State

୨୦୨୬ ରଥଯାତ୍ରା ଲାଗି ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ

ପୁରୀ: ୨୦୨୬ ରଥଯାତ୍ରା ଲାଗି ଆରମ୍ଭ ହେଲା ପ୍ରାରମ୍ଭିକ ପ୍ରସ୍ତୁତି। ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ମାଳ, ପତନି, ଲାଗିଲୁଗା ସହ ଟାକୁଆ ସରପୁଳି, ବିରିପିଠା ଓ ଲଡୁ ମହାପ୍ରସାଦ ନେଇ ରଥ ତତ୍ତ୍ୱାବଧାରକଙ୍କ ନେତୃତ୍ୱରେ ଏକ ତିନିଜଣିଆ ପ୍ରତିନିଧି ଦଳ ଆଜି ନୟାଗଡ଼…

ପୋଲିସ SI ପରୀକ୍ଷା ଘୋଟାଲା: ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା CBI

ଭୁବନେଶ୍ୱର : ପୋଲିସ ଏସଆଇ କେଳେଙ୍କାରୀ ମମଲାରେ ପ୍ରଥମିକ ଚାର୍ଜସିଟ୍ ଦାଖଲ । ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ ଦାଖଲ CBI । ଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ, ସୌମ୍ୟା ପ୍ରିୟଦର୍ଶିନୀ ସାମଲ, ରିଙ୍କୁ…

ଜଙ୍ଗଲକୁ ଫେରିଗଲେ ଦୁଇ ଦନ୍ତା, ଖୋଲିଲା ଶିଖରଚଣ୍ଡୀ ପୀଠ

ବାରଙ୍ଗ : ଭରତପୁର ରିଜର୍ଭ ଜଙ୍ଗଲକୁ ଫେରିଗଲେ ଦୁଇ ଦନ୍ତା । ଲୋକଙ୍କ ପାଇଁ ଖୋଲିଲା ଶିଖରଚଣ୍ଡୀ । ଗତକାଲି ରାତିରେ ବନ କର୍ମଚାରୀଙ୍କ ଉଦ୍ୟମରେ ହାତୀ ଦୁଇଟିଙ୍କୁ ଘଉଡ଼ାଇବାରେ ସଫଳ ହୋଇଛନ୍ତି । ୬ ଦିନ ହେବ ଶିଖରଚଣ୍ଡୀ ପାହାଡ଼…

କଳାକାର ମାସିକ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର: ବଢ଼ିଲା କଳାକାର ମାସିକ ଭତ୍ତା । କଳାକାର ମାସିକ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ମାସିକ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ୪୦ରୁ ୮୦ ବର୍ଷ କଳାକାରଙ୍କ ଭତ୍ତା…

୬୬ ବର୍ଷରେ ପଦାର୍ପଣ କଲା ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର: ୬୬ ବର୍ଷରେ ପଦାର୍ପଣ କରିଛି ଓଡ଼ିଶାର ଗର୍ବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ୧୯୬୦ ମସିହା ଡିସେମ୍ବର ୨୯ ଆଜିର ଦିନରେ ପ୍ରତିଷ୍ଠା ହୋଇଥିଲା ଏହି ପ୍ରାଣି ଉଦ୍ୟାନ । ଏହି ଅବସରରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ…

୩୦ରେ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼

କୋଣାର୍କ: ପୁରୀ ଜିଲ୍ଲାର ସୂର୍ଯ୍ୟ ମନ୍ଦିରକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି । ଡିସେମ୍ବର ୩୦ ତାରିଖ ଅର୍ଥାତ୍ ଆସନ୍ତାକାଲି କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ କରାଯାଇଥିବା ସୂଚନା ରହିଛି । ବିଶ୍ବକୁ ରୋଗମୁକ୍ତ ଓ…

ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର ବିମାନବନ୍ଦରରେ ୨ ଅଟକ

ଭୁବନେଶ୍ୱର: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବାଂଲାଦେଶୀ ନାଗରିକ ସନ୍ଦେହରେ ଦୁଇଜଣ ଯୁବକଙ୍କୁ ଅଟକ ରଖାଯାଇଛି। ସୂଚନା ଅନୁଯାୟୀ, ଏହି ବ୍ୟକ୍ତିମାନେ ଏକ କ୍ୟାବ୍ ଭଡ଼ାରେ ନେଇଥିଲେ କିନ୍ତୁ ସେମାନଙ୍କ ପରିଚୟ ଏବଂ ଗନ୍ତବ୍ୟସ୍ଥଳ ବିଷୟରେ ସଠିକ୍ ବିବରଣୀ ପ୍ରଦାନ…

ବିଜେଡିର ଯୁବ ଓ ଛାତ୍ର ଶାଖାର ରାଜ୍ୟ କମିଟି କର୍ମକର୍ତ୍ତା ଘୋଷିତ

ଭୁବନେଶ୍ୱର : ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ଯୁବ ଓ ଛାତ୍ର ଶାଖାର ରାଜ୍ୟ କମିଟି କର୍ମକର୍ତ୍ତା ଘୋଷଣା କରାଯାଇଛି । ଯୁବ ବିଜେଡିର ୪ ଜଣ କାର୍ଯ୍ୟକାରୀ ସଭାପତିଙ୍କୁ ମିଶାଇ ୧୬୦ଜଣ କର୍ମକର୍ତ୍ତା…

ଶ୍ଵଶୁର ଘରୁ ଫେରିବା ବାଟରେ ବିଷ ପିଇଲେ ଦମ୍ପତି, ୫ ବର୍ଷର ପୁଅକୁ ଛାଡ଼ି ଚାଲିଗଲେ ବାପା-ମାଆ

ଅନୁଗୋଳ: ସୀମା ଟପିଗଲା ସ୍ବାମୀ-ସ୍ତ୍ରୀ କଳି। ଶ୍ଵଶୁର ଘରୁ ଫେରିବା ବାଟରେ ବିଷ ପିଇଦେଲେ ଉଭୟେ। ଜଙ୍ଗଲ ଭିତରେ ସାରା ରାତି ଜଗି ରହିଲା ୫ ବର୍ଷର ପୁଅ। ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ଦେବଗଡ଼ ଜିଲା କୁଣ୍ଢେଇଗୋଳା…

ନୂଆବର୍ଷରେ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲିବା ନିଷ୍ପତ୍ତିକୁ ବିରୋଧ

ପୁରୀ: ଆସନ୍ତା ଜାନୁୟାରୀ ୧ ନୂଆବର୍ଷ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାଯିବ ନିଷ୍ପତ୍ତିକୁ ବିରୋଧ କରାଯାଇଛି। ମହାପ୍ରଭୁଙ୍କୁ କାହିଁକି ଅନିଦ୍ରା ରଖାଯିବ​‌ ବୋଲି ପ୍ରଶ୍ନ କରିଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ମହେଶ୍ଵର ସାହୁ। ଏ ନେଇ ସେ ଗଜପତି ମହାରାଜା,…