ଉନ୍ନତ ଇଭି ବସ୍ ତାଲିମ ଶେଷ କରି ଫେରିଲେ ୨୦ ମହିଳା ଚାଳକ
ଭୁବନେଶ୍ୱର: ମହିଳାଙ୍କ ନେତୃତ୍ୱରେ ସହରୀ ପରିବହନ ସେବାକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାରଙ୍କ ପ୍ରମୁଖ ସାର୍ବଜନୀନ ପରିବହନ ସଂସ୍ଥା ‘କ୍ୟାପିଟାଲ୍ ରିଜନ ଅର୍ବାନ ଟ୍ରାନ୍ସପୋର୍ଟ’ (କ୍ରୁଟ୍) ପକ୍ଷରୁ ‘ଆମ ବସ୍’ ସେବା ପାଇଁ ମହିଳା…