State

ହାତୀ ଆକ୍ରମଣରେ ଜଣେ ମୃତ

ଯୋଡ଼ା : ହାତୀ ଆକ୍ରମଣରେ ଜଣେ ମୃତ । ଚମ୍ପୁଆ ରେଞ୍ଜ ବାଲିବନ୍ଧ ସେକ୍ସନର ହିରାପୁର ନିକଟରେ ଘଟିଛି ଘଟଣା । ଗତ ରାତି ୧୧ଟା ବେଳେ ମନୋହରପୁର ଗାଁର ବାହାଦୁଲା ଓରାମଙ୍କୁ ହାତୀ ଶୁଣ୍ଢରେ ଟେକି ଫିଙ୍ଗି ଦେବାରୁ ସେ…

ଡ୍ୟୁଟି ବେଳେ ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ, କ୍ଷତିପୂରଣ ଦାବିରେ ମୃତଦେହ ନେଲେନି ପରିବାର ଲୋକେ

କେନ୍ଦୁଝର : କେନ୍ଦୁଝରରେ ଡ୍ୟୁଟି କରୁଥିବା ସମୟରେ ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ । କ୍ଷତିପୂରଣ ସହ ବିଧବା ସ୍ତ୍ରୀଙ୍କୁ ଏକ ଚାକିରି ଦେବା ଦାବିରେ ମୃତଦେହ ନେଉ ନାହାନ୍ତି ପରିବାର ଲୋକେ । କେନ୍ଦୁଝର ପଦ୍ମପୁର ଅଞ୍ଚଳର ସୁଶିଲ କୁମାର ସାହୁ…

ଆତ୍ମସମର୍ପଣ କଲେ ୧୫ ହାର୍ଡକୋର ମାଓବାଦୀ

ମାଲକାନଗିରି : ଆତ୍ମସମର୍ପଣ କଲେ ୧୫ ହାର୍ଡକୋର ମାଓବାଦୀ । ମାଲକାନଗିରି ସୀମାନ୍ତ ଛତିଶଗଡ଼ର ମହାସମୁଦ ବାଲୁଦା ଥାନାରେ ଆତ୍ମସମର୍ପଣ କଲେ ୧୫ ଜଣ ମାଓବାଦୀ । BBM ବଲାଙ୍ଗୀର, ବରଗଡ଼ ଏବଂ ମହା ସମୁଦ୍ର ମାଓ ସଂଗଠନର ସକ୍ରିୟ ୧୫…

୨୦୦ ପିଲାଙ୍କ ପାଇଁ ୪ଟି କୁକୁଡ଼ା, ଚିକେନ୍ ତରକାରୀ ନାଁରେ ମିଳିଲା ଖାଲି ପାଣି

ମାଲକାନଗିରି : ଦୁଇଶହ ପିଲାଙ୍କ ପାଇଁ ୪ଟି କୁକୁଡ଼ା । ଚିକେନ୍ ତରକାରୀ ନାଁରେ ଖାଲି ପାଣି । ମାଲକାନଗିରି ସଦର ମହକୁମା ତଣ୍ଡାପାଲି ପଞ୍ଚାୟତର ଏମଭି-୧୬ ନମ୍ବର ସ୍କୁଲରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ବିଦ୍ୟାଳୟରେ ନିମ୍ନମାନର ମଧ୍ୟାହ୍ନ…

ମାଓ କ୍ୟାମ୍ପ୍ ଠାବ, ମାଟି ତଳୁ ୪୬ଲକ୍ଷ ଟଙ୍କା ଜବତ

ଛତିଶଗଡ଼ : ନୂଆପଡ଼ା ଜିଲ୍ଲା ସୀମାନ୍ତ ଛତିଶଗଡ ଗରିଆବନ୍ଧ ଜିଲ୍ଲାରେ ମାଓକ୍ୟାମ୍ପ ଠାବ । ମେନପୁର ଥାନା ବଡ଼ଗୋବରା ଗାଁ ନିକଟସ୍ଥ ସାପସାଟି ପାହାଡରୁ ଠାବ ହୋଇଛି ମାଓକ୍ୟାମ୍ପ । ମାଟିତଳୁ ୪୬ଲକ୍ଷ ୩୧ହଜାର ୫ଶହ ଟଙ୍କା ମଧ୍ଯ ଜବତ ହୋଇଛି…

ୟୁଟ୍ୟୁବର ରାକେଶ ମହାରଣାଙ୍କୁ ହତ୍ୟା

ଭୁବନେଶ୍ୱର : ରକ୍ତରଞ୍ଜିତ ହେଲା ରାଜଧାନୀ । ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା । ଛୁରାମାଡ଼ରେ ଗଲା ଜୀବନ। ଭୁବନେଶ୍ବର ଜିଜିପି କଲୋନୀ ଖେଳ ପଡ଼ିଆରେ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ରାକେଶ ମହାରଣା । ଗତକାଲି ରାତିରେ ମୃତକ…

ବିଜେଡିରୁ ବିଦା ହେବା ପରେ ନିଜର ପ୍ରତିକ୍ରିୟା ରଖିଲେ ପ୍ରଭାତ

ଭୁବନେଶ୍ଵର: ବିଜେଡିରୁ ବିଦା ହେବା ପରେ ବର୍ଷିଲେ ପ୍ରଭାତ ବିଶ୍ବାଳ। ସାମ୍ବାଦିକ ସମ୍ମିଳନୀ କରି କିଛି ଲୋକଙ୍କ ଉପରେ ବର୍ଷିଲେ। କହିଲେ ଦେହରୁ ଧଳା ସାର୍ଟ ଖୋଲି ଖଇରିଆ ପିନ୍ଧୁଛି। ତେବେ ଶନିବାର କଟକ ଚୌଦ୍ବାରର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରରେ ବୁଡିଗଲା ଡଙ୍ଗା;ଜଣେ ନିଖୋଜ

କଳାହାଣ୍ଡି: ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ମାଛ ଧରିବାକୁ ଯାଇଥିବା ବେଳେ ଭାରସାମ୍ୟ ହରାଇ ଏକ ଦେଶୀ ଡଙ୍ଗା ଓଲଟି ପଡ଼ିଥିଲା । ଜଣେ ବ୍ୟକ୍ତି ନିଖୋଜ ରହିଥିବାବେଳେ ଅନ୍ୟ ଦୁଇଜଣ…

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ପ୍ରଭାତ ବିଶ୍ୱାଳ ବହିଷ୍କୃତ

ଭୁବନେଶ୍ୱର : ବିଜେଡିରୁ ବହିଷ୍କାର ହେଲେ ପ୍ରଭାତ ବିଶ୍ୱାଳ। ବିଶୃଙ୍ଖଳିତ ଆଚରଣ ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କାର ହେଲେ ପ୍ରଭାତ। ବିଜେଡିରୁ ବହିଷ୍କାର ହେଲେ ପୂର୍ବତନ ବିଧାୟକ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଭାତ ବିଶ୍ୱାଳ। ତାଙ୍କୁ ଦଳ…

ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଡା. ଦତ୍ତେଶ୍ବର ହୋତାଙ୍କୁ କଂଗ୍ରେସର ସମର୍ଥନ

ଭୁବନେଶ୍ଵର: ରାଜ୍ୟସଭା ପ୍ରାର୍ଥୀ ଡା. ଦତ୍ତେଶ୍ବର ହୋତାଙ୍କୁ କଂଗ୍ରେସ ସମର୍ଥନ ଦେଉଛି। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି, ସୋମବାର ନବୀନ ବାବୁଙ୍କ ସହ ମୋର ସାକ୍ଷାତ ଆଲୋଚନା ହୋଇଛି। ଜଣେ କମନ୍‌ କ୍ୟାଣ୍ଡିଡେଟ୍‌…