍ୟରୁ କଂଗ୍ରେସର ୩ ଜଣ ବିଧାୟକ ଥିବାବେଳେ ବିଜେଡିରୁ ୫ ଜଣ ବିଧାୟକ କ୍ରସ ଭୋଟିଂ କରିଛନ୍ତି । ଅନ୍ୟ ଦୁଇଜଣ ବିଜେଡିରୁ…

ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ଫଳ, ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ ବିଜୟୀ

ଭୁବନେଶ୍ୱର : ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ଫଳ । ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ଦିଲ୍ଲୀପ ରାୟ ଓ ସଂନ୍ତୃପ୍ତ ମିଶ୍ର । ଫାଷ୍ଟ ପ୍ରିଫରେନସେର ମନମୋହନ, ସୁଜିତ କୁମାର ସଂତୃପ୍ତ ମିଶ୍ରଙ୍କୁ ୩୫, ୩୫…

ଏସସିବି ଅଗ୍ନିକାଣ୍ଡ: ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଲେ ପ୍ରଧାନମନ୍ତ୍ରୀ

କଟକ : ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ । କଟକ ଏସସିବି ଅଗ୍ନିକାଣ୍ଡ ଘଟଣାକୁ ନେଇ ମୋହନ ମାଝୀଙ୍କ ସହ କଥା ହେଲେ ନରେନ୍ଦ୍ର ମୋଦି । ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ଏସସିବି ମେଡିକାଲ…

ଏସସିବି ଅଗ୍ନିକାଣ୍ତ ଘଟଣାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ସହାୟତା ଘୋଷଣା

କଟକ: କଟକର ଏସସିବି ମେଡିକାଲର ଅଗ୍ନିକାଣ୍ତ ଘଟଣାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ତାଙ୍କର ଗଭୀର ସମବେଦନା ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ନିଜର…