ସିଙ୍ଗାରି ପଞ୍ଚାୟତରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ: ବ୍ୟାପକ ଫସଲ ନଷ୍ଟ, ଗ୍ରାମବାସୀ ଆତଙ୍କିତ
କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ ଅଞ୍ଚଳରେ ପ୍ରବେଶ କରି ବ୍ୟାପକ ଫସଲ ନଷ୍ଟ କରୁଥିବାରୁ ସ୍ଥାନୀୟ ଚାଷୀ ଓ ଗ୍ରାମବାସୀଙ୍କ ମଧ୍ୟରେ…