State

ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ, ଲାଗିବ ୧୦୦ଟି ସିସିଟିଭି

ଭୁବନେଶ୍ୱର: ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ। ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ। ମୋଟ ସାତୋଟି ପେଣ୍ଡାଲରେ ଯାତ୍ରା ପରିବେଷଣ ହେବ। ତେବେ ଯାତ୍ରା ସମୟରେ…

ଲୋକସେବା ଭବନରେ ରିଲ୍ସ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ରିଲ୍ସ କରିବାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ ଆଜି କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଆଗକୁ ଗାଇଡ୍‌ ଲାଇନ୍‌ ଆଣିବ । ଲୋକସେବା ଭବନରେ ରିଲ୍ସ କରିବା…

ଅଶୋକ ସ୍ତମ୍ଭକୁ ଘେରି ରହିଥିବା ହୋର୍ଡିଂ ହଟାଇଲା ବିଏମସି

ଭୁବନେଶ୍ୱର: ଗୁରୁବାର ବିଳମ୍ବିତ ରାତିରେ ଓଡ଼ିଶାର ରାଜଧାନୀ କଟକ ରୋଡ୍-ସତ୍ୟନଗର ଓଭରବ୍ରିଜ୍ ଜଙ୍କସନ୍‌ରେ ନୂତନ ବର୍ଷର ଶୁଭେଚ୍ଛା ଲେଖାଥିବା ଅନେକ ରାଜନୈତିକ ହୋର୍ଡିଂକୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC) ହଟାଇ ଦେଇଛି। ଏହି ହୋର୍ଡିଂଗୁଡ଼ିକ ଭାରତର ଜାତୀୟ ପ୍ରତୀକ ଅଶୋକ ସ୍ତମ୍ଭକୁ…

ବରିଷ୍ଠ ଆଇଏଏସଙ୍କୁ ନୂଆ ଦାୟିତ୍ୱ: ଦେଓରଞ୍ଜନ ସିଂହ ଉନ୍ନୟନ କମିଶନର, ରାଜେଶ ପ୍ରଭାକର ପାଟିଲ SRC

ଭୁବନେଶ୍ୱର: ନୂଆବର୍ଷର ପ୍ରଥମ ଦିନରେ ହିଁ ସରକାର ବରିଷ୍ଠ ପ୍ରଶାସନିକ ସ୍ତରରେ ଅଦଳବଦଳ କରିଛନ୍ତି । ଅନୁ ଗର୍ଗ ମୁଖ୍ୟ ଶାସନ ସଚିବ ହେବା ପରେ ଉନ୍ନୟନ କମିଶନର ଭାବେ ୧୯୯୩ ବ୍ୟାଚର ବରିଷ୍ଠ ପ୍ରଶାସକ ଦେଓରଞ୍ଜନ କୁମାର ସିଂହଙ୍କୁ ରାଜ୍ୟ…

ଲାଞ୍ଚ ନେଇ ଛେଣ୍ଡିପଦାର ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର ନାୟକ ଗିରଫ

କଟକ : ଲାଞ୍ଚ ନେବା ମାମଲାରେ ଅନୁଗୁଳ ଜିଲ୍ଲା ଛେଣ୍ଡିପଦାର ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର ନାୟକଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଭିଜିଲାନ୍ସ । ୯ ହଜାର ଟଙ୍କା ଲାଞ୍ଚ ନେବାବେଳେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର…

ନିକୋ ପାର୍କର ହେବ ନବକଳେବର, ୬୦୦କୋଟିର ଅର୍ଥ ମଞ୍ଜୁର

ଭୁବନେଶ୍ଵର: ଭୁବନେଶ୍ଵର ନିକୋ ପାର୍କର ହେବ ନବକଳେବର । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଭୁବନେଶ୍ବର ସ୍ଥିତ ନିକୋ ପାର୍କ ନେବ ନୂଆ ରୂପ । ରାଜଧାନୀ ବାସିନ୍ଦାଙ୍କ ଚାହିଦାକୁ ଲକ୍ଷ କରି ନିକୋ…

ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ

ଭୁବନେଶ୍ବର: ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ବିରାଟ ମହିଳା ସମବେଶକୁ କରିବେ ସମ୍ବୋଧନ । ଓଡ଼ିଶା ଆସିବେ କଂଗ୍ରେସ ନେତ୍ରୀ ତଥା ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ।…

ଡାକ୍ତରଙ୍କ ଦାବିର ତର୍ଜମା ପାଇଁ ସଚିବସ୍ତରୀୟ କମିଟି କମିଟି ଗଠିତ

ଭୁବନେଶ୍ୱର: ଦୀର୍ଘ ଦିନ ହେବ ଓମ୍‌ସାର ଡାକ୍ତର ମାନେ ଆନ୍ଦୋଳନ କରୁଥିବା ବେଳେ ସେମାନଙ୍କ ଦାବି ତର୍ଜମା ପାଇଁ ସଚିବସ୍ତରୀୟ କମିଟି ଗଠନ ହୋଇଛି । ସଚିବସ୍ତରୀୟ କମିଟି ଗଠନ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି ।…

ରାଇରଙ୍ଗପୁରରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ରକୁ ଭରଚୁଆଲରେ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଇରଙ୍ଗପୁର : ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଠାରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଏବଂ ଇଗ୍ନୋ ଦକ୍ଷତା କେନ୍ଦ୍ରର ଉଦଘାଟିତ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଭାସୀ ମାଧ୍ୟମରେ ଉଦଘାଟନ କରିଛନ୍ତି । ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରାଳୟ…

ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ । ଏମିତି ଅଭିଯୋଗ ଆସିଛି ସୁନ୍ଦରଗଡ଼ରୁ । ସୁନ୍ଦରଗଡ଼ ହେମଗିରି ଥାନା ଖୁଣ୍ଟିପାନି ଗାଁରେ ଅଭାବନୀୟ ଘଟଣା । ସାମାନ୍ୟ କଥା କଟାକଟିକୁ ନେଇ ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା…